ଗଞ୍ଜାମ

କରୋନା ମୁକାବିଲା: ଘରକୁ ଯାଇ ୩୨.୩୬ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଜିଲା ପ୍ରଶାସନ ପକ୍ଷରୁ ଗଠିତ ଟିମ୍‌ ବର୍ତ୍ତମାନ ସୁଦ୍ଧା ଜିଲାର ୭ ଲକ୍ଷ ୬୫ ହଜାର ୮୪୨ ଘରକୁ ଯାଇ…

ବିଧବାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୧୪।୪(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ବିଧବା ମହିଳାଙ୍କୁ ନରସିଂହପୁର ଗାଁର ଏସ୍‌ ତ୍ରିପତୀ ରେଡ୍ଡି ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏଥିସହ ତାଙ୍କୁ ଓ ତାଙ୍କ ପୁଅଙ୍କୁ ରେଡ୍ଡି ମାଡ଼ ମାରିଥିବା ଜଣାପଡ଼ିଛି। ଏନେଇ ପୀଡ଼ିତ ମହିଳା…

ଖାଇବାକୁ ନ ପାଇ ଘରମୁହାଁ ହେଉଥିଲେ ପଶ୍ଚିମବଙ୍ଗର ୧୧ ଶ୍ରମିକ: ଉଦ୍ଧାର ପରେ ରଖାଗଲା ଆଇସୋଲେଶନ ସେଣ୍ଟରରେ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ୧୬ ନମ୍ବର ଜାତୀୟ ରାଜପଥରୁ ମଙ୍ଗଳବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ୧୧ ଶ୍ରମିକଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ଧାର କରାଯାଇଛି। ପରେ ସେମାନଙ୍କୁ ଛତ୍ରପୁର ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ କାଳିଆବାଲି ଆଇସୋଲେଶନ ସେଣ୍ଟରରେ ରଖାଯାଇଛି।…

କରୋନା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ: ଗଞ୍ଜାମ ଜିଲାପାଳଙ୍କୁ ଫୋନକରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବହୁତ ଭଲ କାମ କରୁଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜିଲାପାଳଙ୍କୁ ଫୋନ୍‌ କରି ତାଙ୍କର ପ୍ରଶଂସା କରିଛନ୍ତି। ମଙ୍ଗଳବାର ଜିଲାପାଳ ଟୁଇଟକରି ଏ…

ଭୁବନେଶ୍ୱରୁ ସାଇକେଲରେ ଆସିଲେ ବ୍ରହ୍ମପୁର : ସ୍ବାବ୍‌ ପରୀକ୍ଷା ପାଇଁ ନମୁନା ସଂଗ୍ରହ

ବ୍ରହ୍ମପୁର ଅଫିସ,୧୪ା୪-ବ୍ରହ୍ମପୁର ମହାନଗର ନିଗମ ୩୧ ନଂ. ୱାର୍ଡ ଅନ୍ତର୍ଗତ କୋପରେଟିଭ କଲୋନୀ ୩ୟ ଲେନ୍‌ ଅଞ୍ଚଳର ଭୁବନେଶ୍ୱରରୁ ଫେରିଥିବା ଜଣେ ବ୍ୟକ୍ତିଙ୍କୁ ସୋମବାରରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାନୁଯାୟୀ, ଜଣେ ୪୩ ବର୍ଷୀୟ ବ୍ୟକ୍ତି ଗତ ତିନିଦିନ…

କରୋନା ଯୁଦ୍ଧର ନାୟିକା ରମା : କର୍କଟ ଆକ୍ରାନ୍ତ ଅଙ୍ଗନୱାଡି କର୍ମୀଙ୍କୁ ପ୍ରଶଂସା

ହିଞ୍ଜିଳିକାଟୁ,୧୪ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୋମବାର ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖଣ୍ଡରା ଅଙ୍ଗନୱାଡ଼ି କେନ୍ଦ୍ର-୧ର କର୍ମୀ ରମା ସାହୁଙ୍କୁ ପ୍ରଶଂସା କରିଛନ୍ତି। ରମା କର୍କଟ ରୋଗରେ ଆକ୍ରାନ୍ତ…

ପାଳନ ହେଲାନି ମେରୁ ଯାତ୍ରା: ଦର୍ଶନ ବନ୍ଦ, ଶୂନଶାନ୍‌ ହନୁମାନ, ଦଣ୍ଡକାଳୀ ପୀଠ

ବ୍ରହ୍ମପୁର ଅଫିସ,୧୩ା୪-କରୋନା ସଂକ୍ରମଣ ତଥା ଜନଗହଳି ସ୍ଥାନରୁ ଲୋକଙ୍କୁ ଦୂରେଇ ରଖିବା ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମେରୁ ଯାତ୍ରା ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ସୋମବାର ବ୍ରହ୍ମପୁର ସହରରେ ମେରୁ ଯାତ୍ରା ବନ୍ଦ ରହିଥିଲା ା ଆମ୍ବପୁଆସ୍ଥିତ ମା’ ଦଣ୍ଡକାଳୀଙ୍କ…

ଜିଲାର ସମସ୍ତ ପ୍ରବେଶ ପଥରେ ଚେକ୍‌ପୋଷ୍ଟ

ଛତ୍ରପୁର,୧୩ା୪(ଡି.ଏନ୍‌.ଏ.) – ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ଏନେଇ ଏକ ବୈଠକ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। କୃଷି, ଉଦ୍ୟାନ, ପାନୀୟ…

ଲୋକଙ୍କୁ ସଚେତନତା କରାଉଛନ୍ତି ଓଡ଼ିଆ ମହିଳା: ସୁରାଟରେ ବିବାଦ ପରେ ସହାୟତା

ଭଞ୍ଜନଗର,୧୩।୪(ଡି.ଏନ.ଏ)- ସୁରାଟ ଡ଼ାଇମଣ୍ଡନଗର ଅଞ୍ଚଳରେ ବସବାସ କରୁଥିବା ପ୍ରବାସୀ ଶ୍ରମିକମାନେ ଗତ ୧୦ ତାରିଖ ରାତିରେ ବକେୟା ଦରମା ସମେତ ବିଭିନ୍ନ ଦାବିନେଇ ରାଜରାସ୍ତାକୁ ଓହ୍ଲାଇଥିଲେ। ଏହାପରେ ସ୍ଥାନୀୟ ପୋଲିସ ପ୍ରଶାସନ ଲୋକଙ୍କୁ ବୁଝାଇ ସମସ୍ୟାର ସମାଧାନ କରିଥିଲେ। ଏଥିସହ ବର୍ତ୍ତମାନ…

କୋଭିଡ୍‌ ଫଣ୍ଡ୍‌କୁ ୩,୫୧,୧୧୧ ଟଙ୍କା ପ୍ରଦାନ: ଚେକ୍‌ ଗ୍ରହଣ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୧୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ସମ୍ମୁଖରେ ସୋମବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ପହଞ୍ଚି ୩ଲକ୍ଷ ୫୧ ହଜାର ୧ ଶହ ୧୧ ଟଙ୍କାର ଏକ ଚେକ୍‌ ଗ୍ରହଣ କରିଛନ୍ତି। ଉକ୍ତ ଚେକ୍‌ ଶେରଗଡ଼ ବ୍ଲକର ସମସ୍ତ…

କରୋନା ସହାୟତା: ଜକର ପଞ୍ଚାୟତର ୩୭ ଏସ୍‌ଏଚ୍‌ଜି ଗ୍ରୁପ୍‌ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦେଲେ ୪୦ହଜାର

ପୋଲସରା, ୧୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଜକର ପଞ୍ଚାୟତର ୩୭ଟି ଏସଏଚ୍‌ଜି ଗ୍ରୁପ୍‌ ମିଶି ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବିଡିଓ ଶମ୍ଭୁନାଥ ନନ୍ଦି ଓ ଅନ୍ୟାନ୍ୟ ସରକାରୀ…

ଗଞ୍ଜାମ ଜିଲାର ୭.୨ ଲକ୍ଷ ଘରେ ସର୍ଭେ : ଫ୍ଲୁ ଥିବା ବ୍ୟକ୍ତିଙ୍କର ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ

ଛତ୍ରପୁର, ୧୩।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗତ ତିନି ଦିନ ହେଲା ଗଞ୍ଜାମ ଜିଲାର ୭ ଲକ୍ଷ ୨ ହଜାର ୭୪୮ ଘରକୁ ଅଙ୍ଗନବାଡି, ଆଶା କର୍ମୀ ଓ ଶିକ୍ଷକକମାନେ ଯାଇ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ସର୍ଭେ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?