ଗଞ୍ଜାମ

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ ପ୍ରସିଦ୍ଧ ଚନ୍ଦନ ଯାତ୍ରା ।ଏଥିପାଇଁ ଚଳ ଚଞ୍ଚଳ ହୋଇ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ ଅର୍ଥ ହରିଲୁଟ୍‌ କରାଯାଇଛି । ବିଭିନ୍ନ ଉନ୍ନୟନ କାମ କିଣାବିକା ଚାଲିଥିବା ଜଣାପଡ଼ିଛି।…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଆସନ୍ତା ୨୧ ତାରିଖରୁ…

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ ଶ୍ରାଦ୍ଧତ୍ସୋବ ପାଳନ ହୋଇଛି। ଏହି ଅବସରରେ ବଡ଼ ଖେମୁଣ୍ଡିର କବିସୂର୍ଯ୍ୟ ’ ଶୀର୍ଷକ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ବାନ୍ଧିଛି। ଅଭିଯୁକ୍ତ ହେଲେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପିଡବ୍ଲ୍ୟୁଡି କଲୋନୀରେ ରହୁଥିବା…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗାଲେରୀର ଚିତ୍ରସେନ ନାଇକ ମୃତ୍ୟୁବରଣ କରିଥିବାବେଳେ ତାଙ୍କ ନାତି ରାଜା ନାଇକ ଗୁରୁତର…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ ୨୦୨୬ ରେ ଖେଳିବାର ସୁଯୋଗ ପାଇଛନ୍ତି। କଟକରେ ଅନୁଷ୍ଠିତ ହେବାକୁ ଥିବା ଓସିଏ…

ଜଳବାୟୁ ପରିବର୍ତ୍ତନ ଦେଖି ଚାଷ କାର୍ଯ୍ୟ କର: ଚାଷୀଙ୍କୁ ଆହ୍ବାନ ଦେଲେ ମନ୍ତ୍ରୀ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ସୋମବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୁଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାଷ…

୧୦ ଘଣ୍ଟାରେ ୩ ଛାତ୍ରୀଛାତ୍ରଙ୍କ ଜୀବନ ଗଲା, ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ ଆଣି…

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ରବିବାର ଅପରାହ୍ନ ୫ ଟା ରୁ ସୋମବାର ଭୋର୍‌ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୩ ଛାତ୍ରୀଛାତ୍ରଙ୍କ ଅକାଳ ବିଯୋଗ ଘଟିଛି। ଯାହାକି କଲେଜ ପାଇଁ ଅପୂରଣୀୟ କ୍ଷତି। ୧୦ ଘଣ୍ଟା…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଇଲ୍ଲାସ ସ୍ୱାଇଁ(୬୦)। ମିଳିଥିବା ସୂଚନା ମୁତାବକ ଭଞ୍ଜନଗର ପୋଷ୍ଟ ଅଫିସରେ କାର୍ଯ୍ୟରତ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ ବିସ୍ଫୋରଣ ହେବାପରେ ଅଗ୍ନିକାଣ୍ଡ ଘଟିଛି । ହେଲେ ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି…

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ମୃତ୍ୟୁବରଣ କରିଥିଲେ। ପବିତ୍ର ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ଼ ଗ୍ରାମରେ ଓଡ଼ିଶା ସାହିତ୍ୟ ଏକାଡେମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri