ନିଷ୍କାସନ ହେଉନି ବର୍ଷାଜଳ, ଧାନ ଫସଲ ନଷ୍ଟ
ଶେରଗଡ,୧୯ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକ ଶେରଗଡ଼ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଏକର ଜମିର ଧାନ ଫସଲ ବର୍ଷା ଜଳରେ ବୁଡ଼ି ସଂପୂର୍ଣ୍ଣ ନଷ୍ଟ ହୋଇଛି। ଏନେଇ ସ୍ଥାନୀୟ ପ୍ରଶାସନକୁ ଲୋକମାନେ ଅଭିଯୋଗ କରିଛନ୍ତି ା ୧୫ ଦିନ ପୂର୍ବରୁ ବର୍ଷା ହୋଇଥିଲା। ଏହି ବର୍ଷା…
ଶ୍ରମିକଙ୍କ ପାଇଁ କାର୍ଯ୍ୟକାରୀ ହେଉ ପେନ୍ସନ ଯୋଜନା
ବ୍ରହ୍ମପୁର ଅଫିସ,୧୯ା୮-ଶ୍ରମିକ ଓ ଅଣସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ମାସିକ ପେନ୍ସନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଦାବି କରିଛି । ଅଣ ସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ଏବେ ସାଧାରଣ ଓ ଦୁର୍ଘଟଣାଜନିତ…
ଉତ୍ପାଦକଙ୍କ ମନମୁଖି ଦର ନିର୍ଦ୍ଧାରଣକୁ ବିରୋଧ
ବ୍ରହ୍ମପୁର ଅଫିସ୍,୧୯ା୮-ସ୍ଥାନୀୟ ଏକ ହୋଟେଲ୍ରେ ରବିବାର ଓଡ଼ିଶା ବ୍ୟବସାୟୀ ମହାସଂଘର ନୂତନ କାର୍ଯ୍ୟକାରିଣୀର ପ୍ରଧାନ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଓଡ଼ିଶା ବ୍ୟବସାୟୀ ମହାସଂଘକୁ ତୃଣମୂଳସ୍ତରରୁ ସଂଗଠିତ କରିବା ଲାଗି ଗୋଟିଏ ପ୍ରତିନିଧି…
ଗର୍ଭବତୀଙ୍କ ତଣ୍ଟି ଚିପି ହତ୍ୟା ଘଟଣା: ଜେଲ ଗଲେ ସ୍ବାମୀ
ବ୍ରହ୍ମପୁର ଅଫିସ,୧୯ା୮-ଗୋଷାଣୀନୂଆଗଁା ଥାନା ଅନ୍ତର୍ଗତ ନୂଆ ଖଜୁରିଆରେ ଗତ ୧୪ ତାରିଖରେ ୪ ମାସର ଗର୍ଭବତୀ ଥିବା ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ତଣ୍ଟି ଚିପି ହତ୍ୟା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ମିଳିଥିବା ପ୍ରମାଣକୁ ଆଧାରକରି ପୋଲିସ ଅଭିଯୁକ୍ତ ସ୍ବାମୀ…
ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି। ଶନିବାର ମଧ୍ୟରାତିରେ ଅଟୋନଗରସ୍ଥିତ ଏକ ପାନ ଦୋକାନରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେବାରୁ ଦୋକାନଟି…
ନଦୀରେ ଯୁବତୀ ନିଖୋଜ ଅଭିଯୋଗ
ହିଞ୍ଜିଳିକାଟୁ,୧୮ା୮(ଡି.ଏନ୍.ଏ.)-ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଜଣେ ଯୁବତୀ ରବିବାର ସକାଳେ ଋଷିକୁଲ୍ୟା ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯୁବତୀ ଜଣକ ଗାଧୋଇବାକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ତାଙ୍କ ମା’…
କାଳିଆ ଯୋଜନା ହିତାଧିକାରୀଙ୍କ ଯାଞ୍ଚ:ଧରାପଡ଼ିଲେଣି ୪୨୪ ଅଯୋଗ୍ୟ
କବିସୂର୍ଯ୍ୟନଗର,୧୮ା୮-କାଳିଆ ଯୋଜନାରେ ଶତ ପ୍ରତିଶତ ଯୋଗ୍ୟ ହିତାଧିକାରୀ ଯେଭଳି ସହାୟତା ପାଇବେ ସେ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ ପୂର୍ବରୁ ହୋଇଥିବା ତାଲିକାରୁ ଯୋଗ୍ୟ, ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ପ୍ରକ୍ରିୟା ଚାଲିଛି। ଆସନ୍ତା ୨୭ ପର୍ଯ୍ୟନ୍ତ ଯାଞ୍ଚ କରାଯାଇ…
ମିନିବସ୍ ଚୋରି ଉଦ୍ୟମ : ଚାଳକଙ୍କୁ ଅଟକ ରଖି ପୋଲିସର ପଚରାଉଚରା
ଦିଗପହଣ୍ଡି,୧୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରୁ ଯାତ୍ରୀବାହୀ ମିନିବସ୍ ନଂ ଓଆର- ୦୭- ୬୫୦୧କୁ ଚୋରି କରି ଜଣେ ଚାଳକ ନେଇ ଯାଉଥିବାବେଳେ ରବିବାର ଅପରାହ୍ନରେ ଡିଭାଇଡରରେ ପିଟି ଦେବାରୁ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଦୌଡ଼ି ଯିବାରୁ…
ଛାତ ପଲସ୍ତରା ଖସି ଜଣେ ଗୁରୁତର, ୨ ଆହତ
ଗଞ୍ଜାମ,୧୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଲଳିତ ତରାଇଙ୍କ ଘର ଛାତରୁ ପଲସ୍ତରା ଖସି ଜଣେ ଶିଶୁ ଗୁରୁତର ହୋଇଥିବା ବେଳେ ୨ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଲଳିତଙ୍କ ତିନି ନାତୁଣୀ ତପସ୍ବିନୀ(୯),…
ବିଦ୍ୟାଳୟ ବନ୍ଦ, ୧୬ ଛାତ୍ରୀଛାତ୍ର ପଢ଼ା ଛାଡ଼ିଲେ ଗ୍ରାମବାସୀଙ୍କ ନବୀନ ନିବାସ ଘେରାଉ ଚେତାବନୀ
ଚିଲିକା,୧୮ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷରେ ରାଜ୍ୟରେ ବହୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରସଂଖ୍ୟା କମ୍ ଥିବାରୁ ସେଗୁଡ଼ିକୁ ବନ୍ଦ କରାଯାଇ ନିକଟତମ ବିଦ୍ୟାଳୟ ସହିତ ମିଶାଇ ଦିଆଯାଇଛି ।ଏହାକୁ ନେଇ ବହୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡ଼ୋରି ବନ୍ଧାହେବାକୁ ବସିଛି। ଏଭଳି ଅବସ୍ଥା ସୃଷ୍ଟି…
ବ୍ରହ୍ମପୁର-ସମ୍ବଲପୁର ରେଳଲାଇନ ଦାବି ପ୍ରସଙ୍ଗ : ଏମ୍ପିଙ୍କୁ ଭେଟିଲେ ୩ ବାର୍ ଆସୋସିଏଶନ କର୍ମକର୍ତ୍ତା
ଭଞ୍ଜନଗର,୧୮।୮(ଡି.ଏନ.ଏ)-ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳଲାଇନ ପାଇଁ ଭଞ୍ଜନଗର ବାର୍ ଆସୋସିଏଶନ ବିଭିନ୍ନସ୍ତରରେ ଦାବି ଉଠାଉଛି। ବାର୍ ଆସୋସିଏଶନ କର୍ମକର୍ତ୍ତା କିଛିଦିନ ପୂର୍ବେ ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ ଓ କନ୍ଧମାଳ ଏମ୍ପି ଡ. ଅଚ୍ୟୁତ ସାମନ୍ତଙ୍କୁ ଭେଟି ଉପରୋକ୍ତ ଦାବିକୁ…
ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ପ୍ରମାଣପତ୍ର ଯାଞ୍ଚ ଆରମ୍ଭ
ଛତ୍ରପୁର,୧୮ା୮(ଡି.ଏନ.ଏ)-ଛତ୍ରପୁର ବ୍ଲକର ସମସ୍ତ ସରକାରୀ ସ୍କୁଲରେ କାର୍ଯ୍ୟରତ ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପାତ୍ରର ଯାଞ୍ଚ ଶନିବାରଠାରୁ ଆରମ୍ଭ ହୋଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏହି ଯାଞ୍ଚ ଚାଲିଛି ା କ୍ଲଷ୍ଟରସ୍ତରୀୟ ସ୍କୁଲଗୁଡିକର ଶିକ୍ଷକମାନଙ୍କୁ ପ୍ରମାଣପତ୍ର ଯାଞ୍ଚ…
Archives


