ଗଞ୍ଜାମ

ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ‘କରୋନା ଯୋଦ୍ଧା ଆମର ହିରୋ’ ପେଣ୍ଟିଂ ପ୍ରତିଯୋଗିତା, ଭାଗନେଇ ଜିତିପାରିବେ ଆର୍ଥିକ ପୁରସ୍କାର

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.)- କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମରେ ଲକ୍‌ ଡାଉନ୍‌ ଓ ଆଂଶିକ ସଟ୍‌ ଡାଉନ୍‌ ଜାରି ରହିଛି। ଏହାକୁ ନେଇ ସମସ୍ତ ଜିଲାବାସୀ ଘରେ ରହୁଛନ୍ତି। ଏହି ସମୟର ଉଚିତ ବ୍ୟବହାର ପାଇଁ ତଥା ଛାତ୍ରୀଛାତ୍ରଙ୍କୁ…

କରୋନା ସହାୟତା: ଦିଗପହଣ୍ଡିରେ ୬୩ କଳାକାରଙ୍କୁ ମିଳିଲା ଭତ୍ତା ଟଙ୍କା

ଦିଗପହଣ୍ଡି,୧୧।୪(ଡି.ଏନ୍‌.ଏ.): କରୋନା (କୋଭିଡ୍‌ -୧୯) ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ଲକ୍‌ଡାଉନ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ ଭତ୍ତା ପ୍ରଦାନ କରାଯାଇଛି।…

ଚାଉଳ ନେବା ପାଇଁ ଖରାରେ ଛିଡା ହେଉଛନ୍ତି ହିତାଧିକାରୀ: ଘରେ ପହଞ୍ଚାଇବାକୁ ପ୍ରଶାସନ ନିକଟରେ ଦାବି

ଗଞ୍ଜାମ, ୧୧।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ଏଥିରୁ ରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ଏହି କ୍ରମରେ ରାଜ୍ୟ ସରକାର ଅଗ୍ରିମ ତିନି ମାସର ବିଭିନ୍ନ ଭତ୍ତା ଓ…

ଗଞ୍ଜାମରେ ଘରକୁ ଘର ବୁଲି ଯାଞ୍ଚ ପ୍ରକ୍ରିୟା ଜାରି: ତୃତୀୟ ଦିନରେ ଜିଲାପାଳଙ୍କ ପରିବାରର ଯାଞ୍ଚ କଲା ଟିମ୍‌, ଦୁଇଦିନରେ ୩,୭୫୯ଜଣ ସାମାନ୍ୟ ଥଣ୍ଡା ଆକ୍ରାନ୍ତ ଚିହ୍ନଟ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ ଘରକୁ ଘର ଯାଇ ଲୋକମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ସହ ସେମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ଏନେଇ ଗଠିତ ଟିମ୍‌ ଶନିବାର ଏହାର ୩ ଦିନରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ବାସଭବନକୁ ଯାଇ ତାଙ୍କ ପରିବାରର…

ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ସଂଘ

ବେଗୁନିଆପଡା,୧୧ା୪(ଡି.ଏନ.ଏ.)-ବେଗୁନିଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି। ଦୋକାନ ବଜାରରେ ଚୋରା ମଦ ଓ ସରକାରୀ ସ୍ବୀକୃତିପ୍ରାପ୍ତ ପାଉଚ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ଚନ୍ଦନପୁର ଗ୍ରାମରେ ଚୋରା ମଦ ବିକ୍ରି…

ସୋରଡା ଅଞ୍ଚଳରେ ଘରଘର ବୁଲି ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ

ସୋରଡା,୧୦ା୪(ଡି.ଏନ୍‌.ଏ.)- ସୋରଡା ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ ସ୍ବାସ୍ଥ୍ୟ ଟିମ୍‌ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛି। ଶିକ୍ଷକ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନେ ଏଥିରେ ସାମିଲ ହୋଇଛନ୍ତି। ବ୍ଲକର ୨୬ ପଞ୍ଚାୟତ ଓ ଏନ୍‌ଏସିର ସମସ୍ତ ସାହିରେ ଚାଲିଛି…

ଶିକାରୀ ଗୁଳିରେ ଆହତ ହରିଣ ଉଦ୍ଧାର

ସୋରଡା,୧୦ା୪(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ବନାଞ୍ଚଳ ଖାରିକୋଟି ଜଙ୍ଗଲରୁ ଶିକାରୀ ଗୁଳିରେ ଗୁରୁତର ହୋଇ ଦୌଡୁଥିବା ଏକ ମାଈ ହରିଣକୁ ବନ ବିଭାଗ କର୍ମଚାରୀ ଶୁକ୍ରବାର ଉଦ୍ଧାର କରିଛନ୍ତି। ସୋରଡା ପ୍ରାଣୀଧନ ଚିକିତ୍ସକ ଡାକ୍ତର ପ୍ରକାଶ ବିଶାଳ ୨ ଘଣ୍ଟା ଧରି…

ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ

ହିଳିକାଟୁ,୧୦ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ ଥିବା ବ୍ୟକ୍ତିଙ୍କ ଠାରୁ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ରହିଛି। ତେବେ କେତେକ ବ୍ୟକ୍ତି…

ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍‌ ଡାଉନ ଜାରି କରିଛନ୍ତି। ଅନ୍ୟପଟେ ଦିନକୁ ଦିନ କରୋନା ପୋଜେଟଭ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର…

ଗଞ୍ଜାମରେ ବୁଲୁଛି ୪୪ ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ: ଚିହ୍ନଟ ପରେ ସନ୍ଦିଗ୍ଧଙ୍କୁ ଅଣାଯାଉଛି ହସ୍ପିଟାଲ, ଚାଳକଙ୍କୁ ଦିଆଯାଇଛି ସ୍ବତନ୍ତ୍ର ପିପିଇ କିଟ୍‌

ଛତ୍ରପୁର,୧୦।୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କୁ ଘରୁ ହସ୍ପିଟାଲକୁ ନେବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ବର୍ତମାନ ଜ଼ିଲାରେ ୪୪ଟି କୋଭିଡ୍‌ ଆମ୍ବୁଲାନ୍ସ ବୁଲୁଛ। ଖବର ପାଇ ଘରୁ କରୋନା ସଂଦିଗ୍ଧଙ୍କୁ ଉକ୍ତ…

ମିଳିଲା ଅନୁମତି: ବ୍ରହ୍ମପୁର ଏମ୍‌କେସିଜିରେ ହେବ କୋଭିଡ-୧୯ ଟେଷ୍ଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍‌ଆର୍‌ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ କଟକ ଏସ୍‌ସିବି ପରେ ଏମ୍‌କେସିଜିରେ କରୋନା ଟେଷ୍ଟ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ…

ଗଞ୍ଜାମରେ ୧୫,୮୧୬ ଜଣଙ୍କ ହୋମ୍‌ କ୍ୱାରେଣ୍ଟାଇନ୍‌ ଅବଧି ସରିଲା, ଘରେ ରହିବାକୁ ଦିଆଯାଇଛି ପରାମର୍ଶ: ଜିଲାପାଳ

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.)- କରୋନା ଭାଇରସକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ତେବେ ଶୁକ୍ରବାର ସୁଦ୍ଧା ଜିଲାରେ ୧୫,୮୧୬ ଜଣ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କ ହୋମ କ୍ୱାରେଣ୍ଟାଇନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?