ଗଞ୍ଜାମ

ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଚିକିଟି ଏସ୍‌ଡ଼ିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଦିଗପହଣ୍ଡି ଥାନାଧିକାରୀ ଗୌରାଙ୍ଗ ଚରଣ…

ଜେଲ୍‌ରେ ଭାଇଙ୍କୁ ରାଖୀ ବାନ୍ଧିଲେ ଭଉଣୀ

ବ୍ରହ୍ମପୁର ଅଫିସ୍‌,୧୫।୮-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଗୁରୁବାର ରାଖୀ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ବିଭିନ୍ନ ମାମଲାରେ ସଜା କାଟୁଥିବା ଅନ୍ତେବାସୀଙ୍କୁ ସେମାନଙ୍କ ଭଉଣୀମାନେ ରାଖୀ ବାନ୍ଧିଥିଲେ। ଏଥିପାଇଁ ମଣ୍ଡଳ କାରାଗାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା। ଜେଲ୍‌ ଫାଟକର ଗୋଟିଏ ପଟେ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ପୋଲିସ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

ବରିଷ୍ଠ ନାଗରିକଙ୍କୁ ମାଡ଼ ଅଭିଯୋଗ: ୪ ଦିନ ପରେ ବି ଅଭିଯୁକ୍ତଙ୍କୁ ଧରିନି ପୋଲିସ

ଦିଗପହଣ୍ଡି,୧୫ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଚାଉଳିଆ ସାହିର ବୃଦ୍ଧ ସୁଦାମ ସାହୁଙ୍କୁ ୪ ଜଣ ଯୁବକ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସୁଦାମଙ୍କୁ ଉଦ୍ଧାର ପାଇଁ ଆସିଥିବା ତାଙ୍କ ସ୍ତ୍ରୀ ଏବଂ ଝିଅଙ୍କୁ ମଧ୍ୟ ସେମାନେ ଟଣାଓଟରା କରି ମାଡ଼…

ବନ୍ୟଜନ୍ତୁକୁ ଗିଳିଲା ବୋଡ଼ା ସାପ

ବୁଗୁଡ଼ା,୧୫ା୮(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ମୋଟାବାଡ଼ି ନିକଟସ୍ଥ ପଡ଼ିଆରେ ବୁଧବାର ସନ୍ଧ୍ୟାରେ ଏକ ବନ୍ୟଜନ୍ତକୁ ଗିଳିବା ଅବସ୍ଥାରେ ବୋଡ଼ା ସାପକୁ ଦେଖିବାକୁ ମିଳିଛି। ଲୋକେ ବିଲରେ କାମ କରି ଫେରୁଥିବା ବେଳେ ଏହି ସାପକୁ ଦେଖିଥିଲେ। ଅନ୍ୟ କୌଣସି ଜନ୍ତୁକୁ ଖାଇ ଦେବାର…

ବିନା ହେଲମେଟରେ ପେଟ୍ରୋଲ ମନା

ଭଞ୍ଜନଗର,୧୫।୮(ଡି.ଏନ.ଏ)- ସେପ୍ଟେମ୍ବର ୧ରୁ ହେଲମେଟ୍‌ ବ୍ୟବହାର ଆଇନକୁ କଡ଼ାକଡ଼ି କରିବାକୁ ଯାଉଛି ଜିଲା ପ୍ରଶାସନ। ଏନେଇ ବୁଧବାର ଅପରାହ୍ନରେ ସ୍ଥାନୀୟ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ଗୁରୁବାର ଠାରୁ ନିଶାସକ୍ତ ଗାଡ଼ି ଚାଳକଙ୍କ ବିରୁଦ୍ଧରେ ଦୃଢ଼…

ବିନା ଲିଜ୍‌ରେ ପଥର ଖାଦାନ: ବଢୁଛି ପଥର ଫଟା, ହ୍ରାସ ପାଉଛି ସବୁଜିମା

ବ୍ରହ୍ମପୁର ଅଫିସ,୧୫ା୮-ଗଞ୍ଜାମ ଜିଲା କୁକୁଡାଖଣ୍ଡି ତହସିଲ ଅଞ୍ଚଳରେ ଥିବା କେରାଣ୍ଡିମାଳ ପର୍ବତକୁ ଏବେ ପଥର ମାଫିଆମାନେ ନିଜ କବଜାକୁ ନେଇ ବେଧଡକ ଓ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରୁଛନ୍ତି। ଉକ୍ତ ତହସିଲ ଅଧୀନ ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ବେଆଇନ…

ବସୁଛି ବୈଠକ, ହେଉନି ସମାଧାନ: ହଳଦିଆପଦର ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପ୍ରସଙ୍ଗ ବିଧାୟକ, ଏମ୍‌ପି – ବସ୍‌ମାଲିକ ସଂଘ ଆଲୋଚନା

ବ୍ରହ୍ମପୁର ଅଫିସ,୧୫ା୮-ବ୍ରହ୍ମପୁର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି ା ତଥାପି ଟର୍ମିନାଲରୁ ବସ୍‌ ଚଳାଚଳ ତଥା କାର୍ଯ୍ୟକ୍ଷମ କରିବାରେ ପ୍ରଶାସନ ବିଫଳ ହୋଇଛି ା ବାରମ୍ବାର ବୈଠକ ବସୁଥିଲେ ମଧ୍ୟ…

ଦିଗପହଣ୍ଡି ରେଞ୍ଜର ନିଲମ୍ବିତ

ବ୍ରହ୍ମପୁର ଅଫିସ୍‌,୧୫ା୮-ଗଞ୍ଜାମ ଜିଲା ଦିଗପହଣ୍ଡିର ଭାରପ୍ରାପ୍ତ ରେଞ୍ଜର ପରମାନନ୍ଦ ପାଣିଗ୍ରାହୀ ବୁଧବାର ନିଲମ୍ବିତ ହୋଇଛନ୍ତି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ଥ ତାଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବନ ସମୟରେ ସେ ଘୁମୁସର ନର୍ଥ ଡିଭିଜନ୍‌ ମୁଖ୍ୟାଳୟରେ ରହିବେ। ଉପରିସ୍ଥ ଅଧିକାରୀଙ୍କ…

ଧୁମ୍‌ଧାମ୍‌ରେ ୭୩ତମ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ଧୁମ୍‌ଧାମ୍‌ରେ ପାଳନ କରାଯାଇଛିା ବ୍ଳକର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରେ ସକାଳୁ ଛାତ୍ରୀଛାତ୍ରମାନେ ପହଞ୍ଚିଥିଲେ। ସକାଳ ୭ଟା ୧୫ରୁ ୮ଟା ପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟ ସମେତ ସରକାରୀ ଓ ବେସରକାରୀ…

ବାଇକ୍‌ ଲୁଟ୍‌ ମାମଲାରେ ୪ ଗିରଫ

ଆସିକା,୧୪ା୮(ଡି.ଏନ୍‌.ଏ.): ଆସିକା – ଭନଗର ମୁଖ୍ୟ ରାସ୍ତାରେ ବାଲିସିରା ଛକ ନିକଟରୁ ଗତ ରବିବାର ପୂର୍ବାହ୍ନରେ ଜଣେ ବାଇକ୍‌ ଆରୋହୀଙ୍କୁ ମାଡ ମାରି ଦୁର୍ବୁ ବାଇକ୍‌ ଛଡାଇ ନେଇଥିଲେ। ଆସିକା ପୋଲିସ ମଙ୍ଗଳବାର ଦିନ ଏହି ମାମଲାର ଅଭିଯୁକ୍ତଙ୍କୁ ଗିରଫ କରିଛି।…

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ଗୋପାଳପୁର,୧୪ା୮: ଗୋଳନ୍ଥରା ଥାନା ପଞ୍ଚମା ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ଦାମୋଦର ନାହାକ (୨୪)। ଦାମୋଦର ଉକ୍ତ ଗ୍ରାମର ଭାସ୍କର ପ୍ରଧାନଙ୍କ ଘରକୁ ଫ୍ୟାନ ଲଗାଇବା ପାଇଁ ଯାଇଥିଲେ। ଏହି ସମୟରେ ହଠାତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri