ରାଜସ୍ବ ନିରୀକ୍ଷକଙ୍କୁ ଘେରିଲେ ଲୋକେ
ବ୍ରହ୍ମପୁର ଅଫିସ,୭।୬- ପୋଲସରା ତହସିଲ ପାଣ୍ଡିରିପଡ଼ା ଗ୍ରାମପଞ୍ଚାୟତସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଆଦିବାସୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ଲାଗି କିଛି ଟଙ୍କା ନେଇ ଆଉ ଦେଉ ନ ଥିବା ଅଭିଯୋଗରେ ରାଜସ୍ବ ନିରୀକ୍ଷକ କବିରାଜ...
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ। ସୂଚନାଯୋଗ୍ୟ ଗନ୍ଧର୍ବ କୌଣସି କାମରେ ପୋଲସରା ଆସିଥିଲେ। ଫେରିବା ବାଟରେ ପୂର୍ବରୁ...
ଟିପ୍ପର ସହ କାର୍ ଧକ୍କା: ଗୋଟିଏ ପରିବାରର ଜଣେ ମୃତ, ଦୁଇ ଗୁରୁତର
ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍ଇ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଟିପ୍ପର ସହ କାରର ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ...
ଈଶାଣେଶ୍ୱର ପାଠାଗାର ପାଇଲା ପ୍ରକୃତି ମିତ୍ର ପୁରସ୍କାର
ବ୍ରହ୍ମପୁର ଅଫିସ, ୭।୬: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଶ୍ରୀ ଈଶାଣେଶ୍ବର ପାଠାଗାରକୁ ଚଳିତ ବର୍ଷର ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ଜୁନ ୫ରେ ରାଜ୍ୟସ୍ତରୀୟ ବିଶ୍ବ ପରିବେଶ ଦିବସ ପାଳନ ଅବସରରେ ଭୁବନେଶ୍ବରସ୍ଥିତ ରବିନ୍ଦ୍ର...
ଭିକାରୀ ହତ୍ୟା ଘଟଣା, ୨ ଅଭିଯୁକ୍ତ ଗିରଫ
ଖଲ୍ଲିକୋଟ,୭ା୬(ଡି.ଏନ.ଏ.)- ଖଲ୍ଲିକୋଟ କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗତ ୧୬ ତାରିଖ ରାତିରେ ଭିକାରୀ ତରେଇଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଖଲ୍ଲିିକୋଟ...
ମନୋଜ ହତ୍ୟା ମାମଲା: କାର ଡ୍ରାଇଭର, କାମବାଲା ସହ ୩ ଜଣଙ୍କ ବୟାନ ରେକର୍ଡ
ବ୍ରହ୍ମପୁର ଅଫିସ,୭ା୬- ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାରେ ଗୁରୁବାର ୩ଜଣଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ସେମାନେ ହେଲେ କାର ଡ୍ରାଇଭର ସୁଶାନ୍ତ ସ୍ବାଇଁ, ଘରକାମ କରୁଥିବା ବଳରାମ ମହାନ୍ତି ଓ ଭୁବନେଶ୍ୱର ପଟିଆ...
ବନ୍ଧ୍ୟାକରଣ ଯୋଜନା ଫେଲ୍
ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ମହାନଗର ନିଗମରେ ଗୋରୁଗୁଡିକ ଅବାଧ ଚଳପ୍ରଚଳ କରୁଛନ୍ତି ା ଏହା ସହ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସହରବାସୀଙ୍କ ପାଇଁ ବର୍ତ୍ତମାନ ଏହା ଏବେ ମୁଣ୍ଡବ୍ୟଥାର କାରଣ ହୋଇଛି। ସକାଳୁ ସନ୍ଧ୍ୟା ଯାଏ ସହରର...
ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୭ା୬(ଡି.ଏନ.ଏ.)- ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ ସହ କାତିରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ରାତିରେ ମହିଳା ଜଣକ ତାଙ୍କ ମା’ଙ୍କ ସହ...
ଯାତ୍ରା ଦାଣ୍ଡରେ ୨୨ କଳାକୁଞ୍ଜ, ୬ ରଥ
ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ଗୁରୁବାର ୧୯ ଦିନରେ ପହଞ୍ଚିଛି। ଯାତ୍ରାକୁ ଆଉ ମାତ୍ର ୪ ଦିନ ବାକି ଥିବା ବେଳେ ଯାତ୍ରାସ୍ଥଳ ତଥା ସମଗ୍ର ଲାଞ୍ଜିପଲ୍ଲୀ ଅଞ୍ଚଳ ଏବେ ଉତ୍ସବ ମୁଖର...
ବାସ୍କେଟବଲ୍ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
ବ୍ରହ୍ମପୁର ଅଫିସ୍,୭ା୬- ମଡର୍ଣ୍ଣ ୟୁଥ୍ କ୍ଲବ ତରଫରୁ ତଥା ବିଏମ୍ସି ସହଯୋଗରେ ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏମ୍ପି ଚନ୍ଦ୍ରଶେଖର ସାହୁ ଯୋଗ ଦେଇଥିଲେ। କ୍ରୀଡ଼ାରେ...
ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର
ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ...
ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍
ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ...
Archives


