ତେଲୁଗୁ ଅଞ୍ଚଳରେ ବଢ଼ିବ ଓଡ଼ିଆର ଆଗ୍ରହ
ବ୍ରହ୍ମପୁର ଅଫିସ,୧୨ା୮-ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ଥିବା ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଉତ୍କଳ ସମ୍ମିଳନୀ ପକ୍ଷରୁ ଏକ ତାଲିମ କାର୍ଯ୍ୟକ୍ରମ ଗଞ୍ଜାମ କଳା ପରିଷଦରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଓଡ଼ିଆ ଭାଷାର ପ୍ରୟୋଗ କୌଶଳ ସମ୍ପର୍କରେ…
ସେନାଙ୍କୁ ଜାଣନ୍ତୁ ଏନ୍ସିସି କ୍ୟାଡେଟ୍
ବ୍ରହ୍ମପୁର ଅଫିସ,୧୨ା୮-ଗୋଳାବନ୍ଧ ଆର୍ମି ଏୟାର୍ ଡିଫେନ୍ସ କଲେଜରେ ରବିବାର ‘ନୋ ଇୟୋର୍ ଫୋର୍ସ (ସେନାଙ୍କୁ ଜାଣନ୍ତୁ)’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁରର ବିଭିନ୍ନ ବିଦ୍ୟାଳୟ ଯଥା ସେଣ୍ଟ ଭିନ୍ସେଣ୍ଟ କନ୍ଭେଣ୍ଟ ସ୍କୁଲ, ଡିଏଭି ସ୍କୁଲ ଏବଂ ଡିପଲ୍ ସ୍କୁଲର ଗାର୍ଲସ…
ଏକ ତରଫା ପ୍ରେମରେ ବିଫଳ: ମହିଳାଙ୍କୁ ପିସ୍ତଲ ଦେଖାଇ ଧମକ, ୨ ଅଟକ
ବ୍ରହ୍ମପୁର ଅଫିସ,୧୨ା୮-ଜଣେ ମହିଳାଙ୍କୁ ଏକ ତରଫା ପ୍ରେମ କରି ବିଫଳ ହେବା ପରେ ତାଙ୍କୁ ପିସ୍ତଲ ଦେଖାଇ ଭୟଭୀତ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ୨ ଜଣ ଯୁବକଙ୍କୁ ଅଟକ ରଖିଛି। ସେମାନେ ହେଲେ ମହିଳାଙ୍କୁ ପ୍ରେମ କରୁଥିବା ଲାଠି…
ବିଧାୟିକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ
ଆସିକା,୧୧ା୮(ଡ଼ି.ଏନ.ଏ.)- ଆସିକା ଏନଏସିରେ ଆମ ସହର ଆମ ଉନ୍ନତି ଯୋଜନାରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ରବିବାର ବିଧାୟିକା ମଞ୍ଜୁଳା ସ୍ବାଇଁ ଉଦଘାଟନ କରିଛନ୍ତି। ଓଡିଆ ସାହି ଫୁଲକେସିନୀ ମନ୍ଦିର ସଂଲଗ୍ନ କଲ୍ୟାଣ ମଣ୍ଡପ, ସୁନାମ୍ବ ସାହି ରଘୁନାଥ ମନ୍ଦିର କଲ୍ୟାଣ ମଣ୍ଡପ…
ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ
ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର ଗୌଡ଼ (୭୦)। ରାମଚନ୍ଦ୍ର ଶନିବାର ସନ୍ଧ୍ୟାରେ ଗାଧୋଇବା ପାଇଁ ପୋଖରୀକୁ ଯାଉଥିବା ବେଳେ କୁଞ୍ଚୁଡୁ…
ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ
ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗୋବିନ୍ଦବିହାର ୫ମ ଗଳି…
ଚାପ ପକାଇ ଦାବି ହାସଲ କରିବାକୁ ନିଷ୍ପତ୍ତି
ଭଞ୍ଜନଗର,୧୧।୮(ଡି.ଏନ.ଏ.)- ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଭଞ୍ଜନଗର ବାର୍ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଶନିବାର ଏକ ବୈଠକ ହୋଇଯାଇଛି। ବୈଠକରେ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲାର ବିଭିନ୍ନ ବାର ଆସୋସିଏଶନ କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ…
କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ
ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଉକ୍ତ ଅଞ୍ଚଳରେ ଶେରଗଡ ଓ…
ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ
ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ କରୁଥିଲେ। ଅଗଷ୍ଟ ୨ରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀ କର୍ତ୍ତୃପକ୍ଷ ପରିବାର…
ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍ଘାଟିତ
ପୁରୁଷୋତ୍ତମପୁର,୧୦।୮(ଡି.ଏନ୍.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍ଘାଟିତ ହୋଇଯାଇଛି। ଏଥିରେ ସରପଞ୍ଚ ଛବିଲତା ନାୟକ ପୌରୋହିତ୍ୟ କରିଥିବାବେଳେ ଉଦ୍ଘାଟକ ଭାବେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର…
ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ
ଦିଗପହଣ୍ଡି,୧୦।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ, ଜାନୁୟାରୀ ୫ ତାରିଖରେ ଯୁବତୀଙ୍କ ବାପା ଝିଅଙ୍କୁ ଅପହରଣ କରାଯାଇଥିବା…
ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍
ଆସିକା, ୧୦।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା-କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର କଲେଜ ଛକ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ ମିଠା ବ୍ୟବସାୟୀଙ୍କ ଠାରୁ ୮ ହଜାର ଟଙ୍କା ଲୁଟ୍ ହୋଇଛି। ମିଠା ବ୍ୟବସାୟୀ ଜଣକ ହେଲେ ଆସିକା ବ୍ଲକ ଅନ୍ତର୍ଗତ ନିମିନା ଗ୍ରାମର…
Archives


