ଗଞ୍ଜାମ

କରୋନା ସନ୍ଦିଗ୍ଧଙ୍କ ସେବାରେ ନିୟୋଜିତଙ୍କୁ ପିପିଇ କିଟ୍‌ ଦେବ ପ୍ରଶାସନ: ପ୍ରସ୍ତୁତ କରୁଛନ୍ତି ମହିଳା ସଂଘ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କ ସଂସ୍ପର୍ଶରେ ଆସି ସେବା କରୁଥିବା ବ୍ୟକ୍ତିଙ୍କୁ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଇକ୍ୟୁପ୍‌ମେଣ୍ଟ) କିଟ୍‌ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯିବ। କରୋନା ସଂକ୍ରମଣ ରୋକିବା ଲାଗି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସନ୍ଦିଗ୍ଧଙ୍କୁ ଚିହ୍ନଟଠାରୁ…

ଅଙ୍ଗନଓ୍ବାଡି, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଂଗ୍ରହ ହେଲା ୨୨୫୦ ଏନ୍‌-୯୫ ମାସ୍କ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କ୍ଷେତ୍ରରେ କାମ କରୁଥିବା ଅଙ୍ଗନଓ୍ବାଡି କର୍ମୀ ଓ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ୩.୮୫ ଲକ୍ଷ ଟଙ୍କାର (୨୨୫୦ଟି) ଏନ୍‌-୯୫ ମାସ୍କ ସୋମବାର ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଛି। ଏଭଳି…

୧୧୬୧ ଜଣଙ୍କ ୧୪ ଦିନିଆ ଆଇସୋଲେଶନ ଅବଧି ସରିଲା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକକୁ ଗତ ୨୨ ତାରିଖ ପୂର୍ବରୁ ରାଜ୍ୟ ବାହାରୁରୁ ୧୧୬୧ ଜଣ ବ୍ୟକ୍ତି ଫେରିଥିଲେ। ବ୍ଲକ ପ୍ରଶାସନ ଜାଣିବା ପରେ ଗ୍ରାମପଞ୍ଚାୟତ ନୋଡାଲ ଅଧିକାରୀ ଓ ପଞ୍ଚାୟତ ଗ୍ରାମ ସେବକ, ସରପଞ୍ଚଙ୍କ ଜରିଆରେ ସମସ୍ତ ୧୧୬୧ଜଣଙ୍କୁ ନିଜ ଘରେ…

ଲକ୍‌ଡାଉନ କଟକଣା ଉଲ୍ଲଘଂନ: ୧୨ ମାମଲା, ୨ ହଜାର ଜରିମାନା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ପୋଲିସ ଲକ୍‌ଡାଉନ ସମୟରେ ପାଟ୍ରୋଲିଂ କଡାକଡି କରିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ ଓ ଚାରି ଛକରେ ପାଟ୍ରୋଲିଂ ଜାରି ରଖିଛନ୍ତି। ରବି ଓ ସୋମବାର ପାଟ୍ରୋଲିଂ ଟିମ୍‌ କାମ ନ ଥାଇ…

ଶେରଗଡ଼ରେ ୧୨ ବାଇକ୍‌ ଚାଳକଙ୍କ ନାମରେ ମାମଲା, ୨ ହଜାର ଜରିମାନା ଆଦାୟ

ଶେରଗଡ଼, ୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ପୋଲିସ ପକ୍ଷରୁ ଲକ୍‌ଡାଉନ ସମୟରେ ଚଢ଼ାଉ ଜାରିରହିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ ଓ ଚାରି ଛକରେ ପାଟ୍ରୋଲିଂ ଜାରି ରଖିଛନ୍ତି। ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରବିବାର…

ବ୍ରହ୍ମପୁରରେ ଆଂଶିକ ଶଟ୍‌ଡାଉନ୍‌

ବ୍ରହ୍ମପୁର ଅଫିସ,୫ା୪-ରାଜ୍ୟରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସମଗ୍ର ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଅର୍ଥାତ୍‌ ୧୯ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ରବିବାର ଏହାର ପ୍ରଭାବରେ ସହର ସମ୍ପୂର୍ଣ୍ଣ…

ମାସ୍କ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା

ଛତ୍ରପୁର,୫ା୪(ଡି.ଏନ୍‌.ଏ.)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍‌ ଲାଗୁ କରାଯାଇଛି। ଅର୍ଥାତ୍‌ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଜିଲା ଶର୍ଟଡାଉନ୍‌ରେ ରହିବ। ଏହି ସମୟ ମଧ୍ୟରେ ବାହାରେ…

କୁକୁଡ଼ାଖଣ୍ଡି ବ୍ଲକ: ସିଲ ହେଲା ମାଟିଆସାହି

କୁକୁଡାଖଣ୍ଡି,୫।୪(ଡି.ଏନ.ଏ.)- କୁକୁଡାଖଣ୍ଡି ବ୍ଲକ ବାଘଲଟି ପଞ୍ଚାୟତର ମାଟିଆସାହିକୁ ସିଲ କରିଛି ଜିଲା ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ତ୍ରେୟ ଭାଉ ସାହେବ। ଉକ୍ତ ଗ୍ରାମକୁ ରାଜ୍ୟ ବାହାରରୁ ୧୩୦ ଜଣ ବ୍ୟକ୍ତି ଆସିଥିବା ତହସିଲଦାର ଇପସିତା ପ୍ରିୟଦର୍ଶନୀ…

କରୋନା ପାଇଁ ରାସନ ସାମଗ୍ରୀ କଳାବଜ଼ାରି: ଖାଉଟି ମୁଣ୍ଡରେ ଚଡକ

ଗଞ୍ଜାମ, ୫।୪(ଡି.ଏନ୍‌.ଏ.): ସାରା ଦେଶରେ କରୋନା ଭୂତାଣୁ ବ୍ୟାପିବା ପରେ ଗତ ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ ଏହାକୁ ନେଇ ସମସ୍ତେ ଚିନ୍ତିତ ହୋଇପଡ଼ିଛନ୍ତି। କରୋନା ଭୂତାଣୁ ସରକାର ଓ ପ୍ରଶାସନର ନିଦ ହଜାଇ ସାରିଲାଣି। ବିଭିନ୍ନ ସ୍ତରରେ ଲୋକଙ୍କୁ ସଚେତନ…

ବାହାର ରାଜ୍ୟ ଶ୍ରମିକଙ୍କୁ କାଉନ୍ସେଲିଂ କଲା ମନସ୍ତତ୍ୱବିତ୍ ଟିମ୍

ଛତ୍ରପୁର,୫।୪ (ଡି.ଏନ.ଏ. )- ବାହାର ରାଜ୍ୟର ଶ୍ରମିକମାନଙ୍କୁ ଅତିଥି ଭାବେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସମ୍ମାନ ଦେବା ସହ ସେମାନଙ୍କ ପାଇଁ ସବୁ ବ୍ୟବସ୍ଥା କରାଯାଇଛି। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପରିପ୍ରେକ୍ଷୀରେ ଲକ ଡାଉନ ଗଞ୍ଜାମରେ ଲାଗୁ…

୧,୪୧୭ ଜଣଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ସରିଲା

ଛତ୍ରପୁର, ୫।୪(ଡି.ଏନ.ଏ. )- ବିଦେଶ ଓ ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲକୁ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୩୩୯ ବିଦେଶ ଫେରନ୍ତା ଓ ୧୦୭୮ ଜଣ ରାଜ୍ୟ ବାହାରୁ ଆସିଥିବା ବ୍ୟକ୍ତି ଏପରି ମୋଟ ୧,୪୧୭ ଜଣଙ୍କ…

ଗଞ୍ଜାମ ଜିଲାପାଳଙ୍କ ନୂଆ ନିର୍ଦେଶନାମା: ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୪।୪(ଡି.ଏନ.ଏ .)- ରାଜ୍ୟରେ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ତାଲା ବନ୍ଦ ପରିପ୍ରେକ୍ଷିରେ ଅଧିକ କଠୋର କଟକଣା ଜାରି କରିଛନ୍ତି । ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୧୯ ଘଣ୍ଟିଆ ସଟ୍‌ଡାଉନ ନିର୍ଦ୍ଦେଶ ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?