ଗଞ୍ଜାମ

ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳରୁ ଖସି ଆସିଥିବା ୬ ଜଣଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୪|୪(ଡିଏନଏ):ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳକୁ ପୋଲିସ ପ୍ରଶାସନ ସଂପୂର୍ଣ୍ଣ ସିଲ କରିଥିବା ବେଳେ ପୂର୍ବରୁ ସେଠାରେ ରହୁଥିବା ୬ଜଣ ବ୍ୟକ୍ତି ଏକ ଡାଲା ଅଟୋରେ ତାରପୋଲିନ ଢାଙ୍କି କୌଶଳ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳକୁ ଚାଲି ଆସିଥିବା ଥାନା ଅଧିକାରୀ ବସନ୍ତ…

ହୋମ କ୍ୱାରାଣ୍ଟାଇନରେ 25266 ବିଦେଶ, ଅନ୍ୟ ରାଜ୍ୟ ଫେରନ୍ତା

ଛତ୍ରପୁର,୪।୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ବହିରାଗତଙ୍କ ମଧ୍ୟରୁ ବର୍ତ୍ତମାନ 25 ହଜାର 266 ଜଣ ହୋମ୍ କ୍ୱାରାଣ୍ଟାଇନରେ ଅଛନ୍ତି। ସେଥିମଧ୍ୟରେ 415 ଜଣ ବିଦେଶରୁ ଫେରିଥିବାବେଳେ 24 ହଜାର 851…

ଗଞ୍ଜାମ ବ୍ଲକ କୁ ମୁସଲମାନ ପଶିଆସିଥିବା ଆଶଙ୍କା:ସୂଚନା ପାଇଲେ ପ୍ରଶାସନ କୁ ଜଣାଇବା ପାଇଁ ଅନୁରୋଧ

ଗଞ୍ଜାମ ୪ ।୪(ଡିଏନଏ )ଗତ କାଲି ଅର୍ଥାତ ଶୁକ୍ରବାର ବିଳମ୍ବିତ ରାତିରେ କିଛି ମୁସଲମାନ ସମ୍ପ୍ରଦାୟ ବ୍ୟକ୍ତି ଗଞ୍ଜାମ ବ୍ଲକ ଅଂଚଳ କୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି l ଏଥିପାଇଁ ତହସିଲଦାର ଅବନୀ କୁମାର ସାହୁ ସରପଞ୍ଚ, ଅଙ୍ଗନବାଡ଼ି କର୍ମୀ…

ଭୋଜିବେଳେ ଚଢାଉ କଲା ପୋଲିସ: ୩ ବାଇକ୍‌ ସହ ଖାଦ୍ୟ ଜବତ, ନିରାଶ୍ରୟଙ୍କୁ ବଣ୍ଟାଗଲା

ଆସିକା,୩ା୪(ଡି.ଏନ୍‌.ଏ.)- ଆସିକା ଥାନା ମଙ୍ଗଳପୁର ଗ୍ରାମ ଉପକଣ୍ଠ ତୋଟାରେ ଶୁକ୍ରବାର ମଧ୍ୟାହ୍ନରେ ଭୋଜି ଚାଲିଥିବାବେଳେ ପୋଲିସ ଚଢାଉ କରିଥିଲା। ସେଠାରୁ ମାଂସ ତରକାରୀ ସହ ବିଭିନ୍ନ ରୋଷେଇ ସାମଗ୍ରୀ ଓ ୩ ବାଇକ ଜବତ କରିଛି ପୋଲିସ। ପୋଲିସକୁ ଦେଖି ଭୋଜି…

ଛତ୍ରପୁରର ୫ ଲଜ୍‌ ଉପରେ ଚଢ଼ାଉ, ବନ୍ଦ ନିର୍ଦ୍ଦେଶ: ଅନ୍ୟ ରାଜ୍ୟର ୭ ଜଣ ଠାବ

ଛତ୍ରପୁର,୩ା୪(ଡି.ଏନ୍‌.ଏ.)- ଛତ୍ରପୁରର ୫ଟି ଲଜ୍‌ ଉପରେ ଗୁରୁବାର ରାତିରେ ପ୍ରଶାସନର ଏକ ଟିମ୍‌ ଅଚାନକ ଚଢାଉ କରିଥିଲେ। ଏଥିରୁ ୨ଟି ଲଜ୍‌ରେ କେହି ନ ଥିବାବେଳେ ୩ଟି ଲଜ୍‌ରେ ୯ ଜଣ ରହୁଥିବା ଯାଞ୍ଚବେଳେ ଜଣାପଡିଥିଲା। ସେଥିମଧ୍ୟରୁ ୭ ଜଣ ଅନ୍ୟରାଜ୍ୟର…

ବିଏମ୍‌ସି ପକ୍ଷରୁ ବ୍ରହ୍ମପୁରର ବିିଭିନ୍ନ ସାହିରେ ବିଶୋଧନ ଆରମ୍ଭ

ବ୍ରହ୍ମପୁର ଅଫିସ,୩ା୪: କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ ସହରର ବିଭିନ୍ନ ସାହିକୁ ବିଶୋଧନ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସହରବାସୀଙ୍କୁ କେଭିଡ୍‌-୧୯ ସଂକ୍ରମଣରୁ ସୁରକ୍ଷିତ ରଖିବା ପାଇଁ ବିଏମ୍‌ସି ପକ୍ଷରୁ ପ୍ରତେକ ସାହିର ରାସ୍ତା,…

ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଖାଦ୍ୟ, ପାଣି ବଣ୍ଟନ

ପୁରୁଷୋତ୍ତମପୁର, ୩।୪(ଡି.ଏନ୍‌.ଏ.): ମାରାତ୍ମକ କରୋନାକୁ ନେଇ ସାରା ରାଜ୍ୟ ଲକ୍‌ଡାଉନ କରାଯାଇଥିବା ବେଳେ ଗରିବ ଦିନ ମଜୁରିଆମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। କାମଧନ୍ଦା ନ ପାଇ ଜୀବିକା ହରାଇ ଭୋକ ଉପାସରେ ଘରେ ରହି ଦୂର୍ଦିନରେ ଜୀବନ କାଟୁଛନ୍ତି। ଏ…

କରୋନା ଯୋଗୁ ପନିପରିବା ଚାଷୀ ପ୍ରଭାବିତ, ଋଣ ଛାଡ଼ ଦାବି

ଗଞ୍ଜାମ, ୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ l ଏଥିପାଇଁ ସମସ୍ତ ଦୋକାନ ବଜାର, ହୋଟେଲ ଆଦି ବନ୍ଦ ରହିଛି। ଏହି ସମୟରେ ବିଶେଷ ଭାବେ ପନିପରିବା ଚାଷୀ ପ୍ରଭାବିତ ହେଉଛନ୍ତି। ଚଳିତ ବର୍ଷ ସବୁ…

ଚିତ୍ରରେ କରୋନା ସଚେତନତା ବାର୍ତ୍ତା

ଶେରଗଡ଼,୩ା୪(ଡି.ଏନ୍‌.ଏ.): କରୋନା ସଚେତନତା ଲାଗି ସମଗ୍ର ଦେଶବାସୀ ଯେମିତି ଅଣ୍ଟା ଭିଡ଼ିଛନ୍ତି। ସମସ୍ତଙ୍କୁ ସରକାର ଘରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏହି ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କ ଜୀବନ ଜୀବିକାରେ ବାଧା ସୃଷ୍ଟି ହୋଇଛି। ଏଥିରୁ ଚିତ୍ରକରମାନେ ମଧ୍ୟ ବାଦ୍‌ ପଡ଼ିନାହାନ୍ତି। କରୋନା…

ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ

ଶେରଗଡ଼,୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା ଓ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ ସଦଳବଳ ଗୁରୁବାର ରାତିରେ ଚଢ଼ାଉ କରିଥିଲେ। ବର୍ତ୍ତମାନ କରୋନାର ତୃତୀୟ ସପ୍ତାହ ଚାଲିଥିବା ବେଳେ ରାତିରେ କିଛି ଟ୍ରକ ଚଳାଚଳ…

କୋଭିଡ୍‌ ଫଣ୍ଡକୁ ୨ ଲକ୍ଷ ଦେଲା ବିଡେକା

ଭଞ୍ଜନଗର,୩।୪(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଭଞ୍ଜନଗର ଜଳସମ୍ପଦ ନିର୍ବାହୀଯନ୍ତ୍ରୀ ତଥା ବିଡେକା ସଭାପତି ଇଂ.ନିହାର ରଞ୍ଜନ…

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାକୁ ଉଦ୍‌ଘାଟନ କରିଥିଲେ। ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?