ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଆହତ ଜଣକ ହେଲେ ପି. ଗୁନି…
ଭାଜପାର ଫୋକସ୍ରେ ପଞ୍ଚାୟତ, ପୌର ନିର୍ୱାଚନ
ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରତି ବୁଥରେ…
ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ
ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ ଲାଲସିଂର କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ । ଏହି ଘଟଣାରେ ଆଉ…
୪ର୍ଥ ବାର୍ଷିକ ସମ୍ମିଳନୀ, ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା…
ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ବିଭୂତି ଭୂଷଣ ଜେନା ସଭାପତିତ୍ୱ କରି…
ଆଇନ ସଚେତନତା ଶିବିର, ନିଜ ଅଧିକାର ନିଜେ ଜାଣିଲେ ସମାଜରେ ଆଗକୁ…
ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ମୁଦୁଲିପଲ୍ଲୀ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଧେଶ୍ୟ ହେଲା ଲୋକକୁ ଆଇନଗତ ଅଧିକାର ଓ ସରକାରଙ୍କ ଯୋଜନା…
ଏବେ ବି ବଞ୍ଚିଛି ମାନବିକତା: ରାସ୍ତାରୁ ମିଳିଥିବା ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ନାଏବ ସରପଞ୍ଚ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ନାଏବ ସରପଞ୍ଚ ନରସିଂହପୁର ଗ୍ରାମର ଜି.ଶେଖର ଦୋରା ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ମନିପର୍ସକୁ ଫେରାଇ ପ୍ରଶଂସା ସାଉଣ୍ଟିଛନ୍ତି। ଶେଖର ବାଇକ୍ ଯୋଗେ ବ୍ରହ୍ମପୁର ନିକଟ ଲାଞ୍ଜିଆ ଗ୍ରାମକୁ…
ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ ସମୀକ୍ଷା ଉତ୍ତରଦାୟିତ୍ୱ ଓ ସ୍ବଚ୍ଛତା ସମିତି ଆନୁକୂଲ୍ୟରେ ଆୟୋଜିତ ଶିବିରରେ ଅତିରିକ୍ତ ଜିଲାପାଳ…
ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍
ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ ବ୍ୟବସ୍ଥାରେ ବ୍ୟାପକ ସଂସ୍କାର ଆଣିବାକୁ ପଦକ୍ଷେପ ଗ୍ରହଣ କରାଯାଉଥିବା ଶନିବାର ଗଞ୍ଜାମ ଜିଲାପାଳଙ୍କ…
ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ
ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ୧୯ଥର ରକ୍ତ ଦାନକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିବା ସହ ଚର୍ଚ୍ଚାରେ…
ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍ଆଇ ପହଞ୍ଚି…
ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍ରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଶ୍ରମିକ ଜଣକ ହେଲେ ଛତିଶଗଡ଼ ରାଜ୍ୟର ଦାନଗିରି ଜିଲା…
ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…
ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ସେବା ସମବାୟ ସମିତି ସଭାପତି ନିରଞ୍ଜନ…
ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା, ୩୦ଟି ଲୁଗା,ମୋବାଇଲ ଫୋନ ଏବଂ ସୁନା ଅଳଙ୍କାର ଚୋରି ଘଟଣାରେ ଦିଗପହଣ୍ଡି ପୋଲିସ…
Archives


