ଗଞ୍ଜାମ

ଗୋପାଳପୁର ବେଳାଭୂମି ରାସ୍ତାରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ରାସ୍ତାକୁ ଦୀର୍ଘବର୍ଷ ଧରି ଜବରଦଖଲକାରୀ କବ୍‌ଜାରେ ରଖିଥିଲେ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବେଳାଭୂମିର ଉନ୍ନତୀକରଣ ଓ ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ ଉକ୍ତ ରାସ୍ତାରେ ଥିବା ଜବରଦଖଲକାରୀଙ୍କୁ ହଟାଇବା ପାଇଁ ନିର୍ଦ୍ଦେଶ…

କ୍ରିକେଟ ଖେଳରୁ ଦୁର୍ଘଟଣା:  ବଲ ବାଜି ମେଡିକାଲ ଛାତ୍ରଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୬ା୧୧-ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର ବଡ ମେଡିକାଲ ଖେଳ ପଡ଼ିଆରେ ଶୁକ୍ରବାର କ୍ରିକେଟ ଖେଳ ବେଳେ ଏକ ଦୁର୍ଘଟଣା ଘଟିଛି। କ୍ରିକେଟ ବଲ ବାଜି ଜଣେ ମେଡିକାଲ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିଶ୍ୱଭୂଷଣ ସାହୁ…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଆସିକା,୧୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସବ୍‌ଜେଲରେ ଶୁକ୍ରବାର ସକାଳେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ଧରାକୋଟ ଥାନା ଅନ୍ତର୍ଗତ ବାଦଗଡ଼ ଗ୍ରାମର ଡାକ୍ତର ସାହୁ ଓରଫ ଡାକ (୩୪) ା ବାଦଗଡ଼ର ବାବୁ ପ୍ରଧାନଙ୍କୁ ଗତ…

ଗଞ୍ଜାମ ଜିଲା ଠିକାଦାର ସଂଘର ଆନ୍ଦୋଳନ : ବନ୍ଦ ହୋଇଯିବ ଉନ୍ନୟନ କାର୍ଯ୍ୟ

ବ୍ରହ୍ମପୁର ଅଫିସ୍‌,୧୬ା୧୧-ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ୍‌ ଡକାଯାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନରେ ଗଞ୍ଜାମ ଜିଲା ଠିକାଦାର ସଂଘ ସାମିଲ୍‌ ହୋଇଛି। ଫଳରେ ଗତ ୧ ତାରିଖରୁ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲିଛି। ଫଳରେ ଉନ୍ନୟନ କାର୍ଯ୍ୟଗୁଡ଼ିକର ନିର୍ମାଣ ଏକ ପ୍ରକାର…

ଟ୍ରାଫିକ୍‌ ସମସ୍ୟା, ବିଏମ୍‌ସିର ଜବରଦଖଲ ଉଚ୍ଛେଦ

ବ୍ରହ୍ମପୁର ଅଫିସ,୧୬ା୧୧-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଶୁକ୍ରବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତଙ୍କ ନେତୃତ୍ୱରେ ଗଠିତ ଟିମ୍‌ ପୂର୍ବାହ୍ନରେ ପୁରୁଣା ବସ୍‌ଷ୍ଟାଣ୍ଡ, ଅନ୍ନପୂର୍ଣ୍ଣା ମାର୍କେଟ ଓ ଗାନ୍ଧୀନଗର ଅଞ୍ଚଳର ମୁଖ୍ୟରାସ୍ତା ପାର୍ଶ୍ୱରେ…

ବିଟେକ୍‌ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏସ୍‌ପିଙ୍କୁ ଭେଟି ତଦନ୍ତ ଦାବି କଲେ ମା’,ବାପା

ଛତ୍ରପୁର,୧୬ା୧୧(ଡି.ଏନ.ଏ) -ବ୍ରହ୍ମପୁର ରାମହରିନଗରର ରବୀନ୍ଦ୍ର ନାଥ ମିଶ୍ରଙ୍କ ପୁଅ ହ୍ରିତିକଙ୍କ ମୃତ୍ୟୁ ଦୁର୍ଘଟଣାଜନିତ ବୋଲି ଚମାଖଣ୍ଡି ପୋଲିସ କହିଛି। ମାତ୍ର ହ୍ରିତିକଙ୍କ ମା’, ବାପା ଏଥିରେ ସନ୍ଦେହ କରିବା ସହ ଏହାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି। ହ୍ରିତିକଙ୍କ ବାପା ରବୀନ୍ଦ୍ର…

ପାହାଡ଼ରୁ ନାବାଳକଙ୍କ କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ, ଜଣେ ଅଟକ

ବୁଗୁଡ଼ା,୧୬ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ନିକଟସ୍ଥ ଦିଗବାରିଣୀ ପାହାଡ଼ରୁ ଶୁକ୍ରବାର ବୁଗୁଡ଼ା ପୋଲିସ ଜଣେ ନାବାଳକଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳକ ଜଣକ ହେଲେ ଝୋଲରୀ ଗ୍ରାମର ପରମେଶ୍ୱର ଜେନାଙ୍କ ପୁଅ ଯଜ୍ଞସେନ (୧୫)। ଅଞ୍ଜଳିଙ୍କ ଏତଲା କ୍ରମେ ପୋଲିସ ନଂ. ୨୬୫/୧୯ରେ…

ଆଜିର ଶିଶୁ କାଲିର ଭବିଷ୍ୟତ

ବ୍ରହ୍ମପୁର ଅଫିସ୍‌,୧୫।୧୧: ଗଜପତି ନଗରସ୍ଥିତ ଏକ୍ସ-ଜେନ୍‌ କଲେଜ ଅଫ୍‌ ଭିଜୁଆଲ୍‌ ଆର୍ଟଠାରେ ଶୁକ୍ରବାର ଦ୍ୱିତୀୟ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି । ତିନି ଦିନ ପର୍ଯ୍ୟନ୍ତ…

ଠିକାଦାର ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ: ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୧୫।୧୧: ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ଡକାଯାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନରେ ଗଞ୍ଜାମ ଜିଲା ଠିକାଦାର ସଂଘ ସାମିଲ୍‌ ହୋଇଛି । ଏ ନେଇ ଗତ ୧ ତାରିଖଠାରୁ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲିଛି । ଯାହା ଫଳରେ…

ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଖଲ୍ଲିକୋଟ,୧୫।୧୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବିକ୍ରମପୁର ଗ୍ରାମ ଚଣ୍ଡିମନ୍ଦିର ନିକଟ ବୁଦାମୂଳରୁ ଗୁରୁବାର ସନ୍ଧ୍ୟାରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ବିକ୍ରମପୁର ଗ୍ରାମର ଅର୍ଜ୍ଜୁନ ଜେନା ଓ ତାଙ୍କ ସ୍ତ୍ରୀ ସନ୍ଧ୍ୟାରେ ଚଣ୍ଡିମନ୍ଦିର ନିକଟ ଦେଇ ଯାଉଥିବା ବେଳେ ଶିଶୁଟିର କାନ୍ଦ…

ନଷ୍ଟ କରାଗଲା ଗଞ୍ଜେଇ ଗଛ

କ.ନୂଆଗାଁ,୧୫ା୧୧(ଡି.ଏନ୍‌.ଏ.):କ.ନୂଆଗାଁ ଥାନା ଅଞ୍ଚଳରେ ଗୁରୁବାର ଚଢ଼ାଉ କରାଯାଇ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି। ସାଇନପଡା, ସାନମୁଣ୍ଡାର ଗାଁ ଓ ବଡମୁଣ୍ଡାରଗାଁ ଅଞ୍ଚଳରେ ପୋଲିସ ଓ ଅବକାରୀ ବିଭାଗ ତରଫରୁ ମିଳିତ ଚଢାଉ କରି ପ୍ରାୟ ୧୦୦ ଏକର ଜମିରେ ଲାଗିଥିବା ପ୍ରାୟ…

ପରିବା ଗୋଦାମ ପୋଡ଼ିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ, ୧୫ା୧୧ -ସ୍ଥାନୀୟ ହାଟପଦା ହାଟରେ ଥିବା ଏକ ପରିବା ଗୋଦାମ ଗୃହକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ଛାରଖାର ହୋଇଯାଇଛି। ଏ ନେଇ ଗୋଦାମ କରିଥିବା ବ୍ୟବସାୟୀ ଟାଉନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri