ଶ୍ରମ ଆଇନରେ ସଂଶୋଧନକୁ ସିଆଇଟିୟୁ ପକ୍ଷରୁ ବିରୋଧ
ବ୍ରହ୍ମପୁର ଅଫିସ,୨।୮: ଶ୍ରମ ଆଇନରେ ସଂଶୋଧନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ଶ୍ରମିକ ସଂଗଠନ ସିଆଇଟିୟୁ। ଶୁକ୍ରବାର ବ୍ରହ୍ମପୁରସ୍ଥିତ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୪୪ଟି ଶ୍ରମ ଆଇନକୁ…
ବିସିସି ବ୍ୟାଙ୍କ କୃଷିଋଣ ପ୍ରଦାନ କରିଛି ୨୦୭.୧୭ କୋଟି
ବ୍ରହ୍ମପୁର ଅଫିସ,୨ା୮- ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷ ଖରିଫ ଧାନ ଚାଷ ନିମନ୍ତେ କୃଷିଋଣ ପ୍ରଦାନ ଜୁଲାଇ ୩୧ରେ ଶେଷ ହୋଇଛି । ଏହି ବ୍ୟାଙ୍କ ଅଧୀନ ଗଞ୍ଜାମ ଓ ଗଜପତି ଜିଲାର ୨୫୧ ପ୍ରାଥମିକ…
କବିସୂର୍ଯ୍ୟନଗର ବ୍ଲକ ପିଇଓ ନିଲମ୍ବିତ
ଛତ୍ରପୁର,୨ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ) ଡି. ସନ୍ତୋଷ ପ୍ରଧାନଙ୍କୁ ଗଞ୍ଜାମ ଜିଲାପାଳ ବୁଧବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ମଦ୍ୟପାନ କରି କବିସୂର୍ଯ୍ୟନଗର ବ୍ଲକ ପରିସରରେ ଗଣ୍ଡଗୋଳ କରିବା ଓ କର୍ମଚାରୀଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ…
ବନ୍ଧୁକ ଦେଖାଇ ମହିଳା ଏଜେଣ୍ଟଙ୍କଠାରୁ ଲୁଟ୍
ଆସିକା,୨ା୮(ଡି.ଏନ୍.ଏ.)- ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଭେଟନଈ ପଲ୍ଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ ମହିଳା ଏଜେଣ୍ଟଙ୍କଠାରୁ ଲୁଟ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଆସିକାସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସର ଏଜେଣ୍ଟ ତଥା ଖୋର୍ଦ୍ଧା…
ଅଟୋରେ ପ୍ରସବ କଲେ ମହିଳା
ଫିରିଙ୍ଗିଆ, ୨ା୮- ଯାତାୟାତ ସୁବିଧା ନାହିଁ। ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ଫଳରେ ଜଣେ ଆସନ୍ନ ପ୍ରସବାଙ୍କୁ ଅଟୋରେ ଆଣିବାବେଳେ ସେଥିରେ ସେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପାହିରାଜୁ ପଞ୍ଚାୟତ ଡ୍ରେସୁରୁ ଗ୍ରାମରେ ଏଭଳି…
୪ ନକଲି ଖବରଦାତା ଗିରଫ
କୁକୁଡ଼ାଖଣ୍ଡି,୨ା୮(ଡି.ଏନ.ଏ.)- ଆଙ୍କୁଶପୁର ସଦର ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ୪ ନକଲି ଖବରଦାତାଙ୍କୁ ଗିରଫ କରିଛି। ନଂ.୧୯୦/୧୯ରେ ମାମଲା ରୁଜୁ କରି ସନ୍ଧ୍ୟାରେ ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ଗିରଫମାନେ ହେଲେ ବ୍ରହ୍ମପୁର ଭବାନୀନଗର ଚତୁର୍ଥ ଗଳିର ତପନ କୁମାର ପଟ୍ଟନାୟକ (୩୦),…
କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ : କାର୍ଯ୍ୟକ୍ଷମ ହେଲା ଶିଶୁ ଆଇସିୟୁ
ଫୁଲବାଣୀ ଅଫିସ,୨ା୮- କନ୍ଧମାଳ ଜିଲାବାସୀଙ୍କ ପାଇଁ ଖୁସି ଖବର। ଏଣିକି ଗୁରୁତର ଶିଶୁଙ୍କୁ ଆଉ ଚିକିତ୍ସା ପାଇଁ କଟକ କିମ୍ବା ବ୍ରହ୍ମପୁର ନେବାକୁ ପଡିବ ନାହିଁ। ଜନ୍ମ ବେଳେ ଓ ପରେ ଗୁରୁତର ହୋଇପଡୁଥିବା ଶିଶୁମାନଙ୍କୁ କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ…
ନକଲି ଦେଶୀ ମଦ ସହ ଅଟୋ ଜବତ ବାପ,ପୁଅଙ୍କ ସମେତ ୩ ଗିରଫ
ପୁରୁଷୋତ୍ତମପୁର,୨ା୮(ଡି.ଏନ୍.ଏ.)-ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନରେ ଧୋବାଡି ପାଟପୁର-ବାଳକୃଷ୍ଣପୁର ରାସ୍ତାରୁ ମଦ ବୋଝେଇ ଏକ ଅଟୋ (ନଂ.ଓଡି ୦୭ ଏସ ୨୮୧୨)କୁ ଜବତ କରିଛି। ଏଥିରୁ ୨୪୦ ଲିଟର ଦେଶୀ ନକଲି ମଦ ଜବତ କରିବା ସହ ମଦ ଚାଲାଣ କରୁଥିବା…
ପୋଲିସ ପରିଚୟ ଦେଇ ମହିଳାଙ୍କ ମଙ୍ଗଳସୂତ୍ର ଲୁଟ୍
ବ୍ରହ୍ମପୁର ଅଫିସ,୨ା୮-ନକଲି ପୋଲିସ ବେଶରେ ଲୁଟେରାମାନେ ବିଶେଷକରି ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ କରି ସୁନାଗହଣା ଓ ଟଙ୍କା ଲୁଟ୍ କରୁଛନ୍ତି। ଏବେ ସେହି ଲୁଟେରାମାନଙ୍କୁ ପୋଲିସ ଧରି ପାରୁନାହିଁ। ନକଲି ପୋଲିସ ଏବେ ଅସଲିଙ୍କୁ ଚ୍ୟାଲେଞ୍ଜ ଦେଉଛନ୍ତି। ଗୁରୁବାର…
ବାଲି ଚୋରାଚାଲାଣ ୧୦ ଗାଡିରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ
ଚନ୍ଦ୍ରଗିରି,୧ା୮(ଡି.ଏନ.ଏ.): ମୋହନା ବ୍ଲକ ଖସଡ଼ା ରାମନଦୀରୁ ବେଆଇନ ବାଲି ଚାଲାଣ ହେଉଛି। ମୋହନା ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କଲ୍ୟାଣୀ ସଂଘମିତ୍ରା ଦେବୀ ଗୁରୁବାର ବାଲି ଚୋରାଚାଲାଣ ବେଳେ ଚଢାଉ କରି ୫ ଟ୍ରାକ୍ଟର ଜବତ କରିଥିଲେ। ଯାଞ୍ଚବେଳେ କାଗଜପତ୍ର ନ…
ଡ୍ରେନ ଉପରୁ ଜବରଦଖଲ ଉଚ୍ଛେଦ
ଗୋପାଳପୁର,୧।୮- ଗୋପାଳପୁର ଏନ୍ଏସି ୧୦ ଓ ୧୧ନଂ ୱାର୍ଡର ଡ୍ରେନ ଉପରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଦୀର୍ଘବର୍ଷ ଧରି ଏନଏସିର ବିଭିନ୍ନ ୱାର୍ଡରେ ଡ୍ରେନ ଉପରେ ବେଆଇନ ଭାବେ କୁଡ଼ିଆ ଘର ଓ ପକ୍କାଘର ନିର୍ମାଣ ହୋଇଛି। ଏହାଦ୍ୱାରା ଡ୍ରେନରେ…
ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍
ଆସିକା,୧।୮(ଡି.ଏନ୍.ଏ): ଆସିକା-ବାଲିପଦର ମୁଖ୍ୟରାସ୍ତାର ଭେଟନୟୀ ପଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ସମୟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ମହିଳା ଏଜେଣ୍ଟଙ୍କୁ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍ କରିନେଇଛନ୍ତି। ଏଜେଣ୍ଟ ଜଣଙ୍କ ଭେଟନୟୀ ଅଞ୍ଚଳରୁ ଟଙ୍କା ସଂଗ୍ରହ କରି…
Archives


