ଗଞ୍ଜାମ

ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଦେଲେ ଅଚ୍ୟୁତ

ଭଞ୍ଜନଗର,୨୯।୩(ଡି.ଏନ.ଏ)-କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ କରୋନା ମୁକାବିଲା ପାଇଁ ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରୁ କନ୍ଧମାଳକୁ ୧ କୋଟି ୧୦ଲକ୍ଷ, ବୌଦ୍ଧକୁ ୭୦ ଲକ୍ଷ, ଗଞ୍ଜାମକୁ ୩୫ ଲକ୍ଷ ଓ ନୟାଗଡ଼ ଜିଲାକୁ ୩୫…

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୨୯ା୩ – ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭୂତାଣୁର ପ୍ରକୋପ ଏବେ ଭାରତ ଉପରେ ଧୀରେ ଧୀରେ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ବଡ ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ପୃଥକୀକରଣ କକ୍ଷରେ ଭର୍ତ୍ତି ହେଉଛନ୍ତି। ଶନିବାର…

୧୦୨୬ ହୋମ୍‌ ଆଇସୋଲେଶନରେ, ୯୫ ଜଣଙ୍କ ୧୪ଦିନ ପୂରିଲା

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ୨୨ ପଞ୍ଚୟତରେ ୧୧୧୬ ଜଣ ବାହାରୁ ଗଁାକୁ ଫେରିଥିଲେ। ସେମାନଙ୍କୁ ନିଜନିଜ ଘରେ ଆଇସୋଲେଶନରେ ରଖାଯାଇଛି। ସେମାନଙ୍କ ଘର ଆଗରେ କରୋନା ସମ୍ପର୍କରେ ଏକ ପୋଷ୍ଟର ପ୍ରଶାସନ ପକ୍ଷରୁ ଲଗାଇ ଦିଆଯାଇଛି। ଉକ୍ତ ଘରୁ ବାହାରୁ ଆସିଥିବା…

ଘରକୁ ଯାଇ ପିଡିଏସ୍‌ ସାମଗ୍ରୀ ବଣ୍ଟନ

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ବିଭିନ୍ନ ପଞ୍ଚୟତରେ ପିଡ଼ିଏସ୍‌ ସାମଗ୍ରୀ ଘରକୁ ଘର ଯାଇ ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦେଶ ଓ କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ବ୍ୟବସ୍ଥା ଆରମ୍ଭ କରାଯାଇଛି। ବ୍ଲକ ଯୋଗାଣ ନିରୀକ୍ଷକ ଶରତ କୁମାର…

ରାମଗିରି ଅଞ୍ଚଳରେ କାମ ଦେଉନି ଲକ୍‌ଡାଉନ

ରାମଗିରି,୨୯ା୩(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଗତ ୨୨ ତାରିଖରେ ସାରା ଦେଶରେ ଜନତା କର୍ଫ୍ୟୁ ପାଇଁ ପ୍ରଥମେ କହିଥିଲେ। ସେ ଦିନ ରାମଗିରି ତଥା ଆଖପାଖ ଅଞ୍ଚଳ ସମ୍ପୂର୍ଣ୍ଣ ରୂପେ ଶୂନଶାନ୍‌ ହୋଇଯାଇଥିଲା। ଗ୍ରାମାଞ୍ଚଳର ଲୋକମାନେ ଭାବିଥିଲେ ଯେ ଆକାଶ ମାର୍ଗରୁ କରୋନା ଭୂତାଣୁ…

ଲକ୍‌ଡାଉନରେ ଧରାକୋଟ ଅଞ୍ଚଳ ଗୁରୁତର ପ୍ରଭାବିତ

ଧରାକୋଟ,୨୯ା୩(ଡି.ଏନ.ଏ.)- ସମଗ୍ର ଦେଶରେ କେନ୍ଦ୍ର ସରକାର ୨୧ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଯାହାର ପ୍ରଭାବରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀକୁ ଛାଡ଼ିଦେଲେ ଦେଶର ଗମନାଗମନ ସହ ଅନ୍ୟାନ୍ୟ ସମସ୍ତ ସୁବିଧା ସୁଯୋଗ ଏକରକମ ବନ୍ଦ ହୋଇଯାଇଛି। ସାଧାରଣ ତଥା ଗରିବ…

ଋଷିକୂଲ୍ୟା ମୁହାଣ ବେଳାଭୂମିରେ ମଲା କଇଁଛ

ଗଞ୍ଜାମ,୨୯ା୩(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷୁକୁଲ୍ୟା ବେଳାଭୂମିରେ ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଥିବା ବେଳେ ସେଠାରେ ଗୋଟିଏ ମଲା କଇଁଛ ପଡ଼ିଥିବା ଦେଖିବାକୁ ମିଳିଛି। ଏନେଇ ବନ ବିଭାଗ ପାଖରେ ଖବର…

ଛତ୍ରପୁରରେ ଖୋଲିଲା ୨୩ ଆଇସୋଲେଶନ ସେଣ୍ଟର

ଛତ୍ରପୁର,୨୯।୩(ଡି.ଏନ୍‌.ଏ.): କରୋନା ଭୟାବହତା ପରିପ୍ରେକ୍ଷୀରେ ଏହାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଆଗୁଆ ପଦକ୍ଷେପ ନେଇଛି। ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ସହର ଓ ଗ୍ରାମାଞ୍ଚଳରେ ୨୩ଟି ଆଇସୋଲେଶନ ସେଣ୍ଟର…

ଆନ୍ଧ୍ରରେ ଫସିଛନ୍ତି ଗଞ୍ଜାମର ୧୫୦ ଜଣ

ଛତ୍ରପୁର,୨୯।୩(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲା ଚିକାଭରମଠାରେ ଗଞ୍ଜାମ ଜିଲାର ୧୫୦ ଜଣ ଫସିରହିଛନ୍ତି। ଉଦ୍ଧାର କରି ଘରକୁ ଫେରାଇ ନେବା ସହ ଖାଇବାକୁ ଦେବା ପାଇଁ ଏମାନେ ନିବେଦନ କରିଛନ୍ତି। ଏମାନଙ୍କ ପକ୍ଷରୁ ଏକ ଭିଡିଓ କ୍ଲିପ୍‌କୁ ସୋସିଆଲ ମିଡିଆରେ ଛଡ଼ାଯାଇଛି।…

ଧରିତ୍ରୀ ପୋର୍ଟାଲ ପ୍ରଭାବ: ତାଲା ପକାଯାଇଥିବା ଗୋରୁଙ୍କୁ ଛାଡ଼ିଲା ଗଞ୍ଜାମ ଏନ୍‌ଏସି , ଭୋକ ଉପାସରେ ବୁଲୁଥିବାରୁ ଖାଦ୍ୟପେୟ ବ୍ୟବସ୍ଥା କରିବାକୁ ଦାବି

ଗଞ୍ଜାମ,୨୯।୩(ଡି.ଏନ୍‌.ଏ.): କରୋନା କଟକଣା ଲାଗି ଗଞ୍ଜାମ ସହର ଶୂନଶାନ। ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା ପରେ ଘରୁ ବାହାରୁନାହାନ୍ତି ଲେକେ। ଗତ ୨୨ ତାରିଖରେ ହୋଇଥିବା ଜନତା କର୍ଫ୍ୟୁଠାରୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ସହର ମଧ୍ୟରୁ ଗୋରୁଙ୍କୁ ଭାରତୀ ବିଦ୍ୟାପୀଠ ମିନି…

କ୍ୱାରାଣ୍ଟାଇନ୍‌ରେ ରହିଲେ କର କ୍ଲିନିକରୁ ଫେରିଥିବା ରୋଗୀ

ବେଗୁନିଆପଡ଼ା,୨୮ା୩(ଡି.ଏନ୍‌.ଏ.): ରାଜ୍ୟରେ ଚିହ୍ନଟ ହୋଇଥିବା ତୃତୀୟ କରୋନା ପଜିଟିଭ ରୋଗୀ ଭୁବନେଶ୍ୱରସ୍ଥିତ କର କ୍ଲିନିକକୁ ଆସିଥିବା ଜଣାପଡ଼ିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଖୋଜାଚାଲିଛି l ଇତିମଧ୍ୟରେ ଦୁର୍ଘଟଣାରେ ଆହତ ବେଗୁନିଆପଡ଼ା ଅଞ୍ଚଳର ଜଣେ ବ୍ୟକ୍ତି ଉକ୍ତ କ୍ଲିନିକରେ ଚିକିତ୍ସିତ…

ଫେରିନାହାନ୍ତି ଶତାଧିକ ଦାଦନ ଶ୍ରମିକ: ସୁରଟରେ ପ୍ରବାସୀ ଓଡ଼ିଆ ସଙ୍ଗଠନର ସହାୟତା

ଭଞ୍ଜନଗର,୨୮।୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରି ସ୍ଥିତିରେ ଭଞ୍ଜନଗର ଅଞ୍ଚଳର ଶତାଧିକ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ଓଡ଼ିଆମାନେ ଯେଭଳି ସୁରକ୍ଷିତ ରହିବେ ସେ ନେଇ ମୁଖ୍ୟମନ୍ତ୍ରୀ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?