ଗଞ୍ଜାମ

୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣା: ୨ ମୃତ

ସୋରଡା,୧୨ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ଥାନା ନୂଆଗଡ ଗ୍ରାମ ଖଦାଳସାହିରେ ମଙ୍ଗଳବାର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି। ୫ଜଣ ଗୁରୁତର ଆହତ ହୋଇ ସୋରଡା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ଉକ୍ତ ସାହିର…

ନୂଆଁଗଡ଼ ଗ୍ରାମରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ଆକ୍ରମଣରେ ଜଣେ ମୃତ, ୫ ଗୁରୁତର

ସୋରଡ଼ା,୧୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ବ୍ଲକ ନୂଆଁଗଡ଼ ଗ୍ରାମର ଖଦାଳ ସାହିରେ ସୋମବାର ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ସହ ମରଣାତ୍ମକ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଉଭୟ ପରିବାର ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ବାଲି ବୋଝେଇ ଟ୍ରକ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପୁରୁଷୋତ୍ତମପୁର, ୧୨ା୧୧(ଡି.ଏନ୍‌.ଏ.) -ବ୍ରହ୍ମପୁର ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ରଣଝାଲି ନିକଟସ୍ଥ ଋଷିକୁଲ୍ୟା ନଦୀ ବ୍ରିଜ ଉପରେ ସୋମବାର ବାଲିବୋଝେଇ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରଣଝାଲି ଗଁାର କେ.ଭାଗିରଥି ଦୋରାଙ୍କ ଝିଅ କେ.ତୃପ୍ତି। ପୋଲିସ ନଂ.…

ସରୁନି ଓଡିଆର୍‌ପି ଡ୍ରେନ୍‌, ରାସ୍ତା କାର୍ଯ୍ୟ ବିପଦସଙ୍କୁଳ ପ୍ରେମନଗର ମୁଖ୍ୟରାସ୍ତା

ବ୍ରହ୍ମପୁର ଅଫିସ,୧୨ା୧୧-ବ୍ରହ୍ମପୁର ସହରକୁ ସବୁଜ, ସୁନ୍ଦର ସହ ସ୍ମାର୍ଟ ସିଟିରେ ପରିଣତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ା ରାସ୍ତା, ଡ୍ରେନ୍‌ ମରାମତି ଦିଗରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି ା ବିଶେଷ…

ଜୁଆ ଖେଳରୁ ଛୁରାମାଡ, ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ଜଳୀସାହିଠାରେ ସୋମବାର ରାତ୍ର ପ୍ରାୟ ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ସେ ହେଲେ ଉକ୍ତସାହିର ପବନା ସେଠି (୨୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଗଁାରେ ପହଞ୍ଚତ୍ ତଦନ୍ତ ଚଳାଇଥିବାବେଳେ ଛୁରାମାଡ…

୩ ବଖରା ଜଳିଗଲା, ୪ ଛେଳି ଦଗ୍ଧ

ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ୪ ଛେଳି ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି। ଦିଗପହଣ୍ଡି ଅଗ୍ନିିଶମ…

ନିଶା ଦେଇ ୩ ଯାତ୍ରୀଙ୍କ ଠାରୁ ଲୁଟ୍‌ : ବଜ୍ରଗଡ଼ ପାହାଡ଼ରୁ ଅଚେତ ଅବସ୍ଥାରେ ଉଦ୍ଧାର କଲେ ଗ୍ରାମବାସୀ

ଭଞ୍ଜନଗର,୧୧।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ନିକଟସ୍ଥ ବଜ୍ରଗଡ଼ ଗ୍ରାମବାସୀ ସୋମବାର ପୂର୍ବାହ୍ନରେ ଗ୍ରାମ ନିକଟସ୍ଥ ପାହାଡ଼ ତଳୁ ୩ଜଣ ଯୁବକଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ଭଞ୍ଜନଗର ହସ୍‌ପିଟାଲକୁ ପଠାଯାଇଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ…

ବାଇକ ମୁହାଁମୁହିଁ, ଜଣେ ମୃତ

ଶେରଗଡ଼,୧୧ା୧୧(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଧବଳପୁର ଷୋଳଶଳା ଗ୍ରାମ ରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ୨ ବାଇକ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଖାରିପଲ୍ଲି ଗ୍ରାମର ସରୋଜ କୁମାର ସ୍ବାଇଁ। ଅନ୍ୟଜଣେ…

ଅସୁସ୍ଥ କୃଷ୍ଣସାର ଉଦ୍ଧାର

ଦିଗପହଣ୍ଡି,୧୧ା୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ କର୍ମଚାରୀମାନେ ରବିବାର ଅସୁସ୍ଥ ଅବସ୍ଥାରେ ଏକ ମାଈ କୃଷ୍ଣସାରକୁ ଉଦ୍ଧାର କରି ବନ ବିଭାଗ କାର୍ଯ୍ୟାଳୟରେ ରଖିଛନ୍ତି। ସୋମବାର ତାକୁ ସୁରକ୍ଷିତ ଅବସ୍ଥାରେ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ଦିଗପହଣ୍ଡି ଜଙ୍ଗଲ ବିଭାଗ ରେଞ୍ଜର…

ଡିସେମ୍ବରରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପର୍ବ: କୂଳ ଲଂଘୁଛି ସମୁଦ୍ର, ଅଣ୍ଡାଦାନ ପ୍ରଭାବିତ ଆଶଙ୍କା

ଗଞ୍ଜାମ,୧୧ା୧୧(ଡି.ଏନ.ଏ.)-ଗଞ୍ଜାମ ନିକଟ ଋଷିକୁଲ୍ୟା ମୁହାଣଠାରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଏବଂ ଠିକ ମାସେ ପରେ ଅର୍ଥାତ ଜାନୁୟାରୀରେ ଅନୁକୂଳ ପାଗ ଓ ଦକ୍ଷିଣା ପବନ ବହିଲେ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବିଭିନ୍ନ ସଂସ୍ଥା ଏବଂ ବନ…

ଯୁବତୀଙ୍କୁ ପ୍ରତାରଣା, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୧ା୧୧-ଜଣେ ଯୁବତୀଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ସହ ପ୍ରତାରଣା କରିଥିବା ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ କାମ୍ପସାହିର ପଞ୍ଚାନନ ଗୌଡ଼। ମାମଲା ନଂ.୨୩୩/୧୯ ଅନୁସାରେ ତାଙ୍କୁ କୋର୍ଟ…

ଏମ୍‌କେସିଜି ମେଡିକାଲ ପରିଦର୍ଶନ କଲେ ଜିଲାପାଳ: ଔଷଧ ଚିଠାରେ କମ୍ପାନୀ ନାଁ ଦେଖି କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୧୧ା୧୧-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ ଯାଇଥିଲେ। ଜିଲାପାଳ ବିଭିନ୍ନ ୱାର୍ଡ଼ ବୁଲିବା ସହ ରୋଗୀଙ୍କ ସହ କଥା ହୋଇଥିଲେ। ଡାକ୍ତରମାନେ ଔଷଧର କମ୍ପୋଜିସନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri