ଗଞ୍ଜାମ

ବ୍ରହ୍ମପୁରରେ ଭୋଗି ଉତ୍ସବ: ଜମିଲା ପାରମ୍ପରିକ ଦାଣ୍ଡିଆ ନୃତ୍ୟ

ବ୍ରହ୍ମପୁର ଅଫିସ,୧୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ତେଲୁଗୁ ସମ୍ପ୍ରଦାୟର ଭୋଗି ଉତ୍ସବ ମଙ୍ଗଳବାର ପାଳନ ହୋଇଛି। ଉତ୍ସବର ପ୍ରଥମ ଦିନରେ ସହରରେ ରହୁଥିବା ବହୁ ତେଲୁଗୁ ସମ୍ପ୍ରଦାୟ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ପିଠାପଣା ପ୍ରସ୍ତୁତ ହୋଇଛି। ପରମ୍ପରା ଅନୁଯାୟୀ…

ମାଲବାହୀ ଟ୍ରେନ୍‌ରେ ନିଆଁ

ଗଞ୍ଜାମ,୧୪।୧(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଗଞ୍ଜାମ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଦୁଇଟି ବଗିରୁ ଧୂଆଁ ବାହାରୁଥିବା ସକାଳେ ଗଞ୍ଜାମ ରେଳ ଷ୍ଟେଶନକୁ ଖବର ଆସିଥିଲା। ପରେ ଟ୍ରେନ୍‌ଟି ଗଞ୍ଜାମ ଷ୍ଟେଶନରେ ୫ଟା…

ବାଳାଶ୍ରମରୁ ନାବାଳିକା ଫେରାର ଘଟଣା: ୮ ଦିନ ପରେ ବି ୬ ଜଣଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ୍‌,୧୪ା୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୮ ଦିନ ବିତିଛି। କିନ୍ତୁ ଅଦ୍ୟାବଧି ୬ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ। ବର୍ତ୍ତମାନ ଜିଲା ପ୍ରଶାସନ ଓ ବାଳାଶ୍ରମ ଅଧିକାରୀଙ୍କ କାର୍ଯ୍ୟ ପ୍ରତି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…

ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍‌ପାଲମ୍‌, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି

ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍‌ପାଲମ୍‌ ଓ କଣାମଣା ପଞ୍ଚାୟତର ପୁରୁଣା ଛତ୍ରପୁର ରାଜସ୍ବଗଁ। ମ୍ୟୁନିସିପାଲଟିରେ ମିଶିବା ପାଇଁ ସହମତି ଦେଇଛନ୍ତି। ଅପରପକ୍ଷରେ…

ଲାଞ୍ଚ ମାମଲା: ଅଭିଯୁକ୍ତଙ୍କୁ ଦେଢବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ବ୍ରହ୍ମପୁର ସବ୍‌ ରେଜିଷ୍ଟ୍ରାର ଅଫିସର ତତ୍କାଳୀନ କର୍ମଚାରୀ ରାମକୃଷ୍ଣ ବେହେରାଙ୍କୁ ଦେଢବର୍ଷ ଜେଲ ଦଣ୍ଡରେ…

ଆକ୍ରମଣ ମାମଲା:ସାନଭାଇଙ୍କୁ ମାଡ଼ ମାରି ବଡ଼ ଗଲେ ଜେଲ

ଦିଗପହଣ୍ଡ,୧୩ା୧(ଡି.ଏନ.ଏ.)-ସାନଭାଇଙ୍କୁ ମାଡ଼ ମାରିବା ଅଭିଯୋଗରେ ସୋମବାର ପୋଲିସ ଦିଗପହଣ୍ଡି ବ୍ଲକ କୁମରଡ଼ା ଗ୍ରାମ ବଡ ସାହିର ସନ୍ତୋଷ ପ୍ରଧାନଙ୍କୁ କୋର୍ଟ ଚାଲାଣ କରିଛି। ମାମଲା ନଂ. ୫/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲକୁ ପଠାଯାଇଛି। ପ୍ରକାଶ…

ଛତ୍ରପୁରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଭେଣ୍ଡିଂ ଜୋନ ଉଦ୍‌ଘାଟିତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସୋମବାର ଉନ୍ମୋଚିତ ହୋଇଯାଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାକୁ ଉନ୍ମୋଚନ କରିବା ସହ ପ୍ରଥମ କରି ନିର୍ମାଣ କରାଯାଇଥିବା…

ବରିଷ୍ଠ ଓକିଲ ଶିଶିର କୁମାର ଶତପଥୀଙ୍କ ପରଲୋକ: ଓକିଲ ସଂଘର କାର୍ଯ୍ୟବନ୍ଦ

ପୁରୁଷୋତ୍ତମପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଖରିଡା ପଞ୍ଚାୟତ ବୀରଜଗନ୍ନାଥପୁର ତଥା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ସଭ୍ୟ, ନୋଟାରି ଶିଶିର କୁମାର ଶତପଥୀ (୫୯)ଙ୍କ ସୋମବାର ଭୋର ସମୟରେ ଆକସ୍ମିକ ଭାବେ ପରଲୋକ ଘଟିଛି । ଏହାକୁ ନେଇ ପୁରୁଷୋତ୍ତମପୁର ଓକିଲ ସଂଘ…

ଆନ୍ତଃରାଜ୍ୟ ଟେନିସ୍‌ କ୍ରିକେଟ: ଶ୍ରୀକାକୁଲମ୍‌ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୩ା୧-ସ୍ଥାନୀୟ ଗୋଷାଣୀନୂଆଗଁା କେସି ହାଇସ୍କୁଲ ପଡିଆରେ କେସି ଏକାଦଶ କ୍ରିକେଟ ବ୍ଲକ ଆନୁକୂଲ୍ୟରେ ଆନ୍ତଃ ରାଜ୍ୟ ଟେନିସ ବଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ…

ବଣ୍ଡା ନୃତ୍ୟରେ ଦୁଲୁକିଲା ମଞ୍ଚ

ଚିକିଟି,୧୩ା୧ (ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡା ଗ୍ରାମରେ ରବିବାର ଅପରାହ୍ନରେ ବାହୁଦା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ମହୋତ୍ସବରେ ମୁଖ୍ୟଅତିଥିଭାବେ…

କାଳୀ ମନ୍ଦିରରୁ ଚୋରି: ସୁନା ଆଖି, ଜିଭ ନେଇଗଲେ ଲୁଟେରା

ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର ସହ ହୁଣ୍ଡି ଭାଙ୍ଗି ଟଙ୍କା ନେଇଯାଇଛନ୍ତି। ନଂ.୫/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ…

ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର, ଗୁରୁତର ଅବସ୍ଥାରେ ଚିକିତ୍ସିତ: ୨ ଅଟକ

ବ୍ରହ୍ମପୁର ଅଫିସ,୧୩ା୧-ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଗଣ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣଙ୍କ ଚିକିତ୍ସିତ ହେଉଥିବା ଖବର ପାଇବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri