ବର୍ଷା କମ୍ ଯୋଗୁ ଚାଷ କାର୍ଯ୍ୟ ପ୍ରଭାବିତ
ଭଞ୍ଜନଗର,୨୯।୭(ଡି.ଏନ.ଏ)-ଚଳିତବର୍ଷ ରାଜ୍ୟରେ ଏ ପର୍ଯ୍ୟନ୍ତ ଆବଶ୍ୟକ ପରିମାଣର ବର୍ଷା ହୋଇନାହିଁ। ଫଳରେ ଚାଷ କାର୍ଯ୍ୟ ବିଶେଷ ଭାବେ ପ୍ରଭାବିତ ହୋଇଛି । ଧାନତଳି ପୋଡ଼ି ନଷ୍ଟ ହେବା ଆଶଙ୍କା ରହିଛି । ପ୍ରତ୍ୟେକ ଜିଲାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ରାଜ୍ୟ…
ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ
ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ କଲିକତାର ରେଳବାଇ ପ୍ରୋଟେକ୍ସନ ଫୋର୍ସ (ଆରପିଏଫ) ହାୱଡା ଷ୍ଟେଶନରୁ ପ୍ରସାଦଙ୍କର ଜଣେ କର୍ମଚାରୀ…
ଛେଳି ଚୋର ସନ୍ଦେହ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ
ଆସିକା,୨୯ା୭(ଡି.ଏନ୍.ଏ): ଗାଙ୍ଗପୁର ଥାନା ପଳାସପଲ୍ଲୀ ଗ୍ରାମରେ ରବିବାର ପୂର୍ବାହ୍ନରେ ସାଇକଲରେ ବୁଲି ମାଂସ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଛେଳି ଚୋର ସନ୍ଦେହରେ ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ଗତ ଶନିବାର ରାତିରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ଗୁହାଳରୁ ଗୋଟିଏ…
ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ
ବ୍ରହ୍ମପୁର ଅଫିସ୍,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି। ସରକାରୀ ତଥ୍ୟ ଅନୁଯାୟୀ, ୨୦୧୬ରେ ଜିଲାରେ ୧୧୩ ହେପାଟାଇଟିସ୍-ବି ରୋଗୀ ଚିହ୍ନଟ ହୋଇଥିବା…
ଋଣ ଟଙ୍କା ମାଗିବାରୁ ଯୁବକଙ୍କୁ ମାଡ଼
ଗୋପାଳପୁର,୨୯ା୭: ଋଣ ଟଙ୍କା ମାଗିବାରୁ ୩ଜଣ ଯୁବକ ମିଶି ଜନୈକ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏହି ଥାନା ନୂଆବକ୍ସିପଲ୍ଲୀ ଗ୍ରାମର କେ. ରମେଶ ୩ ଜଣ ଯୁବକଙ୍କ ସହ ମିଶିି ଶନିବାର ରାତି…
କାୟକଳ୍ପ ଆୱାର୍ଡ ପାଇଁ ଆକଳନ: ବହୁ ପଛରେ ଗଞ୍ଜାମର ୨୦ ସ୍ବାସ୍ଥ୍ୟକେନ୍ଦ୍ର
ଛତ୍ରପୁର,୨୯ା୭(ଡି.ଏନ.ଏ.)-କାୟକଳ୍ପ ଆୱାର୍ଡ ପାଇବା ପାଇଁ ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରର ଇଣ୍ଟରନାଲ ଆସେସମେଣ୍ଟ ସରିଛି । ଏଥିରୁ ମିଳିଥିବା ସୂଚନା ଅନୁସାରେ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲ ସମେତ ୨୦ ସ୍ବାସ୍ଥ୍ୟକେନ୍ଦ୍ର ଆଓ୍ବାର୍ଡ ପାଇଁ ଥିବା ସମସ୍ତ ସର୍ତ୍ତ ପୂରଣ କରିବାରେ…
ବଳାକତ୍।ର ଅଭିଯୋଗରେ ଯୁବକ ଗିରଫ
ବୁଗୁଡ଼ା,୨୮।୭(ଡି.ଏନ.ଏ.)-ଜନୈକା ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଏବଂ ତାଙ୍କର ଅଶ୍ଳୀଳ ଭିଡିଓକୁ ଭାଇରାଲ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ରବିବାର ଜଣେ ଯୁବକଙ୍କୁ କୋର୍ଟଚାଲାଣ କରିିଛି। ଗିରଫ ଯୁବକ ହେଲେ ବୁଗୁଡ଼ା ଥାନା ଭୋଗଡ଼ା ଗ୍ରାମର ସଞ୍ଜୟ…
ଲକ୍ଷାଧିକ ଟଙ୍କା ଲୁଟିଲେ ଦୁର୍ବୃତ୍ତ
ଗୋପାଳପୁର,୨୮।୭-ଗୋଳନ୍ଥରା ଥାନାଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ଶନିବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ ଦୁଇଟି ଘରୁ ଚୋରି କରିଥିବା ବେଳେ ଅନ୍ୟ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଛନ୍ତି। ଉକ୍ତ ଥାନା ଗୋବିନ୍ଦପୁର ଗ୍ରାମରେ ପ୍ରଫୁଲ୍ଲ…
ଜୁଆ ଆଡ୍ଡାରେ ଚଢ଼ାଉ: ୧୧ ଜୁଆଡ଼ି ଗିରଫ
ଦିଗପହଣ୍ଡି, ୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ ପକ୍ଷରୁ ୨ଟି ଜୁଆ ଆଡ୍ଡାରେ ଅତର୍କିତ ଚଢ଼ାଉ କରି ୧୧ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨୧ ହଜାର ଟଙ୍କା, ତାସ ଓ ଏକ ଜରିପାଲ ଜବତ ହୋଇଛି। ଶନିବାର ସନ୍ଧ୍ୟାରେ…
ରାସ୍ତାପାର୍ଶ୍ୱରୁ ଗଛକଟା ନେଇ ଉତ୍ତେଜନା
ହିଞ୍ଜିଳିକାଟୁ,୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଘୋଡ଼ାହାଡ଼ ସେତୁ ନିକଟ ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରୁ ବେନିୟମ ଭାବେ ଗଛ କାଟିବା ନେଇ ରବିବାର ପୂର୍ବାହ୍ନରେ ଉତ୍ତେଜନା ପ୍ରକାଶ ପାଇଛି। ନିକଟବର୍ତ୍ତୀ ଗ୍ରାମର କିଛି ମହିଳା ରାସ୍ତାପାର୍ଶ୍ୱରେ ଥିବା ଗଛଗୁଡ଼ିକୁ ଜାଳେଣି ସଂଗ୍ରହ…
‘ବରିଷ୍ଠ ନାଗରିକଙ୍କ ଅଭିଜ୍ଞତାକୁ ବ୍ୟବହାର କରନ୍ତୁ ସରକାର’
ବ୍ରହ୍ମପୁର ଅଫିସ,୨୮ା୭: ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍ ସିଟିଜେନସ ଫୋରମର ୧୫ତମ ତ୍ରୟବାର୍ଷିକ ସମ୍ମିଳନୀ ସ୍ଥାନୀୟ ବିଜୁ ପଟ୍ଟନାୟକ ସଂସ୍କୃତି ଭବନଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ଉନ୍ନତିରେ ବରିଷ୍ଠ ନାଗରିକଙ୍କ ଭୁମିକା ଅତ୍ୟନ୍ତ ଆବଶ୍ୟକ। ସେମାନଙ୍କ ଅଭିଜ୍ଞତାକୁ ଯଦି…
ବିଶ୍ୱ କାମଳ ରୋଗ ଦିବସ: ଗଞ୍ଜାମରେ ସଚେତନତା ଶୋଭାଯାତ୍ରା
ବ୍ରହ୍ମପୁର ଅଫିସ୍,୨୮।୭: ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲକ୍ଷ୍ୟରେ ରବିବାର ବିଶ୍ୱ କାମଳ ରୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଜିଲା ମୁଖ୍ୟ…
Archives


