ଗଞ୍ଜାମ

ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ ମାନୁନାହାନ୍ତି। ଏଭଳି ସ୍ଥିତିରେ ଗୁରୁବାର ଛତ୍ରପୁରରେ ପୋଲିସ ଅଭିନବ ଉପାୟରେ ସଚେତନ କରୁଥିବା ଦେଖିବାକୁ…

କେରଳରେ ଫସିଛନ୍ତି ଗଞ୍ଜାମର ୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକର ୫୦୦ରୁ ଉର୍ଦ୍ଧ୍ୱ ଶ୍ରମିକ କେରଳର ମାଙ୍ଗଅଭିରେ ଫସି ରହିଛନ୍ତି। କରୋନା ଯୋଗୁ ଲକ୍‌ଡାଉନ ପରେ ସେମାନଙ୍କ ଅବସ୍ଥା ଜଟିଳ ହୋଇ ପଡିଛି। ଗତ ୧୨ଦିନ ହେଲା ସେମାନଙ୍କୁ ଠିକ୍‌ରେ ଖାଇବାକୁ ମିଳୁନାହିଁ। ସେମାନେ କାମ…

ବିଭିନ୍ନ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଶେରଗଡ଼,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଶେରଗଡ ବ୍ଲକ ପରିଦର୍ଶନରେ ଆସିଥିଲେ। କରୋନା ପାଇଁ ଶେରଗଡ଼ ବ୍ଲକରେ କରାଯାଇଥିବା ବିଭିନ୍ନ ପ୍ରସ୍ତୁତି ତଦାରଖ କରିବା ସହ ଆଇସୋଲେଶନ କେନ୍ଦ୍ର ବୁଲି ଦେଖିଥିଲେ। ପ୍ରଥମେ ଶେରଗଡ଼…

ଲୁଚାଛପାରେ ଚାଲୁଥିଲା ଦୋକାନ: ସାଦାପୋଷାକରେ ଗ୍ରାହକ ଭାବେ ପହଞ୍ଚି ବାନ୍ଧିଲା ପୋଲିସ

ଆସିକା,୨୬।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଂଘନକରି ଗଞ୍ଜାମ ଜିଲା ଆସିକାରେ ୮ ଜଣଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେମାନେ ହେଲେ ଗୟା…

ଶେରଗଡ଼ରେ ଲକ୍‌ଡାଉନ୍‌ ପ୍ରଭାବ: ପନିପରିବା ଦରବୃଦ୍ଧି, ଆଳୁ କହୁଛି ଛୁଉଁନା

ଶେରଗଡ଼,୨୬।୩(ଡି.ଏନ୍‌.ଏ.): ଶେରଗଡ଼ ବଜାରରେ କରୋନାକୁ ନେଇ କରାଯାଇଥିବା ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାରଠାରୁ ପୋଲିସ କଡ଼ାକଡ଼ି ଭାବେ ଯାଞ୍ଚ କରୁଥିବା ବେଳେ ଅଞ୍ଚଳରେ କେବଳ ରାଶନ ଓ ପନିପରିବା ଦୋକାନ ୧୨ଟା ପର୍ଯ୍ୟନ୍ତ ଖୋଲା ରହୁଛି। ସେହି ସମୟ ମଧ୍ୟରେ…

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ

ପାଟପୁର,୨୬।୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। ଗଞ୍ଜାମ ଜିଲାରେ ମଧ୍ୟ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଧାର୍ଯ୍ୟ ହୋଇଥିବା ସମୟରେ…

ବ୍ରହ୍ମପୁର ମହାନଗର : ପ୍ରତି ୱାର୍ଡରେ ଆଳୁ, ପିଆଜ ବିକିବେ ଏସ୍‌ଏଚଜି ମହିଳା

ବ୍ରହ୍ମପୁର ଅଫିସ,୨୫ା୩-ବ୍ରହ୍ମପୁର ମହାନଗରର ପ୍ରତି ୱାର୍ଡରେ ଠେଲା ଗାଡ଼ି ନେଇ ଏସ୍‌ଏଚଜି ମହିଳାମାନେ ଗୁରୁବାରୁ ଆଳୁ, ପିଆଜ ବିକିବେ ବିକ୍ରି କରିବେ। ଏହି ବ୍ୟବସ୍ଥା ବିଏମ୍‌ସି ପକ୍ଷରୁ ଆରମ୍ଭ ହୋଇଛି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ ଡାଉନ କରିଛନ୍ତି…

ଚେନ୍ନାଇରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୨୫ା୩-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ୬ ଗ୍ରାମାଞ୍ଚଳର ପ୍ରାୟ ୧ ହାଜରରୁ ଊର୍ଦ୍ଧ୍ୱ ଶ୍ରମିକ ଚେନ୍ନାଇର ଗିନ୍ଧି ଅଞ୍ଚଳରେ ଫସି ରହିଛନ୍ତି। ପ୍ରଶାସନସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି। ପ୍ରାୟ ୬ ମାସ…

ନିରାଶ୍ରୟଙ୍କୁ ୫ ଟଙ୍କାରେ ଖାଦ୍ୟ ପୁଡ଼ିଆ

ଛତ୍ରପୁର,୨୫ା୩(ଡି.ଏନ୍‌.ଏ.)-କରୋନା ପ୍ରତିହତ ନିମନ୍ତେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ଆହାର କେନ୍ଦ୍ରକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। କେବଳ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ଖୋଲାଯିବ ବୋଲି ନିର୍ଦ୍ଦେଶ ହୋଇଛି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

କରୋନା ମୁକାବିଲା ଲାଗି ଜୀଉରା ଗ୍ରାମରେ ସଚେତନତା ବୈଠକ

ପାଟପୁର,୨୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜୀଉରା ଗ୍ରାମ ହାଇସ୍କୁଲ ପରିସରରେ କରୋନା ମୁକାବିଲା ଲାଗି ବୁଧବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି l ପ୍ରତ୍ୟେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବିଶେଷକରି ଜୀଉରା ଅଞ୍ଚଳରୁ…

ବିଭିନ୍ନ ହାଟ ବନ୍ଦ, ଯାନବାହନ ଯାଞ୍ଚ

ଆର.ଉଦୟଗିରି,୨୫ା୩(ଡି.ଏନ.ଏ.)- ଆର୍‌.ଉଦୟଗିରି ଓ ସେରଙ୍ଗ ଥାନା ଖଜୁରିପଦା ଫାଣ୍ଡି ପକ୍ଷରୁ ଲକ୍‌ଡାଉନ ଯୋଗୁ ଯାନବାହନ ଯାଞ୍ଚ କଡ଼ାକଡ଼ି କରିବା ସହ ସଚେତନତା ଜାରି ରଖାଯାଇଛି। ସୋମବାର ଆର୍‌.ଉଦୟଗିରି ହାଟ ବନ୍ଦ ଥିବାବେଳେ ମଙ୍ଗଳବାର ନୂଆଗଡ ସାପ୍ତାହିକ ହାଟ ଓ ବୁଧବାର ଖଜୁରିପଦା…

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ ସମ୍ମୁଖରେ ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ଆବଶ୍ୟକ ରାଶନ କିଣିବା ପାଇଁ ଲୋକଙ୍କୁ ପରାମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?