ଗଞ୍ଜାମ

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ ଧରି ଅସୁସ୍ଥ ଥିଲେ । ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର ନିର୍ମାଣ କରାଯାଇଥିଲା । ବର୍ତ୍ତମାନ ଦେବୋତ୍ତର ବିଭାଗ ଅଧିନରେ ମନ୍ଦିର ପରିଚାଳିତ ହେଉଛି।…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର । ପୂଜକଙ୍କ ଘର ଉଚ୍ଛେଦ ପାଇଁ ଦୀର୍ଘ ବର୍ଷ ହେବ ପ୍ରୟାସ କରାଯାଉଥିଲେ…

ବଢ଼ୁଛି ସାପ ଆତଙ୍କ: ସାପ-ନେଉଳ ଏମିତି ଲଢେଇ, VIDEO ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)-କିଛି ଦିନ ବ୍ୟବଧାନକୁ ଥରେ ଭଞ୍ଜନଗର ଅଞ୍ଚଳରେ ବର୍ଷା ହେଉଛି। ଏହାର ପ୍ରଭାବରେ ନଦୀ, ନାଳ, ଗର୍ତ୍ତ ଗୁଡ଼ିକରେ ପାଣି ଭର୍ତ୍ତି ହେଉଛି। ଫଳରେ ସାପ ସମେତ ବିଭିନ୍ନ ସରୀସୃପ ସୁରକ୍ଷିତ ସ୍ଥାନକୁ ଚାଲି ଆସୁଛନ୍ତି। ବିଶେଷ କରି ସାପ…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୨୧୭/୨୬ ଭାରତୀୟ ନ୍ୟାୟ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଛତ୍ରପୁର ନିର୍ବାଚନମଣ୍ଡଳୀ ପକ୍ଷରୁ ସଂକଳ୍ପରୁ ସିଦ୍ଧି କାର୍ଯ୍ୟକ୍ରମ…

ପ୍ରତିବର୍ଷ ଜଣ୍ଡିସ ବ୍ୟାପୁଛି: ନିୟମିତ ଯାଞ୍ଚ ହେଉନାହିଁ ପାଣି ପାଇପ ଲାଇନ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ରାଜ୍ୟର ସମସ୍ତ ଘରକୁ ସରକାର ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇଦେବା ଲକ୍ଷ୍ୟ ରଖିଛନ୍ତି। ଉକ୍ତ ଲକ୍ଷ୍ୟକୁ ରଖି ରାଜ୍ୟରେ ଅନେକ ବଡ ବଡ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଏହିଭଳି ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ…

ଗୁହାଳ ଭିତରକୁ ଟାଣିନେଇ ବିବାହିତା ମହିଳାଙ୍କୁ ବଳାତ୍କାର କଲେ ଯୁବକ, ତା’ପରେ…

ହିଞ୍ଜିଳିକାଟୁ, ୧୦।୬( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ଗାଈ ଗୁହାଳକୁ ଟାଣି ନେଇ ବଳତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, କିଛି ମାସ ତଳେ ଯୋଗୀ ଦଳାଇ…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ମିନତୀ ସେଠୀଙ୍କ…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତି ନାୟକ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ତଥା…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ପୁଷ୍ପଗୁଚ୍ଛ, ଅଙ୍ଗବସ୍ତ୍ର ଏବଂ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ଓକିଲ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର ବହୁ ବଡ଼ ବଡ଼ ଗଛ ଟଳି ପଡ଼ିଥିବା ବେଳେ ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?