ଗଞ୍ଜାମ

ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ

ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍‌.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପରୁ ଦିନକୁ ମାତ୍ର ଅଧଘଣ୍ଟା ତ କେବେ ଘଣ୍ଟାଏ ଜଳ ଯୋଗାଣ ହେଉଛି। ପିଇବା…

ଗଞ୍ଜାମ ଜିଲାରେ ୯୯ ବିଦେଶ ଫେରନ୍ତା

ଛତ୍ରପୁର,୨୧ା୩(ଡି.ଏନ.ଏ) କରୋନା ସଂକ୍ରମଣ ରୋକିବାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଉଛି। ବର୍ତ୍ତମାନ ସୁଦ୍ଧା ଜିଲାକୁ ଚାଇନା ଓ କୋରୋନା ପ୍ରଭାବିତ ଅନ୍ୟ କେତେକ ଦେଶରୁ ୯୯ଜଣ ଆସିଥିବା ରାଜ୍ୟ ସରଭେଇଲାନ୍ସ ୟୁନିଟ୍‌ ପକ୍ଷରୁ ଜିଲା ସ୍ବାସ୍ଥ୍ୟ…

ସମୂହ ପ୍ରାର୍ଥନା ନ କରିବାକୁ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୨୧ା୩ ରେଶମ ନଗରୀ ବ୍ରହ୍ମପୁରରେ ଶୁକ୍ରବାରଠାରୁ ଚର୍ଚ୍ଚ ଓ ମସଜିଦରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି । କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ଥିବାରୁ ସମୂହ ପ୍ରାର୍ଥନା ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କେଳବ ଧର୍ମ ଗୁରୁମାନେ ବିଧି ପାଳନ…

ଖତ ଖାଉଛି ‘ଜନନୀ ଏକ୍ସପ୍ରେସ୍‌’

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.)- ଗର୍ଭବତୀମାନଙ୍କୁ ହସ୍ପିଟାଲକୁ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ‘ଜନନୀ ଏକ୍ସପ୍ରେସ୍‌’ ବ୍ୟବସ୍ଥା କରାଯାଇଛି। ହେଲେ ଅବହେଳା କାରଣରୁ କିଛି ସ୍ଥାନରେ ଏହି ଗାଡ଼ିଗୁଡ଼ିକ ଖତ ଖାଉଥିବା ନଜିରକୁ ଆସିଛି। ଏହି କ୍ରମରେ ଗଞ୍ଜାମ ଜିଲା ଛତ୍ରପୁର…

ହିତାଧିକାରୀଙ୍କ ଘରକୁ ଯାଇ ଦିଆଯିବ ଭତ୍ତା ଟଙ୍କା

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାରେ ପ୍ରଦାନ କରାଯାଉଥିବା ମାସିକ ଭତ୍ତା…

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ ଘର ଭାଙ୍ଗିବା ସହ କୁଆପଥର ମାଡ଼ରେ ଆଜବେଷ୍ଟ ଭାଙ୍ଗି ଯାଇ ଘରେ ପାଣି…

ବଜ୍ରପାତରେ ଭାଙ୍ଗିଲା ବିଷ୍ଣୁ ମନ୍ଦିର ଚୂଡ଼ା

ପାତ୍ରପୁର,୨୦ା୩ (ଡି.ଏନ୍‌.ଏ.) – ପାତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବୃଷ୍ଟି ହୋଇଛି। ବଣଶୋଳା ଗ୍ରାମ ବଡ଼ସାହିରେ ଥିବା ପାଣ୍ଡୁରଙ୍ଗା ବିଷ୍ଣୁ ମନ୍ଦିର ଉପରେ ବଜ୍ରପାତ ହେବାରୁ ମନ୍ଦିର ଚୂଡ଼ା ଭାଙ୍ଗି ତଳକୁ…

ବସ୍‌ରେ ପାଣି, ହ୍ୟାଣ୍ଡୱାଶ୍‌ ବ୍ୟବସ୍ଥା ଉପରେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୩ – କରୋନା ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଘରୋଇ, ସରକାରୀ, ସିଟି ବସ୍‌ କର୍ତ୍ତୃପକ୍ଷ । କରୋନା ସଂକ୍ରମଣକୁ ରୋକିବାକୁ ନେଇ ରହିଥିବା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବସ୍‌ଗୁଡିକରେ ସଚେତନତାମୂଳକ ପଦକ୍ଷେପ ନେବା ଆରମ୍ଭ ହୋଇଛି…

ଫୁଲଚାଷ କରି ସ୍ବାବଲମ୍ବୀ ହେଉଛନ୍ତି ଗଞ୍ଜାମ ମହିଳା

ସନ୍ତୋଷ ପାଢୀ ଛତ୍ରପୁର,୨୦ା୩(ଡି.ଏନ୍‌.ଏ.) – ମହିଳା ସବୁ କ୍ଷେତ୍ରରେ ଆଗକୁ ଯାଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ଲାଗିଛନ୍ତି। ଏପରିକି ପୁରୁଷଙ୍କୁ ମଧ୍ୟ କେତେକ କ୍ଷେତ୍ରରେ ପଛରେ ପକାଇ ଚର୍ଚ୍ଚାକୁ ଆସୁଛନ୍ତି। ଗଁ।ରେ ଥିବା ମହିଳାମାନେ ସଂଘ କରି ଏବେ…

ଡାକ ବିଭାଗ ଚିଠି ଶଟିଂରେ ତ୍ରୁଟି: ଗଞ୍ଜାମ ଥାନା ଚିଠି ପହଞ୍ଚିଲା ହିଞ୍ଜିଳି ଥାନାରେ

ହିିଞ୍ଜିଳିକାଟୁ, ୧୯ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିିଳିକାଟୁ ଡାକ ବିଭାଗ କାର୍ଯ୍ୟାଳୟରେ ଚିଠି ଶଟିଂରେ ତ୍ରୁଟି ହେତୁ ଏକ ରେଜିଷ୍ଟ୍ରି ଚିଠି ଗଞ୍ଜାମ ଥାନା ପରିବର୍ତ୍ତେ ହିଞ୍ଜିିଳି ଥାନାରେ ପହଞ୍ଚିଛି। ଏହା ପରେ କାର୍ଯ୍ୟାଳୟରେ ଖାମଖିଆଲ ଭାବେ ଚିଠି ପ୍ରଦାନ କରାଯାଉଥିବା ସ୍ପଷ୍ଟ…

ଆସିକାରୁ ବ୍ରହ୍ମପୁର ଚାଲାଣ ବେଳେ ୨ ବସ୍ତା ଗଞ୍ଜେଇ ଜବତ: ୩ କୋର୍ଟଚାଲାଣ

ହିିଞ୍ଜିଳିକାଟୁ,୧୯ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ପୋଲିସ ମଙ୍ଗଳବାର ଖଣ୍ଡରା ଛକରେ ପାଟ୍ରୋଲିଂ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏକ ଅଟୋ ଉପରେ ଚଢ଼ାଉ କରିଥିଲା। ଅଟୋରେ ଥିବା ୨ ବସ୍ତା ଚୋରା ଗଞ୍ଜେଇ ଜବତ କରିଛି। ଏହି…

ଗଞ୍ଜାମରୁ ଉଠିଲା ୧୪୪ ଧାରା: କୋଭିଡ-୧୯ ନିର୍ଦ୍ଦେଶନାମା ବଳବତ୍ତର

ଛତ୍ରପୁର, ୧୯।୩(ଡି.ଏନ୍‌.ଏ.)-କରୋନା ଭୟାବହତା ନେଇ ଗତ ୧୫ ତାରିଖରେ ଗଞ୍ଜାମ ଜ଼ିଲାରେ ଲାଗୁ ହୋଇଥିବା ୧୪୪ ଧାରାକୁ ବୁଧବାର ଜ଼ିଲାପାଳ ଉଠାଇ ଦେଇଛନ୍ତି। ଅପରପକ୍ଷେ କୋଭିଡ-୧୯ ରେଗୁଲସନ ୨୦୨୦ ଏବେ ବି ଜ଼ିଲାରେ ବଳବତ୍ତର ରହିଛି। ଏହାଫଳରେ ସାମାଜିକ କାର୍ଯ୍ୟକ୍ରମ, ସଭାସମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?