ଗଞ୍ଜାମ

୨୦୧୯-୨୦ ସୁଦ୍ଧା ୯୭ ବିବାହ ବନ୍ଦ

ସୁବାସ ପାଢୀ ବ୍ରହ୍ମପୁର ଅଫିସ,୧୭ା୩ ସମାଜରେ ଥିବା କୁସଂସ୍କାର ମଧ୍ୟରେ ଅନ୍ୟତମ ହେଉଛି ବାଲ୍ୟ ବିବାହ। ପୂର୍ବ କାଳରୁ ଚଳି ଆସୁଥିବା ଏହି ପ୍ରଥା ଆଜି ସେତେଟା ନାହିଁ। କିନ୍ତୁ ତଥାପି କେତେକ ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଆଜି ବି…

ପ୍ରୋତ୍ସାହନ ଅଭାବ: ଦୁର୍ଦ୍ଦିନରେ ପଥର କାରିଗର

ଗଞ୍ଜାମ,୧୭ା୩(ଡି.ଏନ୍‌.ଏ.)ଗଞ୍ଜାମ ବ୍ଲକ କୁଶପଲି ଦଳିତ ସାହି ଓ ଆଖପାଖ ଅଞ୍ଚଳରେ ଥିବା ପଥର କାରିଗରମାନେ କିଛି ବର୍ଷ ଧରି ପଥରରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ ତିଆରି କରି ବିକ୍ରି କରୁଥିଲେ। ପଥର ତିଆରି ଶିଳ, ଗୁଡୁପା, ଘୋରଣା, ପେଷଣା ଓ…

ଚୈତ୍ରପର୍ବ, ବାରୁଣୀ ସ୍ନାନରେ କଟକଣା

ଆସିକା,୧୭ା୩(ଡି.ଏନ୍‌.ଏ.) କରୋନା ମୁକାବିଲା ନେଇ ସୋମବାର ଆସିକା ବ୍ଲକ ସଭା ଗୃହରେ ପଞ୍ଚାୟତ ସମିତିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ା ବ୍ଲକ ଅଧ୍ୟକ୍ଷ ହରେକୃଷ୍ଣ ମଳିକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବିଧାୟିକା ମଞ୍ଜୁଳା…

ତାରାତାରିଣୀ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌ : ହେବନି ମୁଣ୍ଡନ

ପୁରୁଷୋତ୍ତମପୁର,୧୬।୩(ଡି.ଏନ୍‌.ଏ.): କରୋନା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପ୍ରଶାସନ ଅଙ୍କୁଶ ଲଗାଇଛି। ମୁଣ୍ଡନ କାର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରି ଦିଆଯାଇଛି । ମନ୍ଦିରକୁ ସଂଯୋଗ କରୁଥିବା ତିନି ଗୋଟି ମୁଖ୍ୟ ରାସ୍ତା (ତାରାତାରିଣୀ…

କରୋନା ଲାଗି ୧୪୪ ଧାରା: ବ୍ରହ୍ମପୁରରେ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସ ବନ୍ଦ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୧୬।୩: କରୋନା ସଂକ୍ରମଣକୁ ରୋକିବା ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଜନଗହଳିକୁ ଏଡ଼ାଇବା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସହରର ସମସ୍ତ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରାଯାଇଛି। ପୂର୍ବାହ୍ନରେ…

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୬।୩: କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ। ରାଜ୍ୟ ସରକାର ଏ ଦିଗରେ ବିଭିନ୍ନ ପଦକ୍ଷେପ ନେଇ ସଚେତନତା ଜାରି ରଖିଛନ୍ତି। ସମସ୍ତ ସ୍କୁଲ ଓ କଲେଜର ପରୀକ୍ଷା ସ୍ଥଗିତ ରଖାଯାଇଛି। ତେବେ ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଗତ…

କରୋନା ପ୍ରଭାବ: ଗଞ୍ଜାମରେ ମିଳୁନି ମାସ୍କ

ଗଞ୍ଜାମ, ୧୬।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଭୟର ବାତାବରଣ ସୃଷ୍ଟି କରିଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଏହାର ପ୍ରଭାବ ଦେଖାଦେଇଛି। ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ମାତ୍ର ଗଞ୍ଜାମ ସହରର କୌଣସି…

କରୋନା ପ୍ରଭାବ: ଜିଲା ପ୍ରଶାସନ ପକ୍ଷରୁ ଦଣ୍ଡନାଚ ବନ୍ଦ ନିର୍ଦ୍ଦେଶ

ହିିଞ୍ଜିଳିକାଟୁ, ୧୬ା୩(ଡି.ଏନ୍‌.ଏ.): କରୋନାକୁ ନେଇ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଓଡ଼ିଶାରେ ପ୍ରଥମ କରୋନା ଭାଇରସ ପଜିଟିଭ ସ୍ପଷ୍ଟ ହୋଇଛି। ଏ ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି…

ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା

ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ ବୈଠକ କରିଥିଲେ। ଏବେ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚାଲିଛି। ଆସନ୍ତା ମଙ୍ଗଳବାର…

ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ

ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍‌.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍‌କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁଣ୍ଡିଗଡ ପଞ୍ଚାୟତର ସନ୍ଦିପଦର ଗ୍ରାମର ପ୍ରଭାତ ବଡସେଠ୍‌…

ଦୋଳଯାତ୍ରା ବେଳେ ବାଣ ଫୁଟି ୮ ଆହତ

ଧରାକୋଟ/ ଆସିକା,୧୬ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ଧରାକୋଟ ଥାନା ଢଉଗଁା ପଞ୍ଚାୟତ କେ.ରାମଚନ୍ଦ୍ରପୁର (କଇଠିରା) ଗ୍ରାମରେ ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଶନିବାର ରାତିରେ ପୌରାଣିକ ନାଟକ ପରିବେଶଣ କରାଯାଉଥିଲା। ନାଟକ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ବେଳେ ଉପସ୍ଥିତ ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ…

ଏମ୍‌କେସିଜି କରୋନା ୱାର୍ଡରୁ ସନ୍ଦିଗ୍ଧ ଫେରାର

ବ୍ରହ୍ମପୁର ଅଫିସ,୧୬ା୩: ବ୍ରହ୍ମପୁର ବଡ ମେଡିକାଲରେ ଗତ ୧୪ ତାରିଖରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ଶନିବାର ବିଳମ୍ବିତ ରାତିରେ ସେ ଫେରାର ହୋଇଯାଇଛନ୍ତି । ରବିବାର ସକାଳେ ୱାର୍ଡରେ ତାଙ୍କୁ ନ ପାଇ ମେଡିକାଲ ଅଧୀକ୍ଷକଙ୍କୁ କାର୍ଯ୍ୟରତ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?