ଗଞ୍ଜାମ

ଅଚଳାବସ୍ଥାରେ ୱାଟର ଏଟିଏମ୍‌

ବ୍ରହ୍ମପୁର ଅଫିସ,୧୬ା୩: ଆଗକୁ ଆସୁଛି ଗ୍ରୀଷ୍ମ ଋତୁ। ବ୍ରହ୍ମପୁର ମହାନଗରବାସୀ ଓ ବାହାରୁ ସହରକୁ ଆସୁଥିବା ଜନସାଧାରଣଙ୍କ ପାଇଁ ବିଶୁଦ୍ଧ ଜଳ ଯୋଗାଣ ନିମନ୍ତେ ମହାନଗର ନିଗମ ପକ୍ଷରୁ ଏକ ଓ୍ବାଟର ଏଟିଏମ୍‌ର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ତାହା ୯ରୁ ୧୦…

ନାଟକ ଚାଲିଥିବା ବେଳେ ବାଣ ବିସ୍ଫୋରଣ: ୪ ଗୁରୁତର,୪ ଆହତ

ଆସିକା,୧୫।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-ସୋରଡା ମୁଖ୍ୟରାସ୍ତାର ଧରାକୋଟ ଥାନା ଅନ୍ତର୍ଗତ କେ.ରାମଚନ୍ଦ୍ରପୁର (କଇଠରା) ଗ୍ରାମରେ ରବିବାର ସକାଳେ ବାଣ ବିସ୍ଫୋରଣ ଘଟି ୪ ଗୁରୁତର, ୪ ଆହତ ହୋଇଛନ୍ତି। ସକାଳେ ପୌରାଣିକ ନାଟକ ଚାଲିଥିଲା ବେଳେ ନାଟକର ଏକ ଦୃଶ୍ୟରେ…

ତାରାତାରିଣୀ ଚୈତ୍ର ଯାତ୍ରାରେ କଟକଣା: ମୁଣ୍ଡନ, କଲ୍ୟାଣମଣ୍ଡପ, ବସସେବା ବନ୍ଦ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମର ଆରାଧ୍ୟ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ମୁଣ୍ଡନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏଥିସହ ପାହାଡ଼ ଉପରକୁ ବସ୍‌ ସେବା ପ୍ରତ୍ୟାହାର ହୋଇଛି। ସେଠାରେ ଥିବା କଲ୍ୟାଣ ମଣ୍ଡପ…

ଷ୍ଟ୍ରେଚର କାର୍ଯ୍ୟ କରିବ ବ୍ୟାଟେରିଚାଳିତ ଗାଡ଼ି

ବ୍ରହ୍ମପୁର ଅଫିସ,୧୫ା୩ – ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଏଣିକି ବ୍ୟାଟେରିଚାଳିତ ଗାଡିରେ ୱାର୍ଡକୁ ଯିବେ ଗୁରୁତର ରୋଗୀ। କାଜୁଆଲିଟିରୁ ବିଭିନ୍ନ ୱାର୍ଡକୁ ଗୁରୁତର ରୋଗୀଙ୍କୁ ନେବା ଆଣିବା କରିବାରେ ଏହି ବ୍ୟାଟେରିଚାଳିତ ଗାଡି ଷ୍ଟ୍ରେଚରର କାର୍ଯ୍ୟ କରିବ । ଏମକେସିଜି…

ଦୁଃଖଦ ଅନୁଭୂତି ବଖାଣିଲେ ଶିବାଶିଷ

ବ୍ରହ୍ମପୁର ଅଫିସ,୧୫ା୩ – କରୋନା ଭୂତାଣୁକୁ ନେଇ ଦୀର୍ଘ ୪୮ ଦିନ ଧରି ପ୍ରତିଟି ମୁହୂର୍ତ୍ତର ଭୟ ଓ ଆତଙ୍କରୁ ମୁକୁଳି ଶେଷରେ ଘରକୁ ଫେରିଛନ୍ତି ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ। କରୋନା ପାଇଁ ଜାପାନ ଜଳ ଜାହାଜା ଡାଇମଣ୍ଡ…

ସୁରଜଙ୍କ ପରେ ସୁରଟରେ ଅଙ୍ଗଦାନ କଲେ ବିପିନ

ଭଞ୍ଜନଗର,୧୫।୩(ଡି.ଏନ.ଏ.) – ସୁରଜଙ୍କ ପରେ ଆଉ ଜଣେ ଓଡିଆ ବିପିନ ପ୍ରଧାନଙ୍କ ବିଭିନ୍ନ ଅଙ୍ଗକୁ ସୁରଟରେ ଶନିବାର ମୃତ୍ୟୁପରେ ତାଙ୍କ ପରିବାର ଲୋକେ ଦାନ କରିଛନ୍ତି। ୬ଟି ଗୁରୁତ୍ୱପୁର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ (୨ଟି କିଡ୍‌଼ନୀ, ଲିଭର, ୨ଟି ଆଖି ଓ ହାର୍ଟ) ଦାନ…

ଗଣବଳାତ୍କାର ଅଭିଯୋଗରେ ୨ ଗିରଫ

ଖଲ୍ଲିକୋଟ,୧୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଗତ ଶୁକ୍ରବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଖଲ୍ଲିକୋଟ ପୋଲିସ ନଂ.୧୧୧/୨୦ ମାମଲା ରୁଜୁ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୩…

ଜୁଆଆଡ୍ଡାରେ ଚଢ଼ାଉ: ୫ ବାଇକ୍‌, ୧୧ ହଜାର ଟଙ୍କା ଜବତ, ୬ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଜୁଆଆଡ୍ଡା ଉପରେ ପୋଲିସ ଟିମ୍‌ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୧ ହଜାର ଶହେ ଟଙ୍କା, ୫ ବାଇକ୍‌ ଓ ୫…

ବାଇକ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ସୋରଡା,୧୪ା୩(ଡି.ଏନ୍‌.ଏ.): ସୋରଡା ଗାଜଲବାଡି ରାସ୍ତା ଏନ୍‌ଏଚ୍‌-୫୯ ଦାନ୍ତଲିଙ୍ଗି ଗ୍ରାମ ଛକରେ ଶନିବାର ସକାଳେ ଏସ୍‌ଆଇ ସୁନିଲ କଣ୍ଡଗୋରୀଙ୍କ ନେତୃତ୍ୱରେ ଯାନବାହନ ଯାଞ୍ଚ ଚାଲିଥିଲା। କନ୍ଧମାଳ ଜିଲା ଦାରିଙ୍ଗବାଡି ପଟୁ ଆସୁଥିବା ଏକ ବାଇକ (ନଂ.ଓଆର୍‌୦୫ଏନ୍‌-୮୯୭୨)କୁ ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ଏକ ଅଖାରେ…

ଗାଧୋଇବାକୁ ଯାଇ ଋଷିକୁଲ୍ୟାରେ ଯୁବକଙ୍କ ଜୀବନଗଲା

ପୁରୁଷୋତ୍ତମପୁର,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଋଷିକୁଲ୍ୟା ନଦୀରେ ବୁଡି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଷୋତ୍ତମପୁର ବଜାର ସାହିର ବନମାଳୀ ବେହେରା( ୪୧)। ସୂଚନାଯୋଗ୍ୟ, ବନମାଳୀ ନଦୀକୁ ଗାଧୋଇବାକୁ ଯାଇ ବୁଡ଼ି ଯାଇଥିଲେ।…

କରୋନା ମୁକାବିଲା: ଅଚାନକ ଆହାରକେନ୍ଦ୍ର ଯାଞ୍ଚ କଲେ ଉପଜିଲାପାଳ, ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ

ଛତ୍ରପୁର,୧୪।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏହାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ ରାଜ୍ୟ ସରକାର ଏହାକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। କରୋନା ମୁକାବିଲା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ…

କରୋନା ସଚେତନତା: ଛତ୍ରପୁର ଷ୍ଟେଶନରେ ଯାତ୍ରୀଙ୍କ ହାତ ଧୁଆଗଲା

ଛତ୍ରପୁର,୧୪।୩(ଡି.ଏନ୍‌.ଏ.)- ଚାଇନାରୁ ସୃଷ୍ଟ କରୋନା ଏବେ ଭାରତରେ ପ୍ରବେଶ କରିସାରିଛି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦୁଇଜଣଙ୍କ ମୃତ୍ୟୁ ଘଟିଲାଣି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନ କରାଯାଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?