ଗଞ୍ଜାମ

ଏମ୍‌କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ

ବ୍ରହ୍ମପୁର ଅଫିସ ,୧୪।୩ – ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶୁକ୍ରବାର ରାତି ୧୦ଟାରେ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କର କରୋନା…

ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ

ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ ମୁଖ୍ୟରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ଭଞ୍ଜନଗର-ଫୁଲବାଣୀ ମୁୁଖ୍ୟରାସ୍ତା ସକାଳୁ ବନ୍ଦ ରହିଛି। ତେଣୁ ରାସ୍ତାର…

ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା: ଶଳା, ଶାଶୁ, ସ୍ତ୍ରୀ ସମେତ ୪ ଅଟକ

ବ୍ରହ୍ମପୁର ଅଫିସ,୧୪।୩: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଜଗଦଳପୁର ପଞ୍ଚାୟତରେ ଶୁକ୍ରବାର ରାତିରେ ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଶନିବାର ସଦର ଥାନା ପୋଲିସ ଜଗଦଳପୁର ଗ୍ରାମର ୪ ଜଣଙ୍କୁ ଅଟକ ରଖିଛି। ସେମାନେ ହେଲେ ଶଳା…

୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’

ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍‌ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ ଭାରତ ଫେରିଥିଲେ। ୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ ବ୍ରହ୍ମପୁରର…

ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା

ଆସିକା,୧୪।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା ରୁଜୁ ହୋଇଛି। ଚିନିଶିଳ୍ପର ସମ୍ପାଦକ ଆର୍‌. ଚନ୍ଦ୍ରଶେଖର ରେଡ୍ଡୀ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ…

ଗୁଜବ ଉପରେ ଧ୍ୟାନ ନ ଦେବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୧୪ା୩(ଡି.ଏନ.ଏ.) କରୋନା ଭାଇରସ୍‌କୁ ସରକାରଙ୍କ ପକ୍ଷରୁ ବିପର୍ଯ୍ୟୟ ବୋଲି ଘୋଷଣା କରାଯାଇଛି। ଏପରିକି ଗଞ୍ଜାମ ଜିଲାପାଳଙ୍କୁ ଏନେଇ ନିର୍ଦ୍ଦେଶନାମା ଆସିଛି ା ଶୁକ୍ରବାର ସନ୍ଧ୍ୟାରେ ଛତ୍ରପୁରରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୨୨ ବ୍ଲକ କାର୍ଯ୍ୟାଳୟରେ ଉପସ୍ଥିତ…

ଅବହେଳିତ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି

ବ୍ରହ୍ମପୁର ଅଫିସ,୧୪ା୩ ମହାପୁରୁଷଙ୍କୁ ସମ୍ମାନ ଦେବା ଓ ତାଙ୍କର ସ୍ମୃତିକୁ ମନେ ପକାଇବା ପାଇଁ ସହରର ବିଭିନ୍ନ ସ୍ଥାନରେ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପିତ କରାଯାଇଥାଏ। କିନ୍ତୁ ବ୍ରହ୍ମପୁର ସହରର କେତେକ ସ୍ଥାନରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅବହେଳିତ ଅବସ୍ଥାରେ ଥିବା ଦେଖିବାକୁ…

କୁଲାଡ଼ ଆନ୍ଧ୍ରବ୍ୟାଙ୍କରେ ଠକେଇ ନେଇ ଏତଲା

ଭଞ୍ଜନଗର,୧୪।୩(ଡି.ଏନ୍‌.ଏ.) ବ୍ୟାଙ୍କ ଠକେଇ ଯୋଗୁ ଦେଶରେ ଗୋଟିଏ ପରେ ଗୋଟିଏ ଜାତୀୟ ଓ ଘରୋଇ ବ୍ୟାଙ୍କ ଦେବାଳିଆ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ଆର୍ଥିକ ବୋଝ କମାଇବା ସହ ଅନ୍ୟାନ୍ୟ କାରଣରୁ ଆନ୍ଧ୍ର ବ୍ୟାଙ୍କ ସମେତ ୩ ବ୍ୟାଙ୍କକୁ…

ଗଞ୍ଜାମ ଏନ୍‌ଏସିରେ ମିଳୁନି ହରିଶ୍ଚନ୍ଦ୍ର ଯୋଜନା ଫର୍ମ: ଯୋଗାଇବାକୁ ଦାବି

ଗଞ୍ଜାମ,୧୩।୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ଲାଗି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଛନ୍ତି। ଜନ୍ମ ହେଲେ ମମତା ଯୋଜନା ଓ ମୃତ୍ୟୁ ଘଟିଲେ ହରିଶ୍ଚନ୍ଦ୍ର ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛିି l ମାତ୍ର କେତେକ ସ୍ଥାନରେ ଏଥିରେ ବ୍ୟତିକ୍ରମ…

ସୁନା ଚେନ୍‌ ଚୋରି ଅଭିଯୋଗ, ଦମ୍ପତି ଗିରଫ

ଛତ୍ରପୁର,୧୩ା୩(ଡି.ଏନ.ଏ)- ଛତ୍ରପୁରଠାରେ ଦୋଳଯାତ୍ରା ଚାଲିଥିବାବେଳେ ଜଣେ ମହିଳାଙ୍କ ବେକରୁ ସୁନାଚେନ୍‌ ଛିଣ୍ଡାଇ ନେଇଥିବା ଅଭିଯୋଗରେ ଗୁରୁବାର ଏକ ଦମ୍ପତିଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ କଟକ ମାଲଗୋଦାମ ଥାନା ଜୋବ୍ରା ଚୁନାଭାଟି ଅଞ୍ଚଳର ପି. ରବି ରାଓ ଓ ତାଙ୍କ…

ଏମ୍‌କେସିଜିରେ ନାହାନ୍ତି ନ୍ୟୁରୋଲୋଜି ବିଶେଷଜ୍ଞ

ବ୍ରହ୍ମପୁର ଅଫିସ,୧୩ା୩-ଦକ୍ଷିଣ ଓଡ଼ିଶାର ବୃହତ୍ତମ ଚିକିତ୍ସାଳୟ ବ୍ରହ୍ମପୁରସ୍ଥ ଏମ୍‌କେସିଜି ମେଡିକାଲ କଲେଜ ହସ୍‌ପିଟାଲ। ଏଠାରେ ଗୁରୁତ୍ୱପୂର୍ଣ୍ଣ ନ୍ୟୁରୋଲୋଜି ବିଭାଗରେ ଦୀର୍ଘଦିନରୁ ବିଶେଷଜ୍ଞ ନାହାନ୍ତି । ଅପରପକ୍ଷରେ ୫୮ ବର୍ଷର ଏହି ମେଡିକାଲରେ ବର୍ନିଂ ୱାର୍ଡ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି।…

ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ:  ଥଇଥାନ କରା ନ ଗଲେ ଆନ୍ଦୋଳନ

ଗଞ୍ଜାମ,୧୨ା୩(ଡି.ଏନ.ଏ.)- ଗଞ୍ଜାମ ସହର ସାନବଜାର ଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଛେଦ କରାଯିବ। ଏଥିପାଇଁ ତହସିଲ ପ୍ରଶାସନ ପକ୍ଷରୁ ଗତ ଫେବୃଆରି ୧୦ରେ ଉଭୟ ପାର୍ଶ୍ୱରେ ଥିବା କ୍ଷୁଦ୍ର ବ୍ୟବସାୟୀ ତଥା ଉଠା ଦୋକାନୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?