ଗଞ୍ଜାମ

ଚାଉଳ, ଗହମ ହେର୍‌ଫେର ମାମଲା: ସରପଞ୍ଚଙ୍କ ଗିରଫ ପ୍ରତିବାଦରେ ଭାଜପାର ଶୋଭାଯାତ୍ରା, ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୧୦ା୩(ଡି.ଏନ.ଏ)- ଚାଉଳ ଓ ଗହମ ହେର୍‌ଫେର ମାମଲାରେ ପୋଲିସ ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଥିଲା। ଏହାର ପ୍ରତିବାଦରେ ମଙ୍ଗଳବାର ଅପରାହ୍ନରେ ଭାଜପା ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୧୦ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ହୋଲି ସତ୍ତ୍ୱେ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିବା ବେଳେ ୧୧୩୨ ଜଣ ଶିଶୁଙ୍କ ମୁଣ୍ଡନ ହୋଇଛି। ମୁଣ୍ଡନ ଶାଳାରେ ନିୟୋଜିତ ବାରିକମାନେ…

ଚୈତ୍ର ଯାତ୍ରାକୁ ନେଇ ଝଲସୁଛି ତାରାତାରିଣୀ ମନ୍ଦିର: ଫଟୋ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୦ା୩(ଡିଏନଏ)-ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ଏଥିପାଇଁ ସୋମବାର ରାତିରୁ ମନ୍ଦିରକୁ ଆଲୋକ ମାଳାରେ ସଜେଇ ଦିଆଯାଇଥିଲା। ଏହି ଭକ୍ତିମୟ ପରିବେଶର ୮ ଫଟୋକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ତାଙ୍କ ଫେସ୍‌ବୁକ ଓ ଟୁଇଟର ଆକାଉଣ୍ଟରେ…

କରୋନା ଚିନ୍ତା: ବ୍ରହ୍ମପୁରରେ ଫୁଲରେ ହୋଲି ଖେଳିଲେ ଦିବ୍ୟାଙ୍ଗ ଛାତ୍ରୀ

ବ୍ରହ୍ମପୁର ଅଫିସ,୧୦ା୩- ଭାରତରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ଓ ସଚେତନ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲାପ୍ରଶାସନ ପକ୍ଷରୁ ସର୍ବସାଧାରଣରେ ଦଳଗତ ହୋଲି ନ ଖେଳିବାକୁ କୁହାଯାଇଥିଲା। କରୋନା ପାଇଁ ବ୍ରହ୍ମପୁରରେ…

ଡାଲା ଅଟୋ- ବାଇକ୍‌ ଧକ୍କା: ଜଣେ ମୃତ, ୭ ଆହତ

ଆସିକା,୧୦।୩(ଡି.ଏନ୍‌.ଏ.)- ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଗାଙ୍ଗପୁର ଥାନା ନିମିନା ଗ୍ରାମ ନିକଟରେ ସୋମବାର ରାତିରେ ଏକ ଡାଲା ଅଟୋ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ମୃତକ ହେଲେ ବାଇକ୍‌ ଆରୋହୀ…

ହରିକୃଷ୍ଣପୁରରେ ଦୋଳପୂର୍ଣିମା, ପାଞ୍ଜିପଢ଼ା

ଶେରଗଡ଼,୧୦ା୩(ଡି.ଏନ.ଏ.)-ଶେରଗଡ଼ ନିକଟସ୍ଥ ହରିକୃଷ୍ଣପୁର ଗ୍ରାମରେ ସୋମବାର ଦୋଳପୂର୍ଣିମା ଓ ପାଞ୍ଜିପଢ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ରାଧା କୃଷ୍ଣଙ୍କୁ ଦୋଳ ବିମାନରେ ବସାଯାଇ ଗ୍ରାମ ପରିକ୍ରମା କରାଯାଇଥିଲା। ପରେ ଗ୍ରାମ ପୂର୍ବ ପଟେ ଥିବା ଦୋଳବେଦିକୁ ଅଣାଯାଇ ଠାକୁରଙ୍କୁ ଝୁଲାଯାଇ…

ହୋଲି ଛାଡ଼ି ଡ୍ରେନ୍‌ ସଫା କଲେ ଯୁବଗୋଷ୍ଠୀ

ଭଞ୍ଜନଗର,୧୦।୩(ଡି.ଏନ୍‌.ଏ.): ଭଞ୍ଜନଗର ବ୍ଲକ ଲଣ୍ଡେଇସାହିର ଯୁବଗୋଷ୍ଠୀ ମଙ୍ଗଳବାର ହୋଲି ଉତ୍ସବକୁ ଭୁଲି ଡ୍ରେନ୍‌ ସଫେଇ କରିଥିଲେ। ଲଣ୍ଡେଇସାହି ମୁଖ୍ୟରାସ୍ତା କଡ଼ ଡ୍ରେନରେ ମଇଳା ଭରି ରହିଥିବା ବେଳେ ପଞ୍ଚାୟତ ପକ୍ଷରୁ ଡ୍ରେନ ନିୟମିତ ସଫେଇ କରିବା କୌଣସି ବ୍ୟବସ୍ଥା ନାହିଁ। ତେଣୁ…

ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

\ଭଞ୍ଜନଗର,୧୦।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଧନଞ୍ଜୟପୁର ଓ ଜଗନ୍ନାଥ ପ୍ରସାଦ ବ୍ଲକ ପାଟରାପଲ୍ଲୀରେ ସୋମବାର ସନ୍ଧ୍ୟାରେ ୨ଟି ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…

ହୋଲି ଫିକା,କୁକୁଡ଼ା ଗୋଟେ ୪୦ ଟଙ୍କା

ଭଞ୍ଜନଗର,୧୦।୩(ଡି.ଏନ୍‌.ଏ): ବାର୍ଡ ଫ୍ଲୁ ଏବଂ କରୋନା ଭାଇରସ ଯୋଗୁ କୁକୁଡ଼ା ମାଂସ ବିକ୍ରି ପ୍ରାୟ କମିଯାଇଛି । ତେଣୁ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଥିବା କୁକୁଡ଼ା ଫାର୍ମରୁ କୁକୁଡ଼ା ରପ୍ତାନି ହୋଇପାରୁନାହିଁ । କିଛି କୁକୁଡ଼ା ଫାର୍ମ ମାଲିକ କୁକୁଡ଼ାଗୁଡ଼ିକୁ…

କୁକୁଡ଼ାଖଣ୍ଡିରେ ଝାମି ଯାତ୍ରା ପାଳିତ

କୁକୁଡ଼ାଖଣ୍ଡି,୯ା୩(ଡି.ଏନ୍‌.ଏ.)-କୁକୁଡ଼ାଖଣ୍ଡି ତୁଟାସାହିରେ ଥିବା ଝାମି ଏଲେମା ଠାକୁରାଣୀଙ୍କ ପୂର୍ଣ୍ଣିମା ଯାତ୍ରା ତଥା ଚଳିତ ବର୍ଷର ଶେଷ ଯାତ୍ରା ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ ପହରୁ ରୀତିନୀତି ଅନୁଯାୟୀ ବେଢା, ଦୀପ ଆଳତି, ହେବା ସହ ଦୋଳ ପୂର୍ଣ୍ଣି ପାଇଁ…

କରୋନା ଚିନ୍ତା, ହୋଲି ନ ଖେଳିବାକୁ ସଚେତନତା ରାଲି

ପାଟପୁର,୯ା୩- କରୋନା ରୋକିବା ନେଇ ସାନଖେମୁଣ୍ଡି ବ୍ଲକ ପୋଡ଼ମାରି ଗ୍ରାମରେ ସୋମବାର ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ପୋଡ଼ମାରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡା. ବଳରାମ ଜେନାଙ୍କ ନେତୃତ୍ୱରେ ସଚେତନତା ରାଲିରେ ସରପଞ୍ଚ ପ୍ରତିନିଧି ସନ୍ତୋଷ ବିଷୋୟୀ, ଅବସରପ୍ରାପ୍ତ ଶିକ୍ଷକ…

ଘୋଡାହାଡ଼ ନଦୀରେ ବୁଡ଼ି ଯୁବକ ମୃତ

ପାଟପୁର,୯ା୩- ପାଟପୁର ଥାନା ଜଲମରା ଗ୍ରାମ ନିକଟ ଘୋଡାହାଡ଼ ନଦୀରେ ବୁଡ଼ି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ସେ ହେଲେ ପଳାସପୁର ଗ୍ରାମର ଟୁକୁନା ନାଇକ (୩୦) l ଟୁକୁନା ଅପରାହ୍ନ ୩ଟାରେ ନଦୀକୁ ଗାଧୋଇବାକୁ ଯାଇ ଅସାବଧାନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?