ବ୍ରହ୍ମପୁରରେ ସ୍ଥାପନ ହେବ ୫ ଦୁଗ୍ଧ ଏଟିଏମ୍
ଛତ୍ରପୁର,୩୦ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଦୁଗ୍ଧ ଉପତ୍ାଦନ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଦୁଗ୍ଧ ଉପତ୍ାଦନ ବୃଦ୍ଧି କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଗଞ୍ଜାମ ଓ…
କୌଳିକ ବୃତ୍ତି ବଞ୍ଚାଇ ରଖିବାକୁ ମିଳୁନି ପ୍ରୋତ୍ସାହନ: ଦୁର୍ଦ୍ଦିନରେ କୁମ୍ଭକାର ପରିବାର
(ରାମକୃଷ୍ଣ ସାହୁ) କନିଷି,୩୦ା୫(ଡି.ଏନ.ଏ.)- ବର୍ତ୍ତମାନ ସମୟରେ ମାଟିପାତ୍ରର ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ ହେବାକୁ ବସିଲାଣି। ଏହାର ସ୍ଥାନ ନେଇଛି ଷ୍ଟିଲ ଓ ପ୍ଲାଷ୍ଟିକ ବାସନକୁଶନ। ଏଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ କେତେକ କୁମ୍ଭକାର ପରିବାର ନିଜ କୌଳିକ ବୃତ୍ତିକୁ ଛାଡ଼ି ପାରୁନାହାନ୍ତି।…
ଆସିକା ବିଧାୟକ ପ୍ରାର୍ଥୀ ମନୋଜ ହତ୍ୟା ଘଟଣା: ପରିବାର ସଦସ୍ୟଙ୍କୁ ଭେଟିଲେ କଂଗ୍ରେସ ପଦାଧିକାରୀ
ଆସିକା,୩୦ା୫(ଡି.ଏନ୍.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ ହୋଇଥିଲା। ୨୩ ତାରିଖ ରାତିରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ଘଟିଥିଲା।…
ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା: ପ୍ରକାଶ ପାଉନି ପରୀକ୍ଷା ଫଳ
ବ୍ରହ୍ମପୁର ଅଫିସ୍,୩୦ା୫-ପ୍ରତିଷ୍ଠା ପରଠାରୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାଜ୍ୟ ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। କିନ୍ତୁ ଆନୁଷଙ୍ଗିକ କୌଣସି ବ୍ୟବସ୍ଥା କରାଗଲା ନାହିଁ। ଫଳରେ ବିଶ୍ୱବିଦ୍ୟାଳୟ ପରିଚାଳନାରେ ଗୁରୁତର ବିଭ୍ରାଟ ଦେଖିବାକୁ ମିଳୁଛି। ଏପରିକି…
ଓଡ଼ିଶା ବିଧାନସଭାରେ ରେକର୍ଡ: ସୂର୍ଯ୍ୟ ଗଞ୍ଜାମ ଜିଲାରୁ ପଞ୍ଚମ ବାଚସ୍ପତି
ବ୍ରହ୍ମପୁର ଅଫିସ,୩୦ା୫-ବିଜେଡିର ବରିଷ୍ଠ ନେତା ତଥା ଅତୀତର ମୋହନା ଓ ବର୍ତ୍ତମାନର ଦିଗପହଣ୍ଡି ସେଗ୍ମେଣ୍ଟରୁ ଲଗାତର ଭାବେ ସାତ ଥର ବିଧାୟକ ଏବଂ ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ୫ ଥର ମନ୍ତ୍ରୀ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗ…
ଦାରିଙ୍ଗବାଡିରେ ୪୯ ମି.ମି. ବର୍ଷା: ୩୫କୁ ଖସିଲା ପାରଦ
ଦାରିଙ୍ଗବାଡି,୨୯।୫(ଡି.ଏନ୍.ଏ.)- ଦାରିଙ୍ଗବାଡ ବ୍ଲକ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ କାଳବୈଶାଖୀ ପ୍ରଭାବରେ ପବନ ସହ ବର୍ଷା ହୋଇଛି। ୪୯ ମି.ମି. ବର୍ଷା ହୋଇଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି। ବର୍ଷା ଯୋଗୁ ଗରମରୁ ଆଶ୍ୱସ୍ଥ ମିଳିଥିବାବେଳେ ପାରଦ ୩୫ ଡିଗ୍ରୀକୁ ଖସିଆସିଛି।…
ଦାରିଙ୍ଗବାଡିରେ ୧୫ ସିଆରସିସି ନିଯୁକ୍ତି
ଦାରିଙ୍ଗବାଡି,୨୯।୫(ଡି.ଏନ.ଏ)- ଦାରିଙ୍ଗବାଡି ବ୍ଲକର ୨୫ ପଞ୍ଚାୟତ ଅଞ୍ଚଳରେ ୧୫ ସିଆରସିସି ପଦବୀ ଦୀର୍ଘଦିନ ହେଲା ଖାଲି ପଡିଥିଲା। ଚଳିତବର୍ଷ ଶିକ୍ଷାବର୍ଷ ଆରମ୍ଭରୁ ଏହା ପୂରଣ କରାଯାଇ ୧୫ ଜଣ ସିଆରସିସିଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ଦାରିଙ୍ଗବାଡି ବିଆର୍ସିସି ତଥା ଅତିରିକ୍ତ ଗୋଷ୍ଠୀ…
୫ ନାବାଳକଙ୍କୁ ଧରିଲା ବଡ଼ ବଜାର ପୋଲିସ: ୩ ମୋବାଇଲ ଜବତ
ବ୍ରହ୍ମପୁର ଅଫିସ,୨୯।୫- ଚୋରି ଅଭିଯୋଗରେ ବଡବଜାର ପୋଲିସ ବୁଧବାର ୫ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଧରିଛି। ସେମାନଙ୍କ ନିକଟରୁ ୩ ମୋବାଇଲ, ୨ ବ୍ଲୁ ଟୁଥ୍ ଓ ୫ ଇଅର ଫୋନ୍ ଜବତ କରାଯାଇଛି । ମାମଲା ନଂ(୮୭/୧୯) ଅନୁଯାୟୀ…
ଜଙ୍ଗଲ ସୁରକ୍ଷା ନେଇ ବନ ବିଭାଗର ପ୍ରୟାସ: ଜଙ୍ଗଲ ନିକଟ ଗ୍ରାମବାସୀଙ୍କୁ ମାଗଣା ଗ୍ୟାସ ସଂଯୋଗ ବଣ୍ଟନ
ଶେରଗଡ଼,୨୯।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ନିକଟସ୍ଥ ମଛାକୋଟ ଗ୍ରାମରେ ବୁଧବାର ବନ ବିଭାଗ ପକ୍ଷରୁ ମାଗଣା ଗ୍ୟାସ ସଂଯୋଗ ବଣ୍ଟନ କରାଯାଇଛି। ଏଥିରେ ଆଞ୍ଚଳିକ ବନ ସଂରକ୍ଷକ ସୁରେଶ ପନ୍ଥ ଓ ଜିଲା ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେଉରା ଯୋଗ ଦେଇ…
ବେଆଇନ ଚିଙ୍ଗୁଡ଼ି ଚାଷ ଉଚ୍ଛେଦ ନିର୍ଦ୍ଦେଶ
ଛତ୍ରପୁର,୨୯ା୫(ଡି.ଏନ.ଏ.)-ଖାରି ଜଳ ଚିଙ୍ଗୁଡି ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ଚାଷୀଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବ। ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁ୍ଷ୍ଠିତ ବୈଠକରେ ଉପରୋକ୍ତ ନିଷ୍ପତି ହୋଇଛି। ବୈଠକରେ ଜିଲାପାଳ ବିଜୟ ଅମୃତା…
ଜଙ୍ଗଲ ଅଧିକାର ଆଇନ ସଚେତନତା ସଭା: ଅସନ୍ତୋଷ ଜାହିର କଲେ ଆଦିବାସୀ, ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୨୯ା୫(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜଙ୍ଗଲ ଅଧିକାର ଆଇନ ଗଞ୍ଜାମ ଜିଲା ଉପଖଣ୍ଡ ସ୍ତରୀୟ ସମୀକ୍ଷା ଓ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ସଭାରେ ବିଡିଓ ହଳଧର ଶବର ଅଧ୍ୟକ୍ଷତା କରିଥିବା ବେଳେ ଜିଲା ମଙ୍ଗଳ ଅଧିକାରୀ ଡ. ପରୀକ୍ଷିତ…
ପଲିଥିନ, ପ୍ଲାଷ୍ଟିକ କଟକଣାକୁ ପୂରିଲାଣି ୭ ମାସ: ଆମଦାନୀ ଉପରେ ଲାଗୁନି ରୋକ
ବ୍ରହ୍ମପୁର ଅଫିସ,୨୯ା୫-ପଲିଥିନ ଓ ପ୍ଲାଷ୍ଟିକମୁକ୍ତ ହେବ ଓଡିଶା। ଏଭଳି ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର ା ୨୦୧୮ ଜୁଲାଇ ମାସରେ ଓଡିଶାକୁ ପ୍ଲାଷ୍ଟିକ ଓ ପଲିଥିନମୁକ୍ତ ରାଜ୍ୟରେ ପରିଣତ କରିବାକୁ ନିଷ୍ପତ୍ତି ନେବା ସହ ପ୍ରଥମ ପର୍ଯ୍ୟାୟରେ ସମସ୍ତ ମହାନଗରରେ ପଲିଥିନ…
Archives


