ବ୍ଲାକ୍ରୋଜ୍ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ
ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍ଭି ବ୍ଲାକରୋଜ୍ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍ ବୁଡ଼ି ଘଟଣାକୁ ଦୀର୍ଘ ସମୟ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କାରଣ ଅସ୍ପଷ୍ଟ ରହିଛି। ମେରାଇନ ଥାନାଠାରୁ…
କାର୍ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…
ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଗଡ଼ ଗେଟ୍ ବଜାର ନିକଟରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍ତ୍ରୀ- ସ୍ବାମୀ ଏକ କାର୍ ଯୋଗେ ପାରାଦୀପ ଅଭିମୁଖେ…
ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର
ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ ।ଭାବେ ପୋଡ଼ି ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଖବର…
‘ଏମ୍ଭି ଓସେନ ୱିନର୍’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ
ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର ପାରାଦୀପରେ ପହଞ୍ଚିଛନ୍ତି । ତାଙ୍କୁ କୋଷ୍ଟଗାର୍ଡ ପାଟ୍ରୋଲିଂ ଜାହାଜ ଭରଦ୍ ଆଣି ପାରାଦୀପ…
ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍ ଠାବ
ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ତାଙ୍କର ଦୁଇଟି ବହୁତଳ କୋଠା ସହ ଗୋଟିଏ ଟେଣ୍ଟ ହାଉସ୍ ଠାବ…
କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ
ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ଜଣ ଚାଷୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ୨ଜଣ ଚାଷୀ ଜମିରେ କାମ…
ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା
ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍ଭି ଓସେନ ୱିନର୍’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ ୨୩୦ ନଟିକାଲ ମାଇଲ (୩୯୬ କି.ମି.) ଦୂରରେ ଏହି ଦୁର୍ଘଟଣା ଘଟିଛି। ଜାହାଜରେ…
ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା
ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। ଉକ୍ତ ଜାହାଜ ଭାରତୀୟ ଜଳସୀମାର ପୋର୍ଟବ୍ଲେୟାରଠାରୁ ୨୫୦ରୁ ୩୦୦ ନଟିକାଲ ମାଇଲ…
କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ
ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ ୪୨୭.୮୦ କୋଟି ଟଙ୍କା ଖର୍ଚ୍ଚରେ ହୋଇଥିବା ୭ଟି ନୂତନ ପ୍ରକଳ୍ପ ବିଭିନ୍ନ ସ୍ଥାନରେ…
ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍ କରି ଏକାଠି ହେଲେ…
ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି ସରଗରମ ହୋଇଛି। ବିଜେଡି, ଭାଜପା, କଂଗ୍ରେସ, କମ୍ୟୁନିଷ୍ଟ ଦଳ ପକ୍ଷରୁ ପାରାଦୀପ ଏଏସ୍ପି…
ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…
କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା ଘଟିଛି। ମୃତା ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ଦୁଆଡିଆ ଗ୍ରାମର ପ୍ରଭାକର ସ୍ବାଇଁଙ୍କ…
ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ
ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ ଅଧେଖାଙ୍କୁ ପୋଲିସ ଗିରଫ କରିଥିବା ବେଳେ, ଏସ୍ପି ପକ୍ଷରୁ ପ୍ରେସମିଟ୍ରେ ଏହା ସମ୍ବନ୍ଧୀୟ…

