ଜଗତ୍‌ସିଂହପୁର

ଭୂତକୋଠି ପାଲଟିଛି ବଡ଼ଖଣ୍ଡାଏତା ରେଳଷ୍ଟେଶନ

ବାଲିଆ,୫।୧୦: ୧୯୭୪ରେ ଜଗତ୍‌ସିଂହୁର ଜିଲାର ବରିଡ଼ି ତହସିଲ ଅଧୀନ ବଡ଼ଖଣ୍ଡାଏତା ରେଳଷ୍ଟେଶନ ନିର୍ମାଣ ହୋଇଥିଲା। ଏହା କଟକ-ପାରାଦୀପ ରେଳପଥର ସର୍ବପୁରାତନ ଷ୍ଟେଶନ ଥିଲା। ଏହି ଷ୍ଟେସନ ଦେଇ…

4 years ago

ବଦଳିଲେ ଜଗତସିଂହପୁର ଜିଲାପାଳ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ…

4 years ago

ଲକ୍ଷଣ ଥାଇ ସରପଞ୍ଚଙ୍କ ବାପାଙ୍କର ହୋଇପାରିଲାନି କରୋନା ପରୀକ୍ଷା

କୁଜଙ୍ଗ,୨୧ା୯(ଡି.ଏନ୍‌.ଏ.): କରୋନା ଟେଷ୍ଟିଂ ଠିକ୍‌ ଭାବେ ହେଉ ନ ଥିବା ନେଇ ଅଭିଯୋଗ ଆଣିଥିବା ସରପଞ୍ଚଙ୍କ ବାପାଙ୍କୁ ଡାକ୍ତରଖାନା ପକ୍ଷରୁ ଜାଣିଶୁଣି ହଇରାଣ କରାଯାଉଥିବା ଅଭିଯୋଗ ଆଣିଛନ୍ତି…

4 years ago

ତିର୍ତ୍ତୋଲ ଉପନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ଟଣାଓଟରା

ଜଗତ୍‌ସିଂହପୁର ଅଫିସ୍‌, ୨୧।୯: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନେଇ ରାଜନୈତିକ ପରିବେଶ ଚଳଚଞ୍ଚଳ ହୋଇପଡିଛି। ବିଶେଷକରି ବିଜେଡି, ଭାଜପା ଓ କଂଗ୍ରେସରୁ କିଏ ପ୍ରାର୍ଥୀ ହେବେ ସେ…

4 years ago

ବଦଳି ପରେ ବି ଜଗତ୍‌ସିଂହପୁର ଛାଡୁନାହାନ୍ତି ଡିପିସି

ଜଗତ୍‌ସିଂହପୁର ଅଫିସ,୧୮।୯: ସର୍ବଶିକ୍ଷା ଅଭିଯାନ ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି) ସପନ ଜେନାଙ୍କ ପଦୋନ୍ନତି ହୋଇଛି। ସେ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପଦବୀ ଅଳଙ୍କୃତ କରିଛନ୍ତି।…

4 years ago

କଂଗ୍ରେସ ଛାଡ଼ିଲେ ରାଜକିଶୋର

ଜଗତ୍‌ସିଂହପୁର ଅଫିସ,୧୮।୯: ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ନଭେମ୍ବର ଶେଷ ସୁଦ୍ଧା ଉପନିର୍ବାଚନ ହେବା ନେଇ…

4 years ago

ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଯୁବକ ଗିରଫ

ପାରାଦୀପ,୮।୯(ସ୍ବ.ପ୍ର.): ସାରାଦେଶରେ ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଜଣେ ଯୁବକଙ୍କୁ ସୋମବାର ଆରପିଏଫ ଗିରଫ କରିଛି। ସମ୍ପୃକ୍ତ ଯୁବକ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରାଜକୁମାର…

4 years ago

ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୭।୯: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍‌ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍‌ଏଚ୍‌ଆର୍‌ସି (ଜାତୀୟ ମାନବ ଅଧିକାର…

4 years ago

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ତିର୍ତ୍ତୋଲ,୫ା୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଶୁକ୍ରବାର ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ…

4 years ago

ବିପଦ ସଙ୍କେତ ଉପରେ ୫ ସ୍ଥାନ

ଜଗତ୍‌ସିଂହପୁର ଅଫିସ,୩୧।୮: ଜଗତ୍‌ସିଂହପୁର ଜିଲାର ମହାନଦୀ, ଦେବୀ, ପାଇକା, ବିଲୁଆଖାଇ ନଦୀର ଜଳପତ୍ତନ ବୃଦ୍ଧି ପାଇଥିଲେ ସୁଦ୍ଧା କୌଣସି ସ୍ଥାନରେ ଘାଇ ସୃଷ୍ଟି ହୋଇନାହିଁ। ଯେଉଁ କାରଣରୁ…

4 years ago