ଜଗତ୍‌ସିଂହପୁର

ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ମିଳୁନି

ଜଗତ୍‌ସିଂହପୁର ଅଫିସ, ୨୧ା୧୧: କେନ୍ଦ୍ର ହେଉ କି ରାଜ୍ୟ ସରକାର ଯୋଜନା ପରେ ଯୋଜନା କରି ଚାଲିଛନ୍ତି। କିନ୍ତୁ ଏସବୁ ଯୋଜନା ବାଟବଣା ହେଉଛି। ପ୍ରକୃତ ହିତାଧିକାରୀ…

5 years ago

ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ନାଉଗାଁ,୧୯ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକରେ କେନ୍ଦ୍ର ଆଦିବାସୀ, ଜଳଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣାରେ ପୋଲିସ ୪ ଜଣଙ୍କ ନାମରେ ମିଥ୍ୟା ମାମଲା ରୁଜୁ କରି…

5 years ago

‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’

ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍‌ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

5 years ago

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ…

5 years ago

କଂସାରୀପାଟିଆ ନଦୀରେ ପୁଣି ପଲିଥିନ ଆଡ଼

ପାରାଦୀପ,୧୩।୧୧(ସ୍ବ.ପ୍ର.): ପାରାଦୀପର ମଧ୍ୟସ୍ଥଳରେ ଥିବା କଂସାରୀପାଟିଆ ନଦୀରେ ପୁଣି ପଲଥିନ ଆଡ ନିର୍ମାଣ ହେଲାଣି। ୧୫ ଦିନ ତଳେ ପ୍ରଶାସନ ପକ୍ଷରୁ ଏସବୁ ପଲିଥିନ ଆଡ଼ ଉଚ୍ଛେଦ…

5 years ago

‘ଦୁଗ୍ଧ ଉତ୍ପାଦନରେ ଜଗତ୍‌ସିଂହପୁର ପ୍ରଥମ’

ଜଗତ୍‌ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ ବେଶ୍‌…

5 years ago

ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା

ବିରିଡ଼ି,୧୧।୧୧(ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ…

5 years ago

ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା

ଜଗତ୍‌ସିଂହପୁର ଅଫିସ, ୧୧।୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ ପ୍ରକ୍ରିୟା…

5 years ago

ମରାମତି ଅଭାବରୁ ରାସ୍ତା ଶୋଚନୀୟ

ନାଉଗାଁ,୧୦।୧୧(ସ୍ବ.ପ୍ର.): ନାଉଗାଁ  ବ୍ଲକ ଛକରୁ ତିହୁଡାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇ ପଡିଛି। ବିଭିନ୍ନ ସଙ୍ଗଠନ, ବୁଦ୍ଧିଜୀବୀଙ୍କ ପକ୍ଷରୁ ବାରମ୍ବାର ଦାବି ସତ୍ତ୍ୱେ ରାସ୍ତାର ତିହୁଡାଠାରୁ…

5 years ago

ମହିଳାଙ୍କ ପାଇଁ ୫୦%ରୁ ଊର୍ଦ୍ଧ୍ୱ ଆସନ ସଂରକ୍ଷିତ

ପାରାଦୀପ, ୧୦।୧୧(ସ୍ବ.ପ୍ର.): ପାରାଦୀପ ପୌର ନିର୍ବାଚନ ପାଇଁ ମଙ୍ଗଳବାର ଚିଠା ସଂରକ୍ଷଣ ତାଲିକା ଘୋଷଣା କରାଯାଇଛି। ଜିଲାପାଳ ପାରୁଲ ପଟଓ୍ବାରିଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ସମସ୍ତ ଓ୍ବାର୍ଡର…

5 years ago