ଜଗତ୍‌ସିଂହପୁର

ବନ୍ଦର ଆଧୁନିକୀକରଣ ପାଇଁ ୨ ପଦକ୍ଷେପ

ପାରାଦୀପ,୨୩।୧୦(ସ୍ବ.ପ୍ର.): ଦେଶର ବୃହତ ବନ୍ଦର କ୍ଷେତ୍ରରେ ଆଧୁନିକୀକରଣ ପାଇଁ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଗତ ସପ୍ତାହ ମଧ୍ୟରେ ଦୁଇଟି ପଦକ୍ଷେପ ନେଇଛନ୍ତି। ତାହା ହେଲା ଭିଟିଏସ୍‌(ଭେସେଲ…

5 years ago

ଜାହାଜରୁ ଖସିପଡ଼ିଲେ ୩ ନାବିକ

ପାରାଦୀପ,୨୩ା୧୦(ସ୍ବ.ପ୍ର.):ପାରାଦୀପ ବନ୍ଦର ନିକଟସ୍ଥ ଆଙ୍କରେଜ ଅଞ୍ଚଳ ସମୁଦ୍ରରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ମାଲ୍ଟା ଫ୍ଲାଗ୍‌ ବହନକାରୀ ଲୁହାପଥର ପରିବହନ କରିବାକୁ ବାଂଲାଦେଶରୁ ଆସିଥିବା…

5 years ago

ବାରାକ୍‌ରେ ମଦ ପିଇ ଏସ୍‌ଆଇ ନିଲମ୍ବିତ

ନାଉଗଁା,୨୨।୧୦(ସ୍ବ.ପ୍ର.):ଥାନା ବାରାକରେ ମଦ୍ୟପାନ କରିବା ଜଣେ ପୋଲିସ ଏସ୍‌ଆଇଙ୍କ ପାଇଁ ମହଙ୍ଗା ପଡ଼ିଛି। ସମ୍ପୃକ୍ତ କର୍ମଚାରୀ ମଦ୍ୟପାନ କରୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାପରେ…

5 years ago

ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ ବିଷ୍ଣୁ…

5 years ago

ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨ ମୌଜା…

5 years ago

ଆଶ୍ରୟ ନେବାକୁ ହୀନସ୍ତା ହେଉଛନ୍ତି ଖଲାସୀ

ପାରାଦୀପ,୧୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପ ନଗରୀରେ କିଛି ଦିନ ହେଲା ଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ବନ୍ଦର ଓ ଶିଳ୍ପସଂସ୍ଥାରେ ପଣ୍ୟ ପରିବହନ କରୁଥିବା ପ୍ରାୟ…

5 years ago

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ବାଲେଶ୍ୱରରେ ସ୍ବରୂପ, ତିର୍ତ୍ତୋଲରେ ବିଜୟ ଶଙ୍କର

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲରେ ବିଧାୟକ ସ୍ବର୍ଗତ…

5 years ago

ଭୂତକୋଠି ପାଲଟିଛି ବଡ଼ଖଣ୍ଡାଏତା ରେଳଷ୍ଟେଶନ

ବାଲିଆ,୫।୧୦: ୧୯୭୪ରେ ଜଗତ୍‌ସିଂହୁର ଜିଲାର ବରିଡ଼ି ତହସିଲ ଅଧୀନ ବଡ଼ଖଣ୍ଡାଏତା ରେଳଷ୍ଟେଶନ ନିର୍ମାଣ ହୋଇଥିଲା। ଏହା କଟକ-ପାରାଦୀପ ରେଳପଥର ସର୍ବପୁରାତନ ଷ୍ଟେଶନ ଥିଲା। ଏହି ଷ୍ଟେସନ ଦେଇ…

5 years ago

ବଦଳିଲେ ଜଗତସିଂହପୁର ଜିଲାପାଳ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ…

5 years ago

ଲକ୍ଷଣ ଥାଇ ସରପଞ୍ଚଙ୍କ ବାପାଙ୍କର ହୋଇପାରିଲାନି କରୋନା ପରୀକ୍ଷା

କୁଜଙ୍ଗ,୨୧ା୯(ଡି.ଏନ୍‌.ଏ.): କରୋନା ଟେଷ୍ଟିଂ ଠିକ୍‌ ଭାବେ ହେଉ ନ ଥିବା ନେଇ ଅଭିଯୋଗ ଆଣିଥିବା ସରପଞ୍ଚଙ୍କ ବାପାଙ୍କୁ ଡାକ୍ତରଖାନା ପକ୍ଷରୁ ଜାଣିଶୁଣି ହଇରାଣ କରାଯାଉଥିବା ଅଭିଯୋଗ ଆଣିଛନ୍ତି…

6 years ago