ଜଗତ୍‌ସିଂହପୁର

ରାଜମିସ୍ତ୍ରି ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ କାରାଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୨୧ା୩: ୨୦୧୭ ଜୁନରେ ଜଗତ୍‌ସିଂହପୁର ଥାନା ଶାଳିଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅନ୍ଧୁଟୀରେ ରାଜମିସ୍ତ୍ରି ଶରତ ରାୟ (୬୫)ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ…

6 years ago

ପାରାଦୀପରେ କାଳବୈଶାଖୀ ତାଣ୍ଡବ: ବୁଡ଼ିଲା ୧୫ ମାଛଧରା ଡଙ୍ଗା, ୪୦ ଆହତ

ପାରାଦୀପ,୨୧ା୩(ସ୍ବ.ପ୍ର.): ପାରାଦୀପ ଆଖପାଖ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ମହାନଦୀର ଚଉମୁହାଣିଠାରୁ ମାଛ ଧରିବାକୁ ଯାଇଥିବା ଏକାଧିକ ହୁଲି…

6 years ago

ଶ୍ରୀମନ୍ଦିର ଟଙ୍କା ଫେରିବା ପ୍ରସଙ୍ଗ: ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ରାଜ୍ୟ ଭାଜପା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଶ୍ରୀମନ୍ଦିର ଜମା ଅର୍ଥକୁ ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଏକ ଘରୋଇ ବ୍ୟାଙ୍କରେ ରଖିଥିଲେ। ଶ୍ରୀମନ୍ଦିରର ୫୪୫ କୋଟି…

6 years ago

୩୪ ଘରୋଇ ସ୍କୁଲକୁ ମିଳିଲା ସିଓଆର୍‌

ଜଗତ୍‌ସିଂହପୁର ଅଫିସ୍‌,୨୦।୩: ଚଳିତବର୍ଷ ଜଗତ୍‌ସିଂହପୁର ଜିଲାର ୩୪ ବେସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସିଓଆର୍‌ (ସାର୍ଟିଫିକେଟ୍‌ ଅଫ ରେକଗ୍‌ନାଇଜେଶନ୍‌) ମିଳିଛି। ସେଥିମଧ୍ୟରୁ ସର୍ବାଧିକ ବାଲିକୁଦା ଓ ସର୍ବନିମ୍ନ ଏରସମା…

6 years ago

ରୁପାଖଣ୍ଡି-ନୂଆଡିହି ଉପ୍ରା ସ୍କୁଲ ମିଶ୍ରଣକୁ ବିରୋଧ

ଏରସମା, ୨୦।୩ (ସ୍ବ.ପ୍ର.): ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ବନ୍ଦ କରାଯାଇ ପାଖ ସ୍କୁଲରେ ମିଶ୍ରଣ କରାଯିବାକୁ ସରକାରୀ ନିର୍ଦ୍ଦେଶ ରହିଛି। ଏହି ନିର୍ଦ୍ଦେଶକ୍ରମେ ଏରସମା…

6 years ago

୪ ବିଶେଷଜ୍ଞ, ୬ ଷ୍ଟାଫ୍‌ନର୍ସ ପଦବୀ ଖାଲି

ବିରିଡି,୨୦।୩ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସହ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସୁଧାରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବିଭିନ୍ନ…

6 years ago

କୋଷ୍ଟଗାର୍ଡରେ ସାମିଲ ହେଲା ‘ଭରଦ୍‌’

ପାରାଦୀପ, ୧୯।୩ (ସ୍ବ.ପ୍ର.): ଉତ୍ତର-ପୂର୍ବ ଉପକୂଳ ସମୁଦ୍ର ସୀମାରେ ପାଟ୍ରୋଲିଂ ପାଇଁ ବୁଧବାର ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ)ରେ ଅତ୍ୟାଧୁନିକ ଯୁଦ୍ଧଜାହାଜ ‘ଭରଦ’ ସାମିଲ ହୋଇଛି। ବୁଧବାରଠାରୁ ଏହା…

6 years ago

ମେଡିକାଲରେ ଥଣ୍ଡା ରୋଗୀଙ୍କ ଲମ୍ବାଧାଡ଼ି

ଏରସମା, ୧୯।୩ (ସ୍ବ.ପ୍ର.): ଥଣ୍ଡା, କାଶ, ଜ୍ୱର କରୋନା ସଂକ୍ରମଣର ଲକ୍ଷଣ। ଏ ନେଇ ପ୍ରଚାରିତ ହେବା ପରେ ଏରସମା ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଥଣ୍ଡା, ଜ୍ୱର…

6 years ago

ସ୍ବତନ୍ତ୍ର ବର୍ଥ ନିର୍ମାଣ କରିବ ପାରାଦୀପ ବନ୍ଦର

ପାରାଦୀପ, ୧୯।୩ (ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ପରିଚୟ ପାଇଥିବା ପାରାଦୀପରେ କ୍ୟାପ୍‌ସାଇଜ୍‌ ଜାହାଜ ଲାଗିବା ଭଳି ଏକ ସ୍ବତନ୍ତ୍ର ବର୍ଥ ନିର୍ମାଣ କରାଯିବ। ପ୍ରାୟ…

6 years ago

କରୋନାକୁ ନେଇ ଶଙ୍କା ବଢୁଛି

ଜଗତ୍‌ସିଂହପୁର ଅଫିସ, ୧୯।୩: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣ ଚାରିଆଡେ ଭୟର ବାତାବରଣ ସୃଷ୍ଟି କରିଛି। ଏ ପରିସ୍ଥିତିରେ ପ୍ରତ୍ୟହ ବିଦେଶ ଓ ରାଜ୍ୟ ବାହାରୁ ଲୋକଙ୍କ…

6 years ago