ଜଗତ୍‌ସିଂହପୁର

କରୋନା ସନ୍ଦିଗ୍ଧଙ୍କୁ ଠାବ କରିପାରୁନି ପୋଲିସ

କୁଜଙ୍ଗ, ୧୯।୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ଜଣେ ବ୍ୟକ୍ତି ମହାରାଷ୍ଟ୍ରରେ କିଛି ଦିନ ରହି ନିକଟରେ ଘରକୁ ଫେରିବା ପରେ ଥଣ୍ଡା, ଜ୍ୱର ଆକ୍ରାନ୍ତ ହୋଇଥିଲେ। ତେବେ…

6 years ago

ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

କୁଜଙ୍ଗ,୧୮ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଗୋପିଆକୁଦ ପଞ୍ଚାୟତ ବେଦାପାଟ ଗ୍ରାମର ପବିତ୍ର ଓଝା(୪୫)ଙ୍କ ସୋମବାର ରାତିରେ ସନ୍ଦେହଜନକ ମୃତ୍ୟୁଘଟିଛି। ମାତ୍ର ପବିତ୍ରଙ୍କୁ ଖାଦ୍ୟରେ ବିଷଦେଇ ତାଙ୍କ ବଡ଼…

6 years ago

ଜଗତ୍‌ସିଂହପୁର ଜିଲା ମହୋତ୍ସବ ବାତିଲ

ଜଗତ୍‌ସିଂହପୁର ଅଫିସ, ୧୮ା୩: ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଜଗତ୍‌ସିଂହପୁର ଜିଲା ମହୋତ୍ସବ କଲ୍ଲୋଳ-୨୦୨୦ ଅନୁଷ୍ଠିତ ହେବାର ଥିଲା। ଏନେଇ ୨ଥର ପ୍ରସ୍ତୁତି ବୈଠକ ସରିଥିଲା।…

6 years ago

ଇ-ଅଫିସ୍‌ରେ କାର୍ଯ୍ୟ କରିପାରିବେ ସରକାରୀ କର୍ମଚାରୀ -୨ ସନ୍ଦିଗ୍ଧ ବିପଦମୁକ୍ତ

ଜଗତ୍‌ସିଂହପୁର ଅଫିସ,୧୮ା୩: ସରକାରୀ କର୍ମଚାରୀ ଇ-ଅଫିସ ମାଧ୍ୟମରେ ଘରେ ରହି ମଧ୍ୟ କାମ କରିପାରିବେ। ଇ-ଅଫିସ ଏଭଳି ଜରୁରୀ ପରିସ୍ଥିତିରେ ବେଶ୍‌ ସହାୟକ ହୋଇପାରିଛି ବୋଲି ଜିଲାପାଳ…

6 years ago

ଜଗତ୍‌ସିଂହପୁର ଜିଲାରେ ୧୪୪ ଧାରା ଜାରି

ଜଗତ୍‌ସିଂହପୁର ଅଫିସ,୧୮ା୩: ଓଡ଼ିଶାରେ ଜଣେ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ରାଜ୍ୟ ସରକାର ସଚେତନତା ଓ ସତର୍କତା ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର…

6 years ago

ବିଦେଶ ଫେରନ୍ତା ୩ ଜଣଙ୍କୁ ଠାବ କଲା ମେଡିକାଲ ଟିମ୍‌

ରଘୁନାଥପୁର,୧୭।୩(ଡି.ଏନ୍‌.ଏ.): ବିଦେଶ ଫେରନ୍ତା ୩ ଜଣଙ୍କୁ ସୋମବାର ମେଡିକାଲ ଟିମ ଠାବ କରିଛି। ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ପ୍ରଭାସ ଚନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌…

6 years ago

୧୧ ମାସ ପରେ ବି ମିଳିଲାନି ଫନୀ ସହାୟତା

ବାଲିଆ, ୧୭।୩: ୨୦୧୯ ମେ’ ରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ତିନୋଟି ପିଲାଙ୍କ ଦିଓଳି ଖାଇବା ଓ ପାଠପଢ଼ା ଖର୍ଚ୍ଚ…

6 years ago

ଜଳସଙ୍କଟ ଭୋଗିବେ ବନ୍ଦରାଞ୍ଚଳବାସୀ

ପାରାଦୀପ, ୧୭।୩ (ସ୍ବ.ପ୍ର.): ଚଳିତବର୍ଷ ଖରାଦିନେ ପାରାଦୀପ ବନ୍ଦରାଞ୍ଚଳରେ ପୁଣି ଜଳସଙ୍କଟ ଦେଖାଦେବ। ଏଥିପାଇଁ ସମସ୍ତେ ଜଳ ପରିଚାଳନା କ୍ଷେତ୍ରରେ ସଚେତନ ରହିବାକୁ ବନ୍ଦର ଅଧ୍ୟକ୍ଷ ସୋମବାର…

6 years ago

କରୋନା: ଶାରଳା ପୀଠରେ ସତର୍କତା

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.): ତିର୍ତ୍ତୋଲ ବ୍ଲକ କନକପୁରସ୍ଥିତ ଶାରଳା ମନ୍ଦିରରେ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ମନ୍ଦିର ମୁଖ୍ୟଦ୍ୱାର ଦେଇ କେବଳ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ…

6 years ago

ବଜ୍ରପାତରେ ଜଣେ ମୃତ

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.):ତିର୍ତ୍ତୋଲ ବ୍ଲକ କନକପୁର ପଞ୍ଚାୟତ ବଡ଼ସରୋଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ସେହି ଗ୍ରାମର ଦ୍ୱିଜବର ଭୋଇ(୬୨)ଙ୍କ ମୃତ୍ୟୁ ଘଟିଛି। ଅପରାହ୍ନରେ ପ୍ରବଳ ଘଡ଼ଘଡ଼ି…

6 years ago