ଜଗତ୍‌ସିଂହପୁର

କରୋନା ପଜିଟିଭ ଗୁଜବ କରି ୪ ଗିରଫ

ଜଗତ୍‌ସିଂହପୁର ଅଫିସ/ଏରସମା,୨୮ା୩(ସ୍ବ.ପ୍ର.): କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ହ୍ବାଟ୍‌ସଆପ୍‌ରେ ଗୁଜବ କରି ଗିରଫ ହୋଇଛନ୍ତି ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ୪ଜଣ। ସେମାନେ ହେଲେ…

6 years ago

ସପ୍ତାହକୁ ଥରେ ବସିବ ହାଟ

ରଘୁନାଥପୁର,୨୮ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ଲକ୍‌ଡାଉନକୁ ଅନେକେ ମାନୁ ନ ଥିବା ଦେଖିବାକୁ ମିଳିଛି। ତେଣୁ ପ୍ରଶାସନ କଠୋର ହୋଇଛି। ବ୍ଲକ ଅଧୀନ ରଘୁନାଥପୁର,…

6 years ago

ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- କରୋନା ପାଇଁ ସମସ୍ତ ଭତ୍ତା ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ପ୍ରଦାନ ପାଇଁ ସରକାର ଘୋଷଣା କରିଛନ୍ତି। ଏ ନେଇ ତିର୍ତ୍ତୋଲ…

6 years ago

୪୪ଜଣଙ୍କ ଘର ଆଗରେ ଲାଗିଲା କରୋନା ପୋଷ୍ଟର

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- ତିର୍ତ୍ତୋଲ ବ୍ଲକ ଅଞ୍ଚଳର ୪୪ ଜଣ ବାହାର ରାଜ୍ୟରୁ ନିକଟରେ ଗାଁକୁ ଫେରିଛନ୍ତି। ସେମାନେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାମ ପଞ୍ଜୀକରଣ କରାଇଥିବା…

6 years ago

କରୋନା କଟକଣା, ହନ୍ତସନ୍ତ ହେଉଛନ୍ତି ମତ୍ସ୍ୟଜୀବୀ

ପାରାଦୀପ, ୨୭।୩ (ସ୍ବ.ପ୍ର.)-ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ସକାଶେ ଲକ୍‌ଡାଉନ୍‌ କରାଯାଇଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ପାରାଦୀପ ମାଛଧରା ବନ୍ଦର ପରିସରରେ ଥିବା ହଜାରରୁ ଊର୍ଦ୍ଧ୍ୱ…

6 years ago

ଦେଶସାରା ଲକ୍‌ଡାଉନ୍‌: ଶ୍ରମିକଙ୍କୁ କାମରେ ନିୟୋଜିତ କରିଛନ୍ତି ଠିକାଦାର

ନାଉଗଁା, ୨୭।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ କୌଣସି ଜରୁରୀ କାର୍ଯ୍ୟରେ…

6 years ago

ଧଳତଙ୍ଗଗଡ଼କୁ ସଂରକ୍ଷିତ ଜଙ୍ଗଲ ମାନ୍ୟତା ମିଳୁନି

ଜଗତ୍‌ସିଂହପୁର ଅଫିସ,୨୧ା୩: ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ ଅରଣ୍ୟ ଦିବସ ଭାବେ ପାଳନ କରାଯାଉଛି। ଓଡ଼ିଶାର କମ ଜଙ୍ଗଲ ଥିବା ଜିଲାଗୁଡିକ ମଧ୍ୟରେ ଜଗତ୍‌ସିଂହପୁର ରହିଛି। ଜିଲାର…

6 years ago

ରାଜମିସ୍ତ୍ରି ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ କାରାଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୨୧ା୩: ୨୦୧୭ ଜୁନରେ ଜଗତ୍‌ସିଂହପୁର ଥାନା ଶାଳିଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅନ୍ଧୁଟୀରେ ରାଜମିସ୍ତ୍ରି ଶରତ ରାୟ (୬୫)ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ…

6 years ago

ପାରାଦୀପରେ କାଳବୈଶାଖୀ ତାଣ୍ଡବ: ବୁଡ଼ିଲା ୧୫ ମାଛଧରା ଡଙ୍ଗା, ୪୦ ଆହତ

ପାରାଦୀପ,୨୧ା୩(ସ୍ବ.ପ୍ର.): ପାରାଦୀପ ଆଖପାଖ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ମହାନଦୀର ଚଉମୁହାଣିଠାରୁ ମାଛ ଧରିବାକୁ ଯାଇଥିବା ଏକାଧିକ ହୁଲି…

6 years ago

ଶ୍ରୀମନ୍ଦିର ଟଙ୍କା ଫେରିବା ପ୍ରସଙ୍ଗ: ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ରାଜ୍ୟ ଭାଜପା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଶ୍ରୀମନ୍ଦିର ଜମା ଅର୍ଥକୁ ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଏକ ଘରୋଇ ବ୍ୟାଙ୍କରେ ରଖିଥିଲେ। ଶ୍ରୀମନ୍ଦିରର ୫୪୫ କୋଟି…

6 years ago