ଜଗତ୍‌ସିଂହପୁର

ଆଡମିଟ୍‌ କାର୍ଡ ନ ପାଇ ଛାତ୍ରୀ ନିରାଶ

ଜଗତ୍‌ସିଂହପୁର ଅଫିସ୍‌, ୧୮ା୨: ରାତି ପାହିଲେ ମାଟ୍ରିକ ପରୀକ୍ଷା। କିନ୍ତୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ଓ ଜଣେ ଛାତ୍ର ଏହି ପରୀକ୍ଷା ଦେବାର ବଞ୍ଚତ୍ତ ହେବା…

6 years ago

କଲେଜ ବାର୍ଷିକ ଉତ୍ସବକୁ ନେଇ ଛାତ୍ର ଗୋଷ୍ଠୀ ଛକାପଞ୍ଝା

ନାଉଗାଁ,୧୮ା୨(ସ୍ବ.ପ୍ର.): ନାଉଗାଁ ବ୍ଲକ ଅଧୀନ ଶ୍ରୀଜଗନ୍ନାଥ କଲେଜ ବାର୍ଷିକ ଉତ୍ସବକୁ ନେଇ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଛକାପଞ୍ଝା ଲାଗିରହିଛି। ଗୋଟିଏ ଛାତ୍ର ଗୋଷ୍ଠୀ ବାର୍ଷିକ ଉତ୍ସବ…

6 years ago

‘ସମାଜ ସଂସ୍କାରରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

କୁଜଙ୍ଗ,୧୭ା୨(ଡି.ଏନ.ଏ.): ଯୁବକଙ୍କ ଅଦମ୍ୟ ଇଚ୍ଛାଶକ୍ତି ଆମକୁ ଆଜି ପ୍ରଗତିର ଶିଖରରେ ପହଞ୍ଚାଇଛି। ରାଜନୀତି ଆଜି ସମାଜକୁ ଭାଗଭାଗ କରୁଥିବାବେଳେ, କ୍ରୀଡ଼ା ଓ ସଂସ୍କୃତି ଆମକୁ ଗୋଟିଏ ସୂତ୍ରରେ…

6 years ago

୧୯ରେ ମାଟ୍ରିକ ପରୀକ୍ଷା: ଚାପ ଯୋଗୁ ୩ ଛାତ୍ରୀଙ୍କ ଆତ୍ମହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ, ୧୭ା୨: ମାଟ୍ରିକ ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ର ଚାପଗ୍ରସ୍ତ ହେଉଛନ୍ତି। ଏପରି କି କେତେଜଣ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେବାକୁ ପଛାଉ…

6 years ago

ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ ପ୍ରସଙ୍ଗ: ତହସିଲ ସମ୍ମୁଖରେ ଧାରଣାକାରୀଙ୍କ ବିକ୍ଷୋଭ

ଏରସମା, ୧୫।୨ (ସ୍ବ.ପ୍ର.): ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତସ୍ଥିତ ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ଗତ ଜାନୁୟାରୀ ୨୧ରୁ…

6 years ago

ଶହୀଦ ପ୍ରସନ୍ନ ସାହୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ନାଉଗଁ।, ୧୫।୨ (ସ୍ବ.ପ୍ର.): ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ନାଉଗଁ। ବ୍ଲକର ପ୍ରସନ୍ନ ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶିଖର ପଞ୍ଚାୟତ ପାରିଶିଖର…

6 years ago

ଅସ୍ଥାୟୀ ଡମ୍ପିଂୟାର୍ଡ ହଟାଇବା ଦାବିରେ ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ, ୧୫।୨: ସ୍ଥାନୀୟ କଲେଜ ଛକ ନିକଟ ଅସ୍ଥାୟୀ ଡମ୍ପିଂୟାର୍ଡ ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ବିଶେଷକରି ଅଳିଆ ଗଦାରେ ନିଆଁ ଲଗାଇ ଦିଆଯାଉଥିବାରୁ…

6 years ago

ସିସିଟିଭି ନଜରରେ ରହିବ ଜଗତ୍‌ସିଂହପୁର ସହର

ଜଗତ୍‌ସିଂହପୁର ଅଫିସ, ୧୫।୨: ଜଗତ୍‌ସିଂହପୁର ସହରରେ ଦିନ ଦି ପ୍ରହରରେ ଲୁଟ୍‌ କିଛି ନୂଆ କଥା ନୁହେଁ। ଏଭଳି ଘଟଣା ଥରେ କି ଦୁଇଥର ନୁହେଁ, ଏକାଧିକ…

6 years ago

ଚାଇନା ଫେରନ୍ତା ଯୁବକଙ୍କୁ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ

ରଘୁନାଥପୁର, ୧୩ା୨ (ଡି.ଏନ.ଏ.): ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଚିନ୍ତା ଘରିଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଚାନ୍ଦପୁର ଗଁ।ର ଚାଇନା ଫେରନ୍ତା ଯୁବକଙ୍କୁ ସ୍ବାସ୍ଥ୍ୟ…

6 years ago

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା…

6 years ago