ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍ଜିଏନ୍ଆର୍ଇଜିଏସ୍ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍ ପ୍ରୋଗ୍ରାମ୍ ଅଫିସର୍) କରିଥାନ୍ତି। ଏମ୍ଜିଏନ୍ଆର୍ଇଜିଏସ୍ରେ ଏପିଓ…
ପାରାଦୀପ,୭।୨(ସ୍ବ.ପ୍ର.):କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସମସ୍ତଙ୍କୁ ମାଗଣା ବିଦ୍ୟୁତ୍ ସଂଯୋଗ ପାଇଁ ନିୟମ କରାଯାଇଛି। ତା’ପରେ ମାସିକ ବିଦ୍ୟୁତ୍ ଦେୟ ଉପଭୋକ୍ତାମାନେ ସେସୁ (ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଇ…
ଜଗତ୍ସିଂହପୁର ଅଫିସ୍,୬ା୨: ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନାମ ଲେଖାଠାରୁ ଆରମ୍ଭ କରି ବିଦ୍ୟାଳୟ ଛାଡିବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଫାଇଲ୍ରେ ରଖାଯାଉଛି। ଯଦ୍ଦ୍ବାରା ଅଯଥା କାଗଜପତ୍ର କାମ ସାଙ୍ଗକୁ…
ଜଗତ୍ସିଂହପୁର ଅଫିସ୍,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା…
ଏରସମା,୬ା୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ହେବାକୁ ଥିବା ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧକରି ଭିଟାମାଟି ସୁରକ୍ଷା ସମିତି ଦେଇଥିବା ଧାରଣା…
ଜଗତ୍ସିଂହପୁର ଅଫିସ୍,୫ା୨: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷହେବ। ଏନେଇ ଜିଲା ଶିକ୍ଷା…
କୁଜଙ୍ଗ,୫ା୨(ଡି.ଏନ.ଏ.): ଏକ କାଠ ବୋଝେଇ ଟ୍ରାକ୍ଟରକୁ କୁଜଙ୍ଗ ପୋଲିସ ଜାନୁୟାରୀ ୨୬ରେ ଜବତ କରିଥିଲା। ତେବେ ଏହାକୁ ବେଆଇନ ଦର୍ଶାଇ ପୂର୍ବତନ ଏମ୍ପି ତଥା ଭାଜପା ନେତା…
ପାରାଦୀପ,୪ା୨(ସ୍ବ.ପ୍ର.): ପାରାଦୀପରେ ଥିବା ଶିଳ୍ପ ସଂସ୍ଥାର ପଣ୍ୟ ପରିବହନକୁ ନେଇ ବର୍ଷେ ହେଲା ଚାଲିଥିବା ବିବାଦ ସୋମବାର ଭିନ୍ନମୋଡ଼ ନେଇଛି। ଅର୍ଥାତ୍ ୩ଟି ଟ୍ରକ ମାଲିକ ସଂଘକୁ…
ପାରାଦୀପ,୪ା୨(ସ୍ବ.ପ୍ର.): ଚୀନ୍ରୁ ସୃଷ୍ଟ କରୋନା ଭାଇରସ୍କୁ ନେଇ ଏବେ ବିଶ୍ୱବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ କିପରି ଏହାର ପ୍ରତିକାରାତ୍ମକ ବ୍ୟବସ୍ଥା କରାଯିବ ସେ ନେଇ ପୁଣି…
ନାଉଗାଁ,୪ା୨(ସ୍ବ.ପ୍ର.): ଗୋଟିଏ ଦିନରେ ୫ଜଣ ଶିକ୍ଷକଙ୍କୁ ଛୁଟି ଦେଇ ଚର୍ଚ୍ଚାକୁ ଆସିଥିଲେ ନାଉଗାଁ ବ୍ଲକ ଅଧୀନ ବଚ୍ଛାଳୋ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଆବାସ ଲେଙ୍କା। ସୋମବାର ପୁଣି…