ଜଗତ୍‌ସିଂହପୁର

ପିଏମ୍‌ କିଷାନ ହିତାଧିକାରୀଙ୍କୁ ୨୩ ସୁଦ୍ଧା କ୍ରେଡିଟ୍‌ କାର୍ଡ

ଜଗତ୍‌ସିଂହପୁର ଅଫିସ,୧୦ା୨: ଜଗତ୍‌ସିଂହପୁର ଜିଲାରେ ପାଖାପାଖି ୧,୧୦,୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ (ପିଏମ୍‌) କିଷାନ ଯୋଜନାରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରେ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ…

7 years ago

ସୁଧୁରୁନି ସ୍ବାସ୍ଥ୍ୟସେବା

ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ।…

7 years ago

ପ୍ରସ୍ତାବିତ ୫୫ ନଂ. ଜାତୀୟ ରାଜପଥ ସମ୍ପର୍କିତ ସମୀକ୍ଷା ବୈଠକ: ଏପ୍ରିଲରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ୍‌, ୮।୨: ୨୦୧୭ରେ ୫୫ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ ପାଇଁ ଘୋଷଣା ହୋଇଥିଲା। ଏଥିରେ ଜଗତ୍‌ସିଂହପୁର ଜିଲାର ୭୮.୩୫ କିଲୋମିଟର ଅନ୍ତର୍ଭୁକ୍ତ କରାଯାଇଛି।…

7 years ago

ଏ.କେ. ବୋଷ ହେଲେ ପାରାଦୀପ ବନ୍ଦର ଉପାଧ୍ୟକ୍ଷ

ପାରାଦୀପ, ୮।୨ (ସ୍ବ.ପ୍ର.): ଗତ ୪ବର୍ଷ ହେଲା ପାରାଦୀପ ବନ୍ଦର ଉପାଧ୍ୟକ୍ଷ ପଦବୀ ଖାଲି ପଡ଼ିଥିବା ବେଳେ ଶୁକ୍ରବାର ଆଶିଷ କୁମାର ବୋଷ ଉପାଧ୍ୟକ୍ଷ ଭାବେ ଯୋଗଦେଇଛନ୍ତି।…

7 years ago

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର ରହିଛି।…

7 years ago

ଜାତୀୟସ୍ତରରେ ବଣ୍ଟିଙ୍କ କୃତିତ୍ୱ

ଜଗତ୍‌ସିଂହପୁର ଅଫିସ୍‌,୭।୨: ନିଷ୍ଠା, ଆତ୍ମବିଶ୍ୱାସ ଓ କଠୋର ପରିଶ୍ରମ ଆଗରେ ଦାରିଦ୍ର୍ୟତା ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସ୍ଥାନୀୟ ଶିଶୁ ଆଶ୍ରମରେ। ଆଶ୍ରମର ଅନ୍ତେବାସୀ…

7 years ago

ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍‌ଏସ୍‌

ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍‌ ପ୍ରୋଗ୍ରାମ୍‌ ଅଫିସର୍‌) କରିଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏପିଓ…

7 years ago

ବିଦ୍ୟୁତ୍‌ ସଂଯୋଗ ନ ଥାଇ ମିଳିଛି ୪ ମାସର ବିଲ୍‌

ପାରାଦୀପ,୭।୨(ସ୍ବ.ପ୍ର.):କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସମସ୍ତଙ୍କୁ ମାଗଣା ବିଦ୍ୟୁତ୍‌ ସଂଯୋଗ ପାଇଁ ନିୟମ କରାଯାଇଛି। ତା’ପରେ ମାସିକ ବିଦ୍ୟୁତ୍‌ ଦେୟ ଉପଭୋକ୍ତାମାନେ ସେସୁ (ସେଣ୍ଟ୍ରାଲ ଇଲେକ୍‌ଟ୍ରିସିଟି ସପ୍ଲାଇ…

7 years ago

ମଣ୍ଡଳସ୍ତରୀୟ ପରିବର୍ଦ୍ଧିତ ତଥ୍ୟ ସଂଗ୍ରହ ବ୍ୟବସ୍ଥା ସମ୍ପର୍କିତ ତାଲିମ: ଏଣିକି ଅନ୍‌ଲାଇନ୍‌ରେ ପିଲାଙ୍କ ତଥ୍ୟ ପୂରଣ ହେବ

ଜଗତ୍‌ସିଂହପୁର ଅଫିସ୍‌,୬ା୨: ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନାମ ଲେଖାଠାରୁ ଆରମ୍ଭ କରି ବିଦ୍ୟାଳୟ ଛାଡିବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଫାଇଲ୍‌ରେ ରଖାଯାଉଛି। ଯଦ୍ଦ୍ବାରା ଅଯଥା କାଗଜପତ୍ର କାମ ସାଙ୍ଗକୁ…

7 years ago

ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’

ଜଗତ୍‌ସିଂହପୁର ଅଫିସ୍‌,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା…

7 years ago