ଜଗତ୍‌ସିଂହପୁର

ଚାକିରି ଦେବା ନାଁରେ ନିର୍ଯାତନା

ଜଗତ୍‌ସିଂହପୁର ଅଫିସ୍‌, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍‌ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା, ସାର୍ଟିଫିକେଟ୍‌…

6 years ago

ଛାତ୍ରୀଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଅଭିଯୋଗ: ପୃଥକ୍‌ ମାମଲା, ଟ୍ୟୁଶନ ଶିକ୍ଷକ ଗିରଫ

ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ କରିବା…

6 years ago

ଶୂନ୍ୟରେ ଚାଲିଛି ୮୪ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ପାରାଦୀପ,୯ା୧(ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପରେ ବାଲ୍ୟଶିକ୍ଷା ପାଇଁ ଉଦ୍ଦିଷ୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ପରିଚାଳନା ନୀତି ଏକପ୍ରକାର ପ୍ରହସନ ପାଲଟିଛି। ୨୦୧୧ରୁ ପାରାଦୀପ ପୌରାଞ୍ଚଳର ୧୯…

6 years ago

ଜଗତସିଂହପୁରରେ ଭାରତ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

ଜଗତସିଂହପୁର ଅଫିସ୍‌, ୮।୧: ଜଗତସିଂହପୁରରେ ଭାରତ ବନ୍ଦ ଡାକରା ସଫଳ ହୋଇଛି। ବୁଧବାର ସକାଳୁ ଜିଲାର ଦୋକାନ ବଜାର ବନ୍ଦ ରହିଛି। କଂଗ୍ରେସ ଏବଂ ମିଳିତ ଟ୍ରେଡ୍‌…

6 years ago

ଯୌତୁକ ଜନିତ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

କୁଜଙ୍ଗ,୮ା୧(ଡି.ଏନ.ଏ.):କୁଜଙ୍ଗ ଥାନା ଅଧୀନ ଅରଖିଆ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ଅଧିକ ଯୌତୁକ ନ ଆଣିବାରୁ ଗ୍ରାମର ସୁଦାମ ସେଠୀଙ୍କ ସ୍ତ୍ରୀ ପ୍ରଭାବତିଙ୍କୁ…

6 years ago

ଜୀବନ ନେବ ମୁକୁଳା ଟ୍ରାନ୍ସଫର୍ମର: ବିଦ୍ୟୁତ୍‌ ବିଭାଗର ନିଘା ନାହିିଁ

ନାଉଗାଁ ,୮ା୧(ସ୍ବ.ପ୍ର.):ନାଉଗାଁ ବଜାରରେ ରହିଛି ୫୦୦ କେ.ଭି. ବିଶିଷ୍ଟ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ନାଉଗାଁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି…

6 years ago

ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ ଓ…

6 years ago

ଅସୁରକ୍ଷିତ ଶିଆଳି ଭିୟୁ ଟାୱାର

ଏରସମା, ୮।୧ (ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ ଟାୱାର…

6 years ago

ପିପିଏଲ ଜଳାଶୟରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ପାରାଦୀପ,୭ା୧(ସ୍ବ.ପ୍ର.): ପାରାଦୀପ ଫସ୍‌ପେଟ୍‌ସ ଲିମିଡେଟ୍‌(ପିପିଏଲ୍‌) ପରିସରରେ ଥିବା ୧୬ଟି ବୃହତ ଜଳାଶୟରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ସୋମବାର ରାଜନଗର ବନଖଣ୍ଡ ପକ୍ଷରୁ…

6 years ago

ନିର୍ମାଣ ହେଉନି ସ୍ଥାୟୀ ପରିବା ହାଟ

କୁଜଙ୍ଗ,୭ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାର ସର୍ବ ପୁରାତନ ସାପ୍ତାହିକ ହାଟ ହେଉଛି କୁଜଙ୍ଗ ହାଟ। ଏହାର ପରିଚାଳନା ଦାୟିତ୍ୱ ରାହାମା ନିୟନ୍ତ୍ରିତ ବଜାର କମିଟି ହାତରେ ରହିଛି। ମାତ୍ର…

6 years ago