ଜଗତ୍ସିଂହପୁର ଅଫିସ,୧୭ା୧୨: ତତ୍କାଳୀନ ବାଲିକୁଦା ଥାନା ତଥା ବର୍ତ୍ତମାନର ବନ୍ଦର ମେରାଇନ ଥାନା ଅନ୍ତର୍ଗତ ଧନୁହରବେଲାରୀ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ମମତାରାଣୀ ଓରଫ ରିଙ୍କିଙ୍କ ହତ୍ୟା…
ପାରାଦୀପ,୧୭ା୧୨(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ କେବଳ ଖଣିଜ ପଦାର୍ଥ, ଲୁହା, ଷ୍ଟିଲ ଓ କଣ୍ଟେନର ଆମଦାନୀ-ରପ୍ତାନି ହେଉଛି। କିନ୍ତୁ ଓଡ଼ିଶାର ଶିଳ୍ପୋଦ୍ୟୋଗୀଙ୍କ ପାଇଁ…
ବାଲିକୁଦା,୧୬ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ତିତିରା ପଞ୍ଚାୟତର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଜିଦ୍ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏପରି କି ଯୁବତୀଙ୍କ…
ଜଗତ୍ସିଂହପୁର ଅଫିସ,୧୬ା୧୨: ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସରକାର ଯୋଜନା ପ୍ରଣୟନ କରିଛନ୍ତି। ଏହି ଅନୁଯାୟୀ ଜଗତ୍ସିଂହପୁର ଜିଲା ମୁଖ୍ୟ…
ବାଲିଆ,୧୬ା୧୨: ବିରିଡ଼ି ବ୍ଲକ କାର୍ଯ୍ୟାଳୟର ମାତ୍ର ୩୦୦ ମିଟର ଦୂରରେ ରହିଛି ବିରିଡ଼ି ପ୍ରାଥମିକ ବିଦ୍ୟାଳୟ। ଏହାର ସାମ୍ନାରେ ରହିଛି ଏକ ପରିତ୍ୟକ୍ତ ଗୋଦାମ ଗୃହ। ଏହି…
ଜଗତ୍ସିଂହପୁର ଅଫିସ,୧୫ା୧୨: ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଗଡ଼ହରିଶପୁର ପଞ୍ଚାୟତ ନୋଳିଆସାହି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ଶନିବାର ସୁନାମୀ ମକ୍ଡ୍ରିଲ୍ ଅନୁଷ୍ଠିତ ହୋଇଯାଇଛି। ଏହି ମକ୍ଡ୍ରିଲ୍…
ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି। ରାସ୍ତାଟି…
ପାରାଦୀପ,୧୪।୧୨(ସ୍ବ.ପ୍ର.): ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଗଡ଼ ଗ୍ରାମର ଗେଟ୍ବଜାରରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ଦୋକାନଘର ପାଉଁଶ ହୋଇଯାଇଛି। ଏଥିରେ କେହି ମୃତାହତ ହୋଇ ନ…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା…
ପାରାଦୀପ,୧୨ା୧୨(ସ୍ବ.ପ୍ର.): ୨୦୨୦ ଜାନୁୟାରୀ ପହିଲାରୁ ପାରାଦୀପ ପୌରପାଳିକାରେ ମୋ ସରକାର ଯୋଜନା ଲାଗୁହେବ। ଏହା ଜାନୁୟାରୀ ୧୦ ପର୍ଯ୍ୟନ୍ତ ପରୀକ୍ଷାମୂଳକ ଭାବେ ଚାଲିବ। ତା’ପରଠାରୁ ପୂର୍ଣ୍ଣାଙ୍ଗଭାବେ ମୋ…