ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି।…
ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ଏବେ ନୂତନ ପ୍ରଯୁକ୍ତି ବିଦ୍ୟା ଓ ବୈଷୟିକ ବ୍ୟବସ୍ଥା ଆପଣାଇଛି। ଏପରି ପରିବର୍ତ୍ତନରେ ପଣ୍ୟ କାରବାର ପ୍ରକ୍ରିୟା ତ୍ୱରାନ୍ବିତ ହେଲାଣି। ଗତ ୫…
ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍ବୁଲ୍ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର…
ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ ଗୁଡ଼ିକର…
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ୍ ଥାନା ଅଧୀନ ଅଠରବାଙ୍କି ଲକ୍ଫଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ ମୋବାଇଲ ଫାଟିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁଘଟିଛି। ମୃତକ ହେଲେ ନୟାଗଡ଼…
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି ବିଜୁ ମଇଦାନଠାରେ ସୋମବାର ସନ୍ଧ୍ୟାରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ…
ପାରାଦୀପ, ୧୧।୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଅଠରବାଙ୍କି ଲକପଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାୟଳରେ ସୋମବାର ସକାଳେ ମୋବାଇଲ ଫାଟି ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ…
ତିର୍ତ୍ତୋଲ,୧୦।୧୧(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କଟକ-ପାରାଦୀପ ରେଳଧାରଣାର ବନ୍ଧବାଟି ଲେବୁଲ କ୍ରସିଂ ନିକଟରୁ ରବିବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ଜଗତ୍ସିଂହପୁର ଅଫିସ,୧୦ା୧୧: ଜଗତ୍ସିଂହପୁର ଥାନା ଅଧୀନ ସିଙ୍ଘାରପୁର ନବାପାଟଣା ଗ୍ରାମର ରାଜୁ ଓରଫ ରାଜେଶ ଗୋଚ୍ଛାୟତ(୩୦)ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅଭିଯୋଗକୁ ଭିତ୍ତିକରି…
ବାଲିକୁଦା,୧୦ା୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ଅଧୀନ ସଂଗ୍ରାମପୁର ପଞ୍ଚାୟତ ଗୋଗୋଳ ଗ୍ରାମର ବିଧବା ବୃଦ୍ଧା ନିରୁପମା ମଲ୍ଲିକଙ୍କ ଫାଇଁ ପକ୍କାଘର ସାତସପନ ପାଲଟିଛି। ଫଳରେ ସେ ଭାଗ୍ୟକୁ ଆଦରି…