ଜଗତ୍‌ସିଂହପୁର

କାଳ ହେଲା ଫାଇନାନ୍ସ ଟଙ୍କା: ମହିଳାଙ୍କ ମୃତ୍ୟୁ, ଗ୍ରାମରେ ଉତ୍ତେଜନା

ଜଗତ୍‌ସିଂହପୁର ଅଫିସ, ୧୬ା୯: ଜଗତ୍‌ସିଂହପୁର ଥାନା ଅଧୀନ ଚାଟଣା (ଗନ୍ତ) ଗ୍ରାମରେ ରବିବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସେ ହେଲେ…

7 years ago

ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାର୍ଯ୍ୟ, ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍‌

ନାଉଗାଁ,୧୬।୯(ସ୍ବ.ପ୍ର.): ଏମ୍‌ଜିଏନଆରଇଜିଏସ୍‌ରେ ହେଉଛି କାର୍ଯ୍ୟ, କିନ୍ତୁ ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍‌ କରାଇନେବାକୁ ଚାଲିଛି ଯୋଜନା। ଏଭଳି ଘଟଣା ଦେଖିବାକୁ ମିଳିଛି ନାଉଗାଁ ବ୍ଲକ…

7 years ago

ବନ୍ଦର ନିଷିଦ୍ଧାଞ୍ଚଳକୁ ଗଡ଼ିଲା ବସ୍‌ : ଅକ୍ଟୋବର ୧ରୁ ଦୁଇଚକିଆ ବନ୍ଦ

ପାରାଦୀପ,୧୪ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଆସନ୍ତା ଅକ୍ଟୋବର ୧ ରୁ ସମ୍ପୂର୍ଣ୍ଣ ଭାବେ ବାଇକ, ସାଇକେଲ ଆଦି ଦୁଇଚକିଆ ଚଳାଚଳ ବନ୍ଦ କରାଯିବ। କର୍ମଚାରୀ ଓ ଶ୍ରମିକଙ୍କ…

7 years ago

ଅନିଶ୍ଚିତତାରେ ପ୍ରସ୍ତାବିତ ଟ୍ରକ ଟର୍ମିନାଲ

କୁଜଙ୍ଗ,୧୪।୯(ସ୍ବ.ପ୍ର.): ପାରାଦୀପ ବନ୍ଦର ଓ ବିଭିନ୍ନ ଶିଳ୍ପ ସଂସ୍ଥାର ପଣ୍ୟ କାରବାର ପାଇଁ ଦୈନିକ ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ମାଲବାହୀ ଟ୍ରକ ପାରାଦୀପକୁ ଚଳାଚଳ କରୁଛି।…

7 years ago

ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’: କାରଣ ଅସ୍ପଷ୍ଟ, ଉଭୟ ନିଖୋଜ

ନାଉଗାଁ, ୧୧-୯ (ସ୍ବ.ପ୍ର.):ନାଉଗାଁ ଥାନା ବଛାଳୋ ପଞ୍ଚାୟତ ପୋକାମୂଳ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୫ମାସର ଶିଶୁକନ୍ୟାକୁ ଧରି…

7 years ago

ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଜଗତ୍‌ସିଂହପୁର କୋର୍ଟରେ ପ୍ରଥମ ଫାଶୀ ଦଣ୍ଡାଦେଶ

ଜଗତ୍‌ସିଂହପୁର ଅଫିସ,୧୦।୯: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଗଡ଼ହରିପୁରରେ ୨୦୧୮ ମାର୍ଚ୍ଚ ମାସରେ ଜନୈକା ନାବାଳୀକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର…

7 years ago

ବ୍ଲାକରୋଜ ବୁଡ଼ିକୁ ୧୦ବର୍ଷ : ଶୀତଳଭଣ୍ଡାରରେ ସିବିଆଇ ତଦନ୍ତ

ପାରାଦୀପ,୯।୯(ସ୍ବ.ପ୍ର.): ପାରାଦୀପ ବନ୍ଦର ଇତିହାସରେ କଳଙ୍କର ଛାପ ଛାଡ଼ିଥିବା ଏମ୍‌ଭି ବ୍ଲାକରୋଜ ବୁଡ଼ି ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ଏହି ୧୦ବର୍ଷ ମଧ୍ୟରେ ମଙ୍ଗୋଲିଆର ସେହି ଜାହାଜକୁ…

7 years ago

ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଫାଇଭ୍‌ ଟି, ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ

ଜଗତ୍‌ସିଂହପୁର ଅଫିସ,୮।୯: ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ରବିବାର ବୈଠକ ସ୍ଥାନୀୟ ଏକ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଦଳର ଜିଲା ସଭାପତି ଅମରେନ୍ଦ୍ର ଦାସଙ୍କ ପୌରୋହିତ୍ୟରେ…

7 years ago

ଖୁଦୁରୁକୁଣୀ ପୂଜାରେ ଅଘଟଣ: ପୋଖରୀକୁ ବାଲୁକା କରିବାକୁ ଯାଇ ବୁଡିଗଲେ ୬ ଯୁବତୀ

ଜଗତ୍‌ସିଂହପୁର ଅଫିସ,୮।୯: ଜଗତ୍‌ସିଂହପୁର ଜିଲା ସ୍ଥାନୀୟ ପାଟେଣୀ ଗାଁ ପୋଖରୀରେ ବୁଡି ରବିବାର ୬ ଯୁବତୀ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶୁଭସ୍ମିତା ସାହୁ(୧୭),…

7 years ago

ବଜ୍ରପାତରେ ଜଳିଗଲା ୨ ବଖରା, ୩ ଗାଇ ଜୀବନ୍ତ ଦଗ୍ଧ

ତିର୍ତ୍ତୋଲ,୫।୯(ଡି.ଏନ୍‌.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ ଗୁଣ୍ଠିଲ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ବଜ୍ରପାତ ଘଟି ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ୨ ବଖରା ଘର ଜଳିଯାଇଛି। ଏଥିସହ…

7 years ago