ଜଗତ୍‌ସିଂହପୁର

୧୭ ବର୍ଷରେ ଖର୍ଚ୍ଚ ହେଲାଣି ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା :କାମରେ ଲାଗୁନି ସ୍ଲୁଇସ ଗେଟ୍‌

ନାଉଗାଁ,୨୮ା୭(ସ୍ବ.ପ୍ର.): ଅନିୟମିତ ବର୍ଷା ଯୋଗୁ ଚଳିତବର୍ଷ ନାଉଗାଁ ବ୍ଲକ ଅଞ୍ଚଳରେ ଚାଷ କାର୍ଯ୍ୟ ବ୍ୟାପକ ମାତ୍ରାରେ ପ୍ରଭାବିତ ହୋଇଛି। କେଉଁଠି ତଳି ଘେରା ଫାଟି ଆଁ କଲାଣି…

7 years ago

କୁଜଙ୍ଗ ବ୍ଲକରେ ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ : କୂଅ, ପୋଖରୀ ପାଣି ପିଉଛନ୍ତି ଲୋକେ

କୁଜଙ୍ଗ,୨୮ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏବେ କୋଟି କୋଟି ଟଙ୍କାର ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ ହୋଇ ରହିଛି। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକେ ବିଶୁଦ୍ଧ ପାନୀୟଜଳ…

7 years ago

ନିଜ ପକେଟ ଗରମରେ ବ୍ୟସ୍ତ ଅବକାରୀ କର୍ମଚାରୀ: ରାଜସ୍ବ ଆଦାୟକୁ ଧ୍ୟାନ ନାହିଁ, ଧାର୍ଯ୍ୟ ଲକ୍ଷ୍ୟର ଅଧା ବି ପୂରଣ ହେଉନି

ଜଗତ୍‌ସିଂହପୁର ଅଫିସ,୨୬ା୭ : ଜଗତ୍‌ସିଂହପୁର ଜିଲାରେ ଦିନକୁ ଦିନ ବେଆଇନ ମାଦକ ଦ୍ରବ୍ୟ କାରବାର ବଢିଚାଲିଛି। ପୋଲିସ ଓ ଅବକାରୀ ବିଭାଗର ଅସାଧୁ କର୍ମଚାରୀମାନେ ଏହାକୁ ପ୍ରୋତ୍ସାହନ…

7 years ago

କେନାଲରେ ଆସିନି ପାଣି, ଶୁଖିଲାଣି ୭୦ ପ୍ରତିଶତ ତଳି ଘେରା

ରଘୁନାଥପୁର,୨୬ା୭(ଡି.ଏନ୍‌.ଏ.): ଶ୍ରାବଣ ମାସରେ ମଧ୍ୟ ଆଶାନୁରୂପ ବର୍ଷା ନାହିଁ। ଫଳରେ ଚଳିତ ଖରିଫ ଋତୁରେ ଧାନଚାଷ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ବିଶେଷ କରି ଜଗତ୍‌ସିଂହପୁର ଜିଲା ରଘୁନାଥପୁର…

7 years ago

ଚାଉଳ ମିଳୁଛି, ହିତାଧିକାରୀ ଜାଣିନାହାନ୍ତି : ଲୁଟି ନେଉଛନ୍ତି ରିଟେଲର

ଜଗତ୍‌ସିଂହପୁର ଅଫିସ,୨୩ା୭: ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରକୁ ଚାଉଳ, କିରୋସିନ ଆଦି ସାମଗ୍ରୀ ପ୍ରଦାନ ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ପରିତାପର ବିଷୟ…

7 years ago

କୁଜଙ୍ଗରେ ମରୁଡିର ପଦଧ୍ୱନୀ : ତଳିକୁ ଦେଖି ଟଳିପଡ଼ିଲେ ଚାଷୀ

କୁଜଙ୍ଗ,୨୩ା୭(ସ୍ବ.ପ୍ର.): ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିଲେ ମଧ୍ୟ ବର୍ଷା ଦେଖାନାହିଁ। ଏଥିଯୋଗୁ ଜଗତ୍‌ସିଂହପୁର ଜିଲାର ଉପକୂଳ କୁଜଙ୍ଗ ଅଞ୍ଚଳରେ ମରୁଡ଼ିର ପଦଧ୍ୱନୀ ଶୁଣାଗଲାଣି। ବହୁ କଷ୍ଟରେ ଚାଷୀ…

7 years ago

ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ

ବିରିଡ଼ି,୨୨।୭(ଡି.ଏନ.ଏ): ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ କରି ସଚେତନତା ଅଭିଯାନ ଆରମ୍ଭ କରିଛି ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଯୁବ ଶାଖା ମଦମୁକ୍ତି…

7 years ago

ବ୍ୟବହାର ନ କରି ଫିଙ୍ଗାଯାଉଛି ବିପୁଳ ଔଷଧ

ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ପ୍ରାଣୀ ଚିକିତ୍ସାଳୟ ପାଚେରି ବାହାରେ ପଡିଛି ବିପୁଳ ପରିମାଣର ଏକ୍ସପାଏରୀ ଔଷଧ। ପ୍ରାଣୀଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ବେଳେ ଔଷଧ ଦିଆଯା…

7 years ago

ଅଧାପନ୍ତରିଆ ହୋଇ ପଡ଼ିରହିଛି ପାଇଖାନା, ବିଲ୍‌ କରି ନେଇଛନ୍ତି ସ୍ବେଚ୍ଛାସେବୀ

ନାଉଗାଁ,୧୯।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ତିରୁଣା ପଞ୍ଚାୟତର ଦହିପାଳ ହରିଜନ ସାହିରେ ସ୍ବଚ୍ଛ ଭାରତ ଅଭିଯାନରେ ନିର୍ମାଣ କରାଯାଇଛି ପାଇଖାନା। ମାତ୍ର ପାଇଖାନା ନିର୍ମାଣ…

7 years ago

କାଗଜକଲମରେ ଚାଲିଛି ଉଠା ଜଳସେଚନ ପ୍ରକଳ୍ପ : ବର୍ଷା ଅଭାବରୁ ତଳିଘେରା ଫାଟି ଆଁ କରିଛି

ନାଉଗାଁ,୧୮।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକରେ ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷକାର୍ଯ୍ୟରେ ବାଧା ଉପୁଜିଛି। ବ୍ଲକର ୧୬ଟି ପଞ୍ଚାୟତ ମଧ୍ୟରୁ ତିରୁଣା, ଡାବର ପଞ୍ଚାୟତରେ ଜୁନ୍‌…

7 years ago