ନାଉଗାଁ, ୩।୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଯୁବକଙ୍କ ବୁଧବାର ସକାଳେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ…
ଜଗତ୍ସିଂହପୁର ଅଫିସ, ୩ା୭- ସ୍ଥାନୀୟ ବ୍ୟାଙ୍କ ଅଫ ବରୋଦା (ବିଓବି) ଏଟିଏମ୍ରୁ ଚୋରି ପାଇଁ ଉଦ୍ୟମ ହୋଇଥିବା ମଙ୍ଗଳବାର ଜଗତ୍ସିଂହପୁର ଥାନାରେ ଅଭିଯୋଗ ହୋଇଛି। ବିଓବି ଜଗତ୍ସିଂହପୁର…
ଜଗତ୍ସିଂହପୁର ଅଫିସ, ୩ା୭-ଜଗତ୍ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ (ଏମ୍ଡିଏମ୍) କେଳେଙ୍କାରୀକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର ମୋଟ ୮ ବ୍ଲକ ମଧ୍ୟରୁ ୫ଟିରେ ପାଖାପାଖି…
ଜଗତ୍ସିଂହପୁର ଅଫିସ,୩ା୭: ବ୍ୟାଙ୍କଗୁଡିକ କେବଳ ଟଙ୍କା ଜମା ଉପରେ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଋଣ ଦେବା ନଁା ଧରୁନାହାନ୍ତି। ଯେଉଁଥିପାଇଁ ଜଗତ୍ସିଂହପୁର ଜିଲାରେ କ୍ରେଡିଟ୍ ଡେବିଟ୍ ଅନୁପାତ…
କୁଜଙ୍ଗ,୨ା୭(ସ୍ବ.ପ୍ର.): ତ୍ରିଲୋଚନପୁର ଥାନା ଅଧୀନ ଢିଙ୍କିଆ ପଞ୍ଚାୟତରେ ସୋମବାର ସନ୍ଧ୍ୟାରେ ନିର୍ବାଚନୀ ହିଂସା ଘଟିଛି। ଗଣ୍ଡଗୋଳ ଘଟି ଜଣେ ଗୁରୁତର ହୋଇ ପ୍ରଥମେ ଅଠରବାଙ୍କୀ ଓ ପରେ…
ଜଗତ୍ସିଂହପୁର ଅଫିସ, ୨ା୭: ଅସରାଏ ବର୍ଷା ହେଲେ ଜଗତ୍ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଜଳ ନିଷ୍କାସନ…
ପାରାଦୀପ,୨ା୭(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ଆଗରେ ଗତମାସ ୨୪ ତାରିଖରୁ ଜମିହରା କୃଷକ ଏକତା ମଞ୍ଚ ପକ୍ଷରୁ ନିଯୁକ୍ତି ଦାବିରେ ଧାରଣା ଜାରି ରହିଛି। ଏ ସମ୍ପର୍କରେ…
ବାଲିକୁଦା,୨ା୭(ସ୍ବ.ପ୍ର.): ବାଲିକୁଦା ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ପଞ୍ଚାୟତ କୁଶୁପୁରରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। କିଛିଦିନ ତଳେ ନିର୍ମାଣ ହୋଇଥିବା ଏକ ଢଳେଇ…
ନାଉଗାଁ,୧।୭(ସ୍ବ.ପ୍ର.): ନାଉଗାଁ ବ୍ଲକର ବିଭିନ୍ନ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ମରାମତି ଅଭାବରୁ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅବସ୍ଥା ଏଭଳି ହୋଇ ଯେ, ଗାଡ଼ି…
ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍ ଋଣ, ରିହାତି ଦରରେ ବିହନ…