ଜଗତ୍‌ସିଂହପୁର

ଆଇରନ୍‌ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ

ପାରାଦୀପ,୨୨।୭: ଜଗତ୍‌ସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏକ ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍‌ ବଟିକା ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ…

2 years ago

ଜାଲରେ ପଡ଼ିଲା ମଣିଷ ମୃତଦେହ

ପାରାଦୀପ,୨୧।୭: ଜଗତସିଂହପୁର ଜିଲା ପାରାଦୀପ ଜଟାଧାର ମୁହାଣ ନିକଟ ସମୁଦ୍ରରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ମତ୍ସ୍ୟଜୀବୀଙ୍କ ଜାଲରେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଛି।…

2 years ago

ପାରାଦୀପ-କୁଜଙ୍ଗ ଅଞ୍ଚଳରେ ବ୍ୟାପୁଛି ଡାଇରିଆ

ପାରାଦୀପ,୨୧।୭: ଜଗତସିଂହପୁର ଜିଲା ପାରାଦୀପ-କୁଜଙ୍ଗ ଅଞ୍ଚଳରେ ଡାଇରିଆ ଆତଙ୍କ ଦେଖାଦେଇଛି। ଅଞ୍ଚଳରେ ଦିନକୁ ଦିନ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ପାରାଦୀପଗଡ଼ ଗାଁରେ ଝାଡ଼ାବାନ୍ତିରେ ଗୋଟିଏ ପରିବାରର ଦୁଇଜଣଙ୍କ…

2 years ago

ହୋମଗାର୍ଡ ଉପରେ ମାଡ଼ିଗଲା ଟ୍ରକ

ପାରାଦୀପ,୧୩।୭: ଜଗତସିଂହପୁର ଜିଲା ପାରାଦୀପ ଦୋଛକିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସିଥିବା ଏକ ଟ୍ରକ ଭାରସାମ୍ୟ ହରାଇ ଡ୍ୟୁଟିରେ ଥିବା ହୋମଗାର୍ଡଙ୍କ ଉପରେ…

2 years ago

ପ୍ରେମିକଙ୍କ ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁପଡ଼ିଲେ ପ୍ରେମିକା

ଜଗତସିଂହପୁର,୧୧ା୭: ପ୍ରେମିକଙ୍କ ମୃତ୍ୟୁ ଖବର ଶୁଣି ଗୁରୁବାର ପ୍ରେମିକା ମହାନଦୀକୁ ଡେଇଁ ପଡ଼ିଛନ୍ତି। ଏପରି ଅଭାବାନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ତାରତୋଲଠାରେ। ପ୍ରେମିକର…

2 years ago

ବଣ ଭିତରେ ନଳକୂପ

ରଘୁନାଥପୁର,୧୦।୭ (ରାଜେନ୍ଦ୍ର ନାରାୟଣ ସିଂହ): ରଘୁନାଥପୁର ବ୍ଲକ ଛପଡା ପଞ୍ଚାୟତ କେରେକେରାସ୍ଥିତ ଗୋରେଖନାଥ ପୀଠରୁ ଶହେ ମିଟର ଦୂରରେ ଏକ ଜଙ୍ଗଲିଆ ସନ୍ତସନ୍ତିଆ ପରିତ୍ୟକ୍ତ ସ୍ଥାନରେ ନଳକୂପ…

2 years ago

ସମ୍ବିତଙ୍କ ‘ଢୋଲ ଭିତରେ ମୂଷା’ ମନ୍ତବ୍ୟ, ବିଜେଡିରେ ଆଲୋଡ଼ନ: ବଢିପାରେ ଦଳୀୟ କନ୍ଦଳ

କୁଜଙ୍ଗ,୮।୭(ମନୋଜ ପ୍ରଧାନ):ପାରାଦୀପର ପୂର୍ବତନ ବିଜେଡି ବିଧାୟକ ସମ୍ବିତ ରାଉତରାୟ ରବିବାର ଭୁବନେଶ୍ୱରଠାରେ ଗତ ନିର୍ବାଚନରେ ଦଳ ହାରିବାର କାରଣ ସମ୍ପର୍କରେ ଦେଇଥିବା ମନ୍ତବ୍ୟ ଏବେ ବିଜେଡିରେ ଆଲୋଡ଼ନ…

2 years ago

ଥାନା ବାରଣ୍ଡାରେ ବସିଲେ ବିଧାୟକ: ଅଭିଯୋଗ ଲେଖିବାକୁ କାଗଜ, କଲମ ଦେଲେ

ଜଗତ୍‌ସିଂହପୁର, ୬ା୭ (ପ୍ରମୋଦ କୁମାର ନାୟକ):ଜଣେ ମହିଳା କୌଣସି ଅଭିଯୋଗ କରିବାକୁ ବିନା ଅଭିଯୋଗପତ୍ର (ଏଫ୍‌ଆଇଆର୍‌ ପେପର)ରେ ବୁଧବାର ଜଗତ୍‌ସିଂହପୁର ଥାନାରେ ପହଞ୍ଚତ୍ଥିଲେ। ଥାନାରେ କାଗଜ ଖଣ୍ଡେ…

2 years ago

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା ପୁଅଙ୍କୁ…

2 years ago

ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ହେଉଥିଲା ରାସ୍ତା କାମ: ଭିଡିଓ କରିବାରୁ …

କୁଜଙ୍ଗ,୩।୭(ମନୋଜ ପ୍ରଧାନ): ଏରସମା ବ୍ଲକ ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଗଡ଼କୁଜଙ୍ଗର ବଡ଼ଦାଣ୍ଡ ସମ୍ପ୍ରସାରଣ ନିମନ୍ତେ ମଙ୍ଗଳବାର କଂକ୍ରିଟ ଢଳେଇ ହୋଇଥିଲା। ମାତ୍ର ଏହି ସମୟରେ ଯନ୍ତ୍ରୀ ଅନୁପସ୍ଥିତ…

2 years ago