ଜଗତ୍‌ସିଂହପୁର

ବିନା କାମରେ ଜବ୍‌କାର୍ଡଧାରୀଙ୍କ ନାମରେ ଉଠୁଛି ଟଙ୍କା

ନାଉଗାଁ,୪।୪(ସ୍ବ.ପ୍ର): ନାଉଗାଁ ବ୍ଲକରେ ଏମ୍‌ଜିଏନ୍‌ଆରଇଜିଏସ୍‌ (ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି)ରେ ବହୁ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଛି। ଶ୍ରମିକଙ୍କ ଅର୍ଥକୁ ଯନ୍ତ୍ରୀ, ଠିକାଦାର, ରାଜନେତା…

3 years ago

ବର୍ଷାରେ ଧସିଲା ୧୦ ନଂ. କେନାଲ ମାଟି

ଜଗତ୍‌ସିଂହପୁର ଅଫିସ,୩ା୪: ଜଳ ସମ୍ପଦ ବିଭାଗ ଜଗତ୍‌ସିଂହପୁର ଡିଭିଜନର ମନମାନିକୁ ନେଇ ଅସନ୍ତୋଷ ବଢ଼ୁଛି। ଗତ ୨ ଦିନ ହେବ ବର୍ଷା ଯୋଗୁ ଜଗତ୍‌ସିଂହପୁର ସହର ବଙ୍ଗଳା…

3 years ago

ଶିକ୍ଷାନୁଷ୍ଠାନରେ କମ୍‌ ତାଲିକାରେ ଅଧିକ ଶିକ୍ଷକ

ନାଉଗାଁ,୨।୪(ସ୍ବ.ପ୍ର.): ନାଉଗାଁରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି ସମୁଦାୟ ୭୯ଟି ରହିଛି। ଏସବୁ ବିଦ୍ୟାଳୟ ଓ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟ ରକ୍ଷା…

3 years ago

୪୦ ହଜାର ହେକ୍ଟର ମୁଗ ଫସଲ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୧ା୪: ଜଗତ୍‌ସିଂହପୁର ଜିଲାରେ ଚଳିତବର୍ଷ ପାଖାପାଖି ୪୦ ହଜାର ହେକ୍ଟର ଜମିରେ ହୋଇଥିବା ମୁଗଚାଷ ମଧ୍ୟରୁ ଅଧିକାଂଶ ବହୁମାତ୍ରାରେ ପ୍ରଭାବିତ ହୋଇଛି। କାଳବୈଶାଖୀ ଯୋଗୁ…

3 years ago

ସାଂସ୍କୃତିକ ଦଳ ଚୟନ ପ୍ରକ୍ରିୟା ନେଇ ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ,୩୧ା୩: ଏପ୍ରିଲ ୩ରେ ଜଗତ୍‌ସିଂହପୁର ଜିଲା ପ୍ରତିଷ୍ଠା ଦିବସ। ଏନେଇ ପ୍ରସ୍ତୁତି ଏକପ୍ରକାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। କିନ୍ତୁ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ…

3 years ago

ବେଳାଭୂମି ଜଙ୍ଗଲରୁ ଭୂତଳ ଜଳ ଲୁଟ୍‌

ପାରାଦୀପ,୩୧ା୩ (ସ୍ବ.ପ୍ର.): ପାରାଦୀପର ଷଣ୍ଢକୁଦଠାରୁ ତ୍ରିଲୋଚନପୁର ଗ୍ରାମ ପର୍ଯ୍ୟନ୍ତ ବେଳାଭୂମି ସୁରକ୍ଷା ରାସ୍ତାର ଦୁଇ ପାଶର୍‌ବରୁ ବାଲି ସହ ଜଙ୍ଗଲରୁ ଭୂତଳ ଜଳ ଉଠାଣ ଓ ଝାଉଁ…

3 years ago

ଠିକାଦାର ଶ୍ରମ ଆଇନ ମାନିନାହାନ୍ତି

ଜଗତ୍‌ସିଂହପୁର ଅଫିସ,୩୦ା୩: ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପାର୍ଶ୍ୱ ଜମିରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କାମ ଚାଲିଛି। ବିଲ୍ଡିଂ ପାର୍ଶ୍ୱରେ ବନ୍ଧା ଯାଇଥିବା ବାଉଁଶଭାରା ଭୁଶୁଡ଼ି ପଡ଼ିବାରୁ…

3 years ago

ବକ୍ସ କଲଭର୍ଟ କାମରେ ମନମାନି

ଜଗତ୍‌ସିଂହପୁର ଅଫିସ,୩୦ା୩: ଜଳ ସମ୍ପଦ ବିଭାଗ ଜଗତ୍‌ସିଂହପୁର ଡିଭିଜନର ମନମାନି ପୁଣି ପଦାକୁ ଆସିଛି। ଜଗତ୍‌ସିଂହପୁର ସହର ବଙ୍ଗଳା ଛକ ନିକଟ ପୋଷ୍ଟ ଅଫିସ ଛକରୁ ଏଲ୍‌ଆଇସି…

3 years ago

ମଧ୍ୟାହ୍ନଭୋଜନ ଖାଉନାହାନ୍ତି ଛାତ୍ରୀଛାତ୍ର

ରଘୁନାଥପୁର,୨୯ା୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାର ଉନ୍ନତି ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଏଠାରେ ମାଗଣାରେ ମଧ୍ୟାହ୍ନ ଭୋଜନଠାରୁ ଆରମ୍ଭ କରି ପାଠପଢା ବହି…

3 years ago

ଦେବୀ ନଦୀରେ ବୁଡ଼ିଗଲେ: ୩ ସାଙ୍ଗ ୨ ମୃତ, ଜଣେ ନିଖୋଜ

ବାଲିକୁଦା,୨୮ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ମାଛଗଁା ଦେବୀ ନଦୀ କୂଳରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ଏହି ନଦୀକୁ ଗାଧୋଇବାକୁ ଆସିଥିବା ୪…

3 years ago