ଜଗତ୍ସିଂହପୁର ଅଫିସ, ୨୫ା୩: ଚଳିତ ଖରିଫ ଋତୁ ପାଇଁ ଧାନକିଣା ଅବଧି ଚଳିତ ମାସ ୩୦ ତାରିଖ ସୁଦ୍ଧା ଶେଷ ହେବ। ମଣ୍ଡିଗୁଡ଼ିକରୁ ମୋଟ୍ ୧୬,୫୨,୦୦୦ କୁଇଣ୍ଟାଲ…
ବାଲିକୁଦା,୨୩ା୩(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ତହସିଲ ପ୍ରଶାସନ ଶ୍ମଶାନ ଓ ଗୋଚରରେ ନିର୍ମାଣ କରାଯାଇଥିବା ବେଆଇନ ରାସ୍ତାକୁ ବୁଧବାର ଜେସିବି ଲଗାଇ ତାଡ଼ିଛି। ତେବେ ଏହି ଜବରଦଖଲ…
ନାଉଗାଁ,୨୨।୩(ସ୍ବ.ପ୍ର.): ନାଉଗାଁ ବ୍ଲକ ଦେଇ ବାଲି ଭଉଁରୀ-ଶିଖରଘାଟ, କୋକିଢ଼ିହ-ତେଲସରା ରାସ୍ତା ସଂଯୋଗ କରୁଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଜଗତ୍ସିଂହପୁର ଡିଭିଜନ ଅଧୀନରେ ରହିଛି। କୋକିଡିହ-ତେଲସରା ରାସ୍ତା…
ଜଗତ୍ସିଂହପୁର ଅଫିସ,୨୨।୩: ପ୍ରତିବର୍ଷ ମାର୍ଚ୍ଚ ୨୧ ତାରିଖରେ ବିଶ୍ୱ ବନ ଦିବସ ପାଳନ କରାଯାଉଛି। ଏହି ଦିବସର ମୂଳ ଲକ୍ଷ୍ୟ ହେଉଛି ବନ ସଂରକ୍ଷଣ ସାଙ୍ଗକୁ ବନ୍ୟଜନ୍ତୁ,…
ପାରାଦୀପ,୨୨।୩(ସ୍ବ.ପ୍ର.): ପାରାଦୀପ ବତିଘର ସୀମା ସମୁଦ୍ର କୂଳରେ ୨ ଦିନ ହେବ ଏକ ଭିନ୍ନ ପ୍ରକାରର ସାମୁଦ୍ରିକ ଶୈବାଳ ମରି ପଡ଼ିଛି। ପୋଷାକରେ ଲାଗୁଥିବା ବୋତାମ ପରି…
କୁଜଙ୍ଗ, ୨୧ା୩ (ଡି.ଏନ୍.ଏ.):ଖରିଫ୍ ଧାନ ପାଇଁ ଚାଷୀମାନେ ସରକାରି ମଣ୍ଡିରେ ଧାନ ଦେବା ପାଇଁ ପଞ୍ଜୀକରଣ କରି ଟୋକନ ପାଇଥିଲେ। କିନ୍ତୁ ମଣ୍ଡି ଖୋଲୁ ନ ଥିବାରୁ…
କୁଜଙ୍ଗ, ୨୧ା୩ (ଡି.ଏନ୍.ଏ.):ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ, ଗଡ଼କୁଜଙ୍ଗ ଓ ନୂଆଗାଁ ପଞ୍ଚାୟତରେ ହରିଣ ଓ ବାର୍ହା ଯୋଗୁ ଡାଳୁଅ ଧାନ ଫସଲ ନଷ୍ଟ ହେଉଛି। ପରିବାର…
ପାରାଦୀପ,୨୧।୩(ସ୍ବ.ପ୍ର.):ସମାଜରେ ସବୁ ମଣିଷଙ୍କ ଚେହେରା ଓ ଭାବନା ଭିନ୍ନ। କେତେଜଣଙ୍କ ଶାରୀରିକ ଗଠନ ଶୈଳୀ ଟିକିଏ ନିଆରା ଥିବା ଦେଖିବାକୁ ମିଳିଥାଏ। ସେମିତି ଜଣେ ଭିନ୍ନ ବ୍ୟକ୍ତି…
ରଘୁନାଥପୁର,୧୯। ୩ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ପୀଠରେ ୨୦୨୨ ଜୁଲାଇ ୧୯ରୁ ଭକ୍ତଙ୍କ ପାଇଁ ଉଦ୍ଦିଷ୍ଟ ମାନସିକ ରୋଷଭୋଗ…
ଜଗତ୍ସିଂହପୁର ଅଫିସ, ୧୮ା୩: କଟକ ଜିଲା ନିଆଳି ଓ କଣ୍ଟାପଡ଼ା ପରେ ଏବେ ଜଗତ୍ସିଂହପୁର ଜିଲା ବିରିଡ଼ି ବ୍ଲକ ଅଞ୍ଚଳରେ ଅଜଣା ଜନ୍ତୁ ଆକ୍ରମଣରେ ମେଣ୍ଢାଙ୍କ ମୃତ୍ୟୁ…