ଜଗତ୍‌ସିଂହପୁର

ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୫।୧: ସରକାର ଧାନ କିଣିବା ପାଇଁ ମଣ୍ଡି ଖୋଲୁଛନ୍ତି। ୨୦୨୨ ନଭେମ୍ବରରୁ ୨୦୨୩ ମାର୍ଚ୍ଚ ଭିତରେ ଏହି ଧାନ ସଂଗ୍ରହ କରାଯିବ ବୋଲି ନିଷ୍ପତ୍ତି…

3 years ago

ମିଳୁନି ବାଙ୍ଗରା ନଡ଼ିଆ ଚାରା

ଜଗତ୍‌ସିଂହପୁର ଅଫିସ,,୧୫।୧: ଦେଶର ପ୍ରମୁଖ ୬ଟି ନଡ଼ିଆ ଉତ୍ପାଦନକାରୀ ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏହା ଅଧିକ ହୁଏ। ସେ ଦୃଷ୍ଟିରୁ ଏକଦା ଜଗତ୍‌ସିଂହପୁର…

3 years ago

ପାଇପ୍‌ ଫାଟି ରାସ୍ତାରେ ପାଣି ଜମୁଛି

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମରେ ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ପାଣି ପାଇପ୍‌ ଫାଟିଯାଇଛି। ଫଳରେ ରାସ୍ତାରେ ପାଣି ଜମିବା ସହ ଲୋକେ…

3 years ago

ବିପଦରେ ପାରାଦୀପ ଭ୍ୟୁ ଟାୱାର

ପାରାଦୀପ,୧୨ା୧(ସ୍ବ.ପ୍ର.): ପାରାଦୀପର ପର୍ଯ୍ୟଟକଙ୍କ ପାଇଁ ସବୁଠାରୁ ଆକର୍ଷଣ ସ୍ଥାନ ନେହେରୁବଙ୍ଗଳା ମନ୍ମଦ ଉଦ୍ୟାନ ଅଞ୍ଚଳ। ଏବେ ଏହା ବିପଦରେ। କାରଣ ମହାନଦୀ ମୁହାଣରେ ତଟକ୍ଷୟ ବର୍ଷେ ହେଲା…

3 years ago

ରାଜସ୍ବ, ବନ ବିଭାଗ ଅଗୋଚରରେ ଚାଲିଛି ଗଛକଟା

ନାଉଗଁା,୧୧ା୧(ସ୍ବ.ପ୍ର): ନାଉଗଁା ବ୍ଲକ ଅନ୍ତର୍ଗତ କୋକିଡିହ-ତେଲସରା ୧୨ କିମି ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ପୂର୍ବରୁ ଏହି…

3 years ago

ଜଗତ୍‌ସିଂହପୁର ବନବିଭାଗ ରେଞ୍ଜରୁ ୨୦୬୨ପକ୍ଷୀ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ, ୧୧ା୧: କଟକ ବନଖଣ୍ଡ ଅଧୀନ ଜଗତ୍‌ସିଂହପୁର ରେଞ୍ଚ ଅଞ୍ଚଳର ସନ୍ତସନ୍ତିଆ ସ୍ଥାନରେ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। ଏହି ଗଣନାରେ ବିଭିନ୍ନ ପ୍ରଜାତିର ମୋଟ…

3 years ago

ତ୍ରୁଟି ଲୁଚାଇବା ପାଇଁ ଗଣମାଧ୍ୟମକୁ ଦୂରେଇ ରଖାଯାଇଥିବା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ, ୧୦ା୧: ଜିଲାରେ ସରକାରଙ୍କ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାଗୁଡିକର ସଫଳ ରୂପାୟନ ହେଉଛି କି ନାହିଁ ସେନେଇ ବିଭିନ୍ନ ସମୟରେ…

3 years ago

କୁକୁର ମୁଣ୍ଡରେ ପ୍ଲାଷ୍ଟିକ ଡବା

ଜଗତ୍‌ସିଂହପୁର ଅଫିସ, ୯ା୧: ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ରବିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ସହରର ଗୋପାଳସାଗର ଓ କଲେଜ ଛକ ଅଞ୍ଚଳରେ ଏକ ବୁଲା…

3 years ago

ଦୋକାନୀଙ୍କ ଦଖଲରେ ଗୋରେଖନାଥ ପୀଠ ରାସ୍ତା

ରଘୁନାଥପୁର,୮।୧(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠ ରାସ୍ତାରେ ଟ୍ରାଫିକ ଜାମ୍‌ ଉତ୍କଟ ରୂପ ନେଇଛି। ନୂଆବର୍ଷ ଉପଲକ୍ଷେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯାତ୍ରୀଙ୍କ ପୀଠକୁ…

3 years ago

ବିନା ସୂଚନା ଫଳକରେ ଚାଲିଛି ବୁରୁଜ ନିର୍ମାଣ

ନାଉଗଁା,୭ା୧(ସ୍ବ.ପ୍ର): ବନ୍ୟା ସମୟରେ ଦେବୀ ନଦୀ କୂଳ ଖାଇବା ଯୋଗୁ ପ୍ରତି ବର୍ଷ ନାଉଗଁା ବ୍ଳକ ଅନ୍ତର୍ଗତ ପାରିଶିଖର ଗ୍ରାମର ଅନେକ ଚାଷ ଜମି ନଦୀ ଗର୍ଭରେ…

3 years ago