ଜଗତ୍‌ସିଂହପୁର

ଜଣେ ଅଧିକାରୀଙ୍କ ନିୟନ୍ତ୍ରଣରେ ଚାଲିଛି ମହୋତ୍ସବ

ପାରାଦୀପ,୫।୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ନଭେମ୍ବର ୭ରୁ ଆରମ୍ଭ ହେବ। ଗତ ୩ ଦଶନ୍ଧି ଧରିସମୁଦ୍ର ବେଳାଭୂମିରେ (ଅଧୁନା ବିଜୁ ମଇଦାନ ) ଏହି ମହୋତ୍ସବ…

3 years ago

କେନାଲରେ ଆସୁନି ପାଣି, ଶୁଖିଲା ପଡ଼ିଛି ଚାଷଜମି

ନାଉଗଁା ,୫ା୧୧(ସ୍ବ.ପ୍ର): ନାଉଗଁା ବ୍ଲକର ଚାଷୀମାନେ କେତେବେଳେ ଅଧିକ ବର୍ଷା ତ ଆଉ କେତେବେଳେ ପାଣି ଅଭାବରୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିଅଣ୍ଟିଆ ବର୍ଷା ଓ…

3 years ago

ବଢୁଛି ଡେଙ୍ଗୁ ରୋଗୀ ସଂଖ୍ୟା, ଲୋକେ ଭୟଭୀତ

ଜଗତ୍‌ସିଂହପୁର ଅଫିସ, ୪ା୧୧:ଜଗତସିଂହପୁର ଜିଲାରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢୁଛି। ଗତ ଜାନୁୟାରୀରୁ ଏପର୍ଯନ୍ତ ଏହି ସଂଖ୍ୟା ବଢି ୩୦୫ରେ ପହଞ୍ଚତ୍ଲାଣି । ଲୋକେ ସଚେତନ ନ…

3 years ago

‘ଦୁର୍ନୀତିଗ୍ରସ୍ତଙ୍କୁ ସମର୍ଥନ କରିବା ଉଚିତ ନୁହେଁ’

ଜଗତ୍‌ସିଂହପୁର ଅଫିସ, ୨ା୧୧: ଦୁର୍ନୀତି ଓ ବିକାଶ ଏକ ସଙ୍ଗରେ ଯାଇପାରିବେ ନାହିଁ। ଦୁର୍ନୀତି ମଣିଷର ସହଜାତ ପ୍ରବୃତ୍ତିରେ ପରିଣତ ହୋଇଛି। ସମାଜ ଓ ପରିବାର ପରୋକ୍ଷରେ…

3 years ago

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ

ବାଲିକୁଦା,୨ା୧୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅରିଲୋ ପଞ୍ଚାୟତ ଭଗବାନ ସିଣ୍ଢୋଳ ଗଁାର ବୟୋଜ୍ୟେଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ସୋମବାର ବିଳମ୍ବିତ ରାତିରେ କଟକ ବଡ଼…

3 years ago

ଅଲିଭ୍‌ ରିଡଲେଙ୍କ ପ୍ରଜନନ ପ୍ରକ୍ରିୟା ଆରମ୍ଭ: ବିଭିନ୍ନ ମୁହାଣରେ କଟକଣା

ପାରାଦୀପ,୧।୧୧(ସ୍ବ.ପ୍ର.): ଅଲିଭ୍‌ ରିଡଲେ କଇଁଛଙ୍କ ପ୍ରଜନନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ନଭେମ୍ବର ୧ରୁ ମେ’୩୧ ତାରିଖ ଯାଏ ବିଭିନ୍ନ ମୁହାଣରେ ମାଛଧରା ଉପରେ କଟକଣା କରାଯାଇଛି।…

3 years ago

ଜିଲାରେ କାଞ୍ଜିଆହୁଦା ପରିକଳ୍ପନା ଦିଗହରା

ଜଗତସିଂହପୁର ଅଫିସ,୩୧ା୧୦: ମାସେ କି ବର୍ଷେ ନୁହେଁ, କେଉଁ ଆବହମାନ କାଳରୁ କାଞ୍ଜିଆହୁଦାର ପରିକଳ୍ପନା କରାଯାଇଥିଲା। ଷଣ୍ଢ, ଗାଈ, ଛେଳି, ମେଣ୍ଢା ଆଦି ପ୍ରାଣୀଙ୍କ ଯୋଗୁ ଲୋକଙ୍କ…

3 years ago

ଅଭିନୟରେ ହସାଉଥିଲେ, ଜରାଶ୍ରମରେ ଗୁମୁରି କାନ୍ଦୁଛନ୍ତି ମଣିଭଦ୍ର ବିଶ୍ୱାଳ

ପାରାଦୀପ,୩୧ା୧୦(ସ୍ବ.ପ୍ର.): ନିଜ ଅଭିନୟରେ ଅନ୍ୟଙ୍କୁ ହସାଉଥିବା କଳାକାରଙ୍କ ଆଖିରୁ ଏବେ ଲୁହ ଝରୁଛି। ଅନେକ ଅପେରାରେ ହାସ୍ୟ କଳାକାର ଭୂମିକାରେ ଅଭିୟନ କରି ପ୍ରସିଦ୍ଧି ଲାଭ କରିଥିବା…

3 years ago

ଝିଅ ଭୟରେ ବାହାର କଲେ, ପୁଅ ହେବାରୁ ଘରକୁ ନେଲେ

ପାରାଦୀପ, ୩୦।୧୦(ସ୍ବ.ପ୍ର.): ଝିଅ ପୁଅ ଜନ୍ମ ହେବା ପାଇଁ ଏବେବି ମହିଳାଙ୍କୁ ଦୋଷ ଦିଆଯାଉଛି। ଜଣେ ମହିଳାଙ୍କ ପୂର୍ବରୁ ୨ଟି ଝିଅ ଥିଲା। ପୁନର୍ବାର ସେ ଗର୍ଭବତୀ…

3 years ago

ଫତେପୁର, ଏରଡଙ୍ଗାରେ ବ୍ୟାପୁଛି ଡେଙ୍ଗୁ

ରଘୁନାଥପୁର,୨୯।୧୦(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ପୁରୁଣାବସନ୍ତ ପଞ୍ଚାୟତ ଫତେପୁର ଗ୍ରାମ ଓ ନିକଟସ୍ଥ ଏରଡଙ୍ଗା ପଞ୍ଚାୟତରେ ଗତ ୧୦ ଦିନ ମଧ୍ୟରେ ଡେଙ୍ଗୁ କାୟା ବିସ୍ତାର କରିଚାଲିଛି। ଫତେପୁର…

3 years ago