ଜଗତ୍‌ସିଂହପୁର

୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର…

3 years ago

୫ ଶ୍ରେଣୀ ପାଇଁ ଗୋଟିଏ କୋଠରି

ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍‌ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ। ବ୍ଲକ…

3 years ago

ଅଘୋଷିତ ବିଦ୍ୟୁତ୍‌ କାଟ: ବଢୁଛି ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ, ୨୫ା୧୦: ଜଗତ୍‌ସିଂହପୁର ଜିଲାରେ ବିଦ୍ୟୁତ୍‌ କାଟ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟହ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

3 years ago

କୋଇଲା ଲୋଡିଂ ଜାଲିଆତିରେ ୭ ଗିରଫ

ପାରାଦୀପ, ୨୧।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ପୁଣି ଏକ ବଡ ଧରଣର ଜାଲିଆତି ଘଟଣା ଚଳିତ ମାସରେ ଘଟିଛି। ଏହି ଘଟଣା ପ୍ରଥମେ କୋର୍ଟ ଓ ପରେ…

3 years ago

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ

ତିର୍ତ୍ତୋଲ, ୬ା୧୦(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ତିର୍ତ୍ତୋଲ ଥାନା ବଣିତୋ ଗଁ।ରେ ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ…

3 years ago

ଖେଳୁଖେଳୁ ଚାଲିଗଲା ୨ ନିଷ୍ପାପ ଶିଶୁଙ୍କ ଜୀବନ

ପାରାଦୀପ,୬।୧୦(ସ୍ବ.ପ୍ର.): ଖେଳୁ ଖେଳୁ ଚାଲିଗଲା ୨ ନିଷ୍ପାପ ଜୀବନ। ବୁଧବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲା ପାରାଦୀପ ଲକପଡ଼ା ବସ୍ତିରେ। ଘର ନିକଟ…

3 years ago

ମାଛ ଧରିବାକୁ ଯାଇଥିଲେ ୧୮ ମତ୍ସ୍ୟଜୀବୀ, ଓଲଟି ପଡ଼ିଲା ଡ଼ଙ୍ଗା

ପାରାଦୀପ,୪।୧୦(ସ୍ବ.ପ୍ର.): ଜଗତସିଂହପୁର ଜିଲା ପାରାଦୀପ ନେହରୁ ବଙ୍ଗଳା ନିକଟ ମହାନଦୀ ମୁହାଣରେ ସୋମବାର ଏକ ମାଛ ଧରା ଡଙ୍ଗା ଓଲଟି ପଡ଼ିଛି। ତେବେ ଡଙ୍ଗାରେ ଥିବା ୧୮…

3 years ago

ଦବୁଛି ପୂର୍ତ୍ତ ବିଭାଗ ରାସ୍ତା, ମରାମତି ଦାବି

ନାଉଗାଁ,୪ା୧୦(ସ୍ବ.ପ୍ର): ନାଉଗାଁ ବ୍ଲକ କାର୍ଯ୍ୟାଳୟରୁ ଗାରୋଇକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇଯାଇଛି। କିଛି ସ୍ଥାନରେ ଏହା ଦବିଯିବା ସହ ରାସ୍ତା ପାର୍ଶ୍ୱରୁ ଅତଡା…

3 years ago

ନଦୀ ପଠାଜମିକୁ ବେଆଇନ ଲିଜ୍‌

କୁଜଙ୍ଗ, ୨।୧୦(ଡି.ଏନ୍‌.ଏ.): କୁଜଙ୍ଗ ତହସିଲ ଦେଇ ପ୍ରବାହିତ ସାହାରାପେଣ୍ଠ ମତ୍ସ୍ୟଦିଆ ସଇରାତର ଶାମୁକାତିମୁଣ୍ଡା ନଦୀ ପଠା ଜମିକୁ ବେଆଇନଭାବେ ଲିଜ୍‌ ଆକାରରେ ଦିଆଯାଇଛି। ଏନେଇ କୈର୍ବତ୍ତ୍ୟମାନଙ୍କ ତରଫରୁ…

3 years ago

ପାରିପାରିକ କଳହର କରୁଣ ପରିଣତି: କିରୋସିନ ଢାଳି ହୋଇ ମା’ ମୃତ, ଶିଶୁପୁତ୍ର ଗୁରୁତର

ନାଉଗାଁ,୩୦ା୯(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ତିରୁଆ ପଞ୍ଚାୟତ ତେଣ୍ଟୋଇ ଗ୍ରାମରେ ପାରିବାରିକ କଳହରୁ କିରୋସିନ ଢାଳି ହୋଇ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ଦେଢ଼ବର୍ଷର…

3 years ago