ଜଗତ୍ସିଂହପୁର ଅଫିସ,୧୩ା୫: ଜଗତ୍ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା…
ପାରାଦୀପ,୧୨ା୫ (ସ୍ବ.ପ୍ର.): ପାରାଦୀପର ଚଉମୁହାଣିଠାରୁ ମହାନଦୀର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୧୨ କିମି ଜଗତ୍ସିଂହପୁର ଜିଲା ସୀମା ଅଞ୍ଚଳରେ ଏବେ କୂଳ ଖାଇବାରେ ଲାଗିଛି। ଯାହାଦ୍ୱାରା ନୂଆଗଡ…
ଜଗତ୍ସିଂହପୁର ଅଫିସ,୧୦ା୫: ଜଗତ୍ସିଂହପୁର ବଡବଜାରରେ ଶିଶୁ ମନ୍ଦିର ନିକଟ ଶତ୍ରୁଘ୍ନ ସାହୁଙ୍କ ଘର ପାର୍କିଂ ସ୍ଥାନରେ ସୋମବାର ବିଳମ୍ବିତ ରାତିରେ କୌଣସି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି।…
ନାଉଗାଁ,୧୦ା୫(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକ ଦେଇ ପ୍ରବାହିତ ଗୋବରୀ ନାଳ ପାର୍ଶ୍ୱବର୍ତ୍ତୀ ଗୋବରୀପଡାବାସୀଙ୍କ ଦୁଃଖର କାରଣ ସାଜିଛି। ନାଳ ଖନନ, ବନ୍ଧ ଓ ପୋଲି ନିର୍ମାଣ…
ଜଗତ୍ସିଂହପୁର ଅଫିସ,୧୧।୫: ଜଗତ୍ସିଂହପୁରରେ ଥିବା ମୋଟ ୭୪ ଶିଳ୍ପାନୁଷ୍ଠାନ ମଧ୍ୟରୁ ୯ ମୁଖ୍ୟ ଦୁର୍ଘଟଣା ପ୍ରବଣ ଓ ୬ଟି ବିପଦପୂର୍ଣ୍ଣ ଶିଳ୍ପାନୁଷ୍ଠାନ ରହିଛି। ସେଠାରେ ଆମୋନିଆ ଓ…
ଜଗତସିଂହପୁର ଅଫିସ,୯ା୫: ଦୀର୍ଘବର୍ଷ ପରେ ପ୍ରମୋଦିନୀ ରାଉଳ ଏସିଡ୍ ଆକ୍ରମଣ ଘଟଣାରେ ରାୟ ଶୁଣାଇଛନ୍ତି ଜଗତସିଂହପୁର ସହକାରୀ ଦୌରାଜଜ୍ ତଥା ମହିଳା କୋର୍ଟ ବିଚାରପତି ରଶ୍ମିତା ସାହୁ।…
ନାଉଗାଁ ,୯ା୫(ସ୍ବ.ପ୍ର.): ନାଉଗାଁ ବ୍ଲକର ବାଉଁଶ ଯୋର ଚାଷୀଙ୍କ କାମରେ ଲାଗୁନି। ଏନେଇ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ଯୋର ତିରୁଣା…
ନରସିଂହପୁର,୭ା୫(ସ୍ବ.ପ୍ର.): କଟକ ଜିଲା ନରସିଂହପୁର ପଶ୍ଚିମାଞ୍ଚଳ ବନ ବିଭାଗ ଅନ୍ତର୍ଗତ ବାଲିକିଆରୀ ରିଜର୍ଭ ଜଙ୍ଗଲର କମ୍ପାର୍ଟମେଣ୍ଟ ୭ରେ ୩ ଦିନ ଧରି ଚିକିତ୍ସାଧୀନ ଥିବା ଏକ ମାଈ…
ସିଂହପୁର,୭ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହଠାତ୍ ପବନ ବୋହିବା ସହିତ ମୂଷଳ ଧାରାରେ ଏକଘଣ୍ଟା ବର୍ଷା ହୋଇଥିଲା। ଝଡ଼ବର୍ଷା…
କୁଜଙ୍ଗ ୫ା୫ (ଡି.ଏନ.ଏ.): ଏରସମା ତହସିଲ ଅଭୟଚାନ୍ଦପୁର ମୌଜା ଅନ୍ତର୍ଗତ ବୋଷ୍କାଲିସ ପଏଣ୍ଟ ନିକଟରେ ଥିବା ପ୍ରାକୃତିକ ବାଲିସ୍ତୁପକୁ ଦିନ ଦ୍ୱିପ୍ରହରରେ ମାଫିଆମାନେ ଦୈନିକ ଶତାଧିକ ଟ୍ରିପ…