ଜଗତ୍‌ସିଂହପୁର

ଆଜି ଢିଙ୍କିଆ ନିର୍ବାଚନ, ପୋଲିସ ଛାଉଣୀରେ ପଞ୍ଚାୟତ

କୁଜଙ୍ଗ,୪।୧୦(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ୍‌ର ବହୁ ଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତର ସରପଞ୍ଚ ଓ ୱାର୍ଡସଭ୍ୟାସଭ୍ୟଙ୍କ ନିମନ୍ତେ ଶୁକ୍ରବାର ଭୋଟ ଗ୍ରହଣ କରାଯିବ। ସକାଳ ୭ ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଏଥିନିମନ୍ତେ ପ୍ରଶାସନିକ…

ଜଗତ୍‌ସିଂହପୁର ଜିଲାକୁ ମଦମୁକ୍ତ ଦାବିରେ ବିକ୍ଷୋଭ

ଜଗତ୍‌ସିଂହପୁର, ୩ା୧୦(ପ୍ରମୋଦ କୁମାର ନାୟକ): ସମ୍ପ୍ରତ୍ତି ଦେଶୀ, ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ବ୍ରାଉନସୁଗାର, ଚରସ ଓ ହିରୋଇନ ଆଦି ମାରାତ୍ମକ ନିଶା ସମାଜକୁ ବିପଦଗାମୀ କରି ଦେଉଛି। ଏହା ବିଶେଷ କରି ପରିବାର ଓ ଦେଶର ଭବିଷ୍ୟତ କୁହାଯାଉଥିବା ଯୁବଗୋଷ୍ଠୀଙ୍କୁ…

ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

କୁଜଙ୍ଗ,୨।୧୦(ମନୋଜ ପ୍ରଧାନ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ପଦ ନିମନ୍ତେ ଅକ୍ଟୋବର ୪ରେ ନିର୍ବାଚନ ହେବ। ଏଠାରେ ସରପଞ୍ଚ ପଦବୀ ଅନୁସୂଚିତ ଜାତି ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଶାସକ ଭାଜପା ସମର୍ଥିତ…

ପଦ୍ମ ଧରିଲେ ୯ ସମିତି ସଭ୍ୟାସଭ୍ୟ

କୁଜଙ୍ଗ,୩୦।୯(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତର ନିର୍ବାଚିତ ୯ ଜଣ ସମିତି ସଭ୍ୟାସଭ୍ୟ ରବିବାର ରାତିରେ ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହା ଦ୍ୱାରା ଭାଜପା ସଦସ୍ୟ ସଂଖ୍ୟା ୧୨ରେ ପହଞ୍ଚତ୍ଛି। ଫଳରେ…

ପାରାଦୀପଗଡ଼ରେ ଜଳ ନିଷ୍କାସନରେ ସମସ୍ୟା ଉତ୍କଟ

ପାରାଦୀପ,୨୯।୯(ଶରତ ରାଉତ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ପାରାଦୀପଗଡ ପଞ୍ଚାୟତରେ ମାସାଧିକ ସମୟ ହେଲା ଗାଁରୁ ବର୍ଷାଜଳ ନିଷ୍କାସନ ହେଉନାହିଁ। ଗାଁ ଦାଣ୍ଡରେ ପାଣି ଜମି ରହୁଛି। ସେହି ପାଣିରେ ଆବର୍ଜନା, ଗୋବର, ପଙ୍କ, ମଳ,ମୂତ୍ର, ଗଛରୁ ଝଡ଼ୁଥିବା ପତ୍ର…

ଅବଧି ଶେଷ ହେଲାଣି, ଜାହାଜ ଯେଉଁଠି ସେଇଠି

ପାରାଦୀପ,୨୬ା୯(ଶରତ ରାଉତ):ପାରାଦୀପ ବନ୍ଦରରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌.ଭି. ଦେବୀ ଜାହାଜ ଏବେ ବି ସମୁଦ୍ରର ଆଙ୍କରେଜ ଏରିଆରେ ରହିଛି। ସମ୍ପୃକ୍ତ ଜାହାଜକୁ ଓଡ଼ିଶା ହାଇକୋର୍ଟ ବିକ୍ରି କରିବାକୁ ଅଗଷ୍ଟ ୨୦ରେ ନିର୍ଦ୍ଦେଶ ଦେଇଥିଲେ। ଏହି ଜାହାଜର ମୂଲ୍ୟାଙ୍କନ…

ଦଲାଲଙ୍କ ହାତରେ ସ୍ଲଟ୍‌, ବ୍ଲାକ୍‌ରେ ଚାଲିଛି ବିକ୍ରି

ଜଗତ୍‌ସିଂହପୁର, ୨୫।୯ (ପ୍ରମୋଦ କୁମାର ନାୟକ): ଅତୀତରେ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟଗୁଡ଼ିକରେ ହାତଗୁଞ୍ଜା ଦେଇ ଅନେକ ପଛରେ ଆସି ଆଗୁଆ ଜମି ପଞ୍ଜୀକରଣ କରି ପାରୁଥିଲେ। ଏନେଈ ଜମି କିଣାବିକାରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଜିଲା ସବରେଜିଷ୍ଟ୍ରାର ଓ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟଗୁଡିକରେ…

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ, ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ଅଭ୍ୟୁଦୟ କାର୍ଯ୍ୟକ୍ରମ…

ବ୍ଲକ ସମ୍ମିଳନୀ କକ୍ଷରେ ବିଡିଓଙ୍କୁ ହତ୍ୟା ଧମକ: ତେଜୁଛି ବିଜେଡି-ଭାଜପା କଳି

କୁଜଙ୍ଗ, ୧୭।୯(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଡିଓ ଦୀପକ ପ୍ରସାଦ ସ୍ବାଇଁଙ୍କୁ ହତ୍ୟା ଧମକ ଦିଆଯାଇଥିଲା। ଏହି ଘଟଣାକୁ ନେଇ ପାରାଦୀପରେ ରାଜନୀତି ସରଗରମ ହେବାରେ ଲାଗିଛି। ବିଜେଡି ଓ ଭାଜପା ନେତାମାନେ ଖବରଦାତା…

ଆଜି ବିଶ୍ୱବିନ୍ଧାଣୀଙ୍କ ପୂଜା, ପାରାଦୀପରେ ଆକର୍ଷଣୀୟ ମଣ୍ଡପ

ପାରାଦୀପ,୧୬ା୯(ଶରତ ରାଉତ): ପାରାଦୀପର ଅନ୍ୟତମ ଗଣପର୍ବ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ପାରାଦୀପ ବଡ଼ପଡ଼ିଆ ଥାନାଛକଠାରୁ ବ୍ୟାଙ୍କ ଛକ ଓ ନୂଆବଜାର ହୋଟେଲ ଛକ ପର୍ଯ୍ୟନ୍ତ ସୁଉଚ୍ଚ ଓ ଆକର୍ଷଣୀୟ ୧୪ ମେଢ଼ ହୋଇଛି। ଚଳିତବର୍ଷ ସବୁ ଆୟୋଜକ…

ସହିବା ସୀମା ଟପିଗଲାଣି, ଏଥର ସାରା ଓଡ଼ିଶା ଜଳିବ

ପାରାଦୀପ,୧୬।୯(ଶରତ ରାଉତ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାରାଦୀପ ବିଜେଡି ମଧ୍ୟରେ ଚାଲିଥିବା ଶୀତଳ ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ ଓ ବର୍ତ୍ତମାନ ପାରାଦୀପ ନଗର ସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ…

ବସନ୍ତଙ୍କୁ ବିଜେଡିରୁ ବହିଷ୍କାର ଦାବି

ପାରାଦୀପ,୧୪।୯(ଶରତ ରାଉତ):ପାରାଦୀପ ବିଜେଡି ରାଜନୀତି କ୍ରମଶଃ ଜଟିଳ ହେବାରେ ଲାଗିଛି। ଶୁକ୍ରବାର ସାରେ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପରିସରରେ ବିଜେଡିର କାର୍ଯ୍ୟକାରୀ ସଭାପତି କୁମରବର ନାୟକ, ପୂର୍ବତନ ବିଧାୟକ ପ୍ରତିନିଧି ରଶ୍ମିରଞ୍ଜନ ପରିଡ଼ା ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri