କୁକୁର ମୁଣ୍ଡରେ ପ୍ଲାଷ୍ଟିକ ଡବା
ଜଗତ୍ସିଂହପୁର ଅଫିସ, ୯ା୧: ଜଗତ୍ସିଂହପୁର ଜିଲା ମୁଖ୍ୟାଳୟରେ ରବିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ସହରର ଗୋପାଳସାଗର ଓ କଲେଜ ଛକ ଅଞ୍ଚଳରେ ଏକ ବୁଲା କୁକୁର ଇତସ୍ତତ ଭାବେ ଧାଉଁଥିଲା। କେତେବେଳେ କାନ୍ଥରେ ତ କେତେବେଳେ ପାଚେରିରେ...
ଦୋକାନୀଙ୍କ ଦଖଲରେ ଗୋରେଖନାଥ ପୀଠ ରାସ୍ତା
ରଘୁନାଥପୁର,୮।୧(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠ ରାସ୍ତାରେ ଟ୍ରାଫିକ ଜାମ୍ ଉତ୍କଟ ରୂପ ନେଇଛି। ନୂଆବର୍ଷ ଉପଲକ୍ଷେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯାତ୍ରୀଙ୍କ ପୀଠକୁ ଆଗମନ ହେଉଛନ୍ତି। ମାତ୍ର ଦୋକାନୀମାନେ ରାସ୍ତାକୁ ମାଡ଼ିଯାଇଥିବାରୁ ଟ୍ରାଫିକ୍ ସମସ୍ୟା ଉପୁଜିଛି।...
ବିନା ସୂଚନା ଫଳକରେ ଚାଲିଛି ବୁରୁଜ ନିର୍ମାଣ
ନାଉଗଁା,୭ା୧(ସ୍ବ.ପ୍ର): ବନ୍ୟା ସମୟରେ ଦେବୀ ନଦୀ କୂଳ ଖାଇବା ଯୋଗୁ ପ୍ରତି ବର୍ଷ ନାଉଗଁା ବ୍ଳକ ଅନ୍ତର୍ଗତ ପାରିଶିଖର ଗ୍ରାମର ଅନେକ ଚାଷ ଜମି ନଦୀ ଗର୍ଭରେ ଲୀନ ହୋଇଯାଉଛି। ଚାଷ ଜମିକୁ ସୁରକ୍ଷା ଦେବା ପାଇଁ ସ୍ଥାନୀୟ ବାସିନ୍ଦା...
ଧୂଆଁ ବଳୟରେ ଜଗତ୍ସିଂହପୁର ସହର
ଜଗତ୍ସିଂହପୁର ଅଫିସ, ୭ା୧: କେନ୍ଦ୍ର ଓ ରାଜ୍ୟ ସରକାର ସହରାଞ୍ଚଳ ପରିଷ୍କାର ପରିଚ୍ଛନ୍ନ ରଖିବା ଉପରେ ଗୁରୁତ୍ୱାରୋପ କରୁଥିବା ନେଇ ଡେଙ୍ଗୁରା ପିଟୁଛନ୍ତି। ଏନେଇ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ସ୍ବଚ୍ଛ ସର୍ବେକ୍ଷଣ ସହ ସ୍ବଚ୍ଛତା ପାଇଁ ପ୍ରତି ବର୍ଷ...
୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ
ପାରାଦୀପ,୭।୧(ସ୍ବ.ପ୍ର.): ପାରାଦୀପ ପିପିଏଲ୍ ପରିସରରେ ଥିବା ଜଳାଶୟରେ ଚଳିତବର୍ଷ ୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଶୁକ୍ରବାର ରାଜନଗର ବନଖଣ୍ଡ ପକ୍ଷରୁ ହୋଇଥିବା ଗଣନାରେ ଏହା ଦର୍ଶାଯାଇଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ମିଳିଛି। ପୂର୍ବବର୍ଷ...
ପରିବାରଠୁ ଦୂରେଇ ଦେଇଛି ବାତ୍ୟା
ପାରାଦୀପ,୭ା୧(ସ୍ବ:ପ୍ର:): ଗତ ଅକ୍ଟୋବରରେ ୨ଟି ବୋଟ୍ ଯୋଗେ ସମୁଦ୍ରରେ ମାଛ ଧରୁଥିଲେ। ସେଥିରେ ଥିଲେ ୩୭ ଜଣ ବାଂଲାଦେଶୀ ମତ୍ସ୍ୟଜୀବୀ। ଏହି ସମୟରେ ବାତ୍ୟା ‘ସିତରଙ୍ଗ’ ପ୍ରଭାବରେ ଉଭୟ ବୋଟ୍ ଓଲଟି ପଡ଼ିଥିଲା। ସେମାନେ ସମସ୍ତେ ଅଥଳ ସମୁଦ୍ରରେ ଭାସୁଥିଲେ।...
ପଣ୍ୟବାହୀ ଜାହାଜରେ ରୁଷୀୟ ନାଗରିକ ମୃତ୍ୟୁ ଘଟଣା: ମୁଣ୍ଡରେ ଲାଗିଛି ଆଘାତ
ପାରାଦୀପ, ୫ା୧(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପ ବନ୍ଦର ଆଙ୍କରେଜ ଏରିଆରେ ଥିବା ଏମ.ଭି. ଅଲ୍ଦନାହ ଜାହାଜରେ ମଙ୍ଗଳବାର ଭୋରରୁ ଜଣେ ରୁଷୀୟ ନାଗରିକ ତଥା ଜାହାଜର ମୁଖ୍ୟଯନ୍ତ୍ରୀ ମିଲିୟାକୁଭ୍ ସର୍ଗେଙ୍କ ଅସ୍ବାଭାବିକ ମୃତ୍ୟୁ ହୋଇଥିଲା। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା...
ବୁରୁଜରୁ ଛୋଟ ପଥର କାଢି ବଡ଼ ଲଗାଅ
ଜଗତ୍ସିଂହପୁର ଅଫିସ, ୪ା୧: ବର୍ଷା ଦିନ ଆସିଲେ ଜଗତ୍ସିଂହପୁର ଜିଲାର ନଦୀକୂଳିଆ ଲୋକେ ଚିନ୍ତାରେ ପଡିଯାଆନ୍ତି। ବିଶେଷକରି ଦେବୀ ନଦୀର ବିଭିନ୍ନ ସ୍ଥାନରେ ବିପଦ ଆଶଙ୍କା ପ୍ରକାଶ ପାଏ । ସମ୍ଭାବ୍ୟ ପରିସ୍ଥିତିକୁ ଏଡାଇବା ପାଇଁ କିଛି ସ୍ଥାନରେ କାମ...
ଜାହାଜରେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ
ପାରାଦୀପ,୩।୧(ସ୍ବ.ପ୍ର.): ପାରାଦୀପ ବନ୍ଦର ମଧ୍ୟରେ ପ୍ରବେଶ ପାଇଁ ଆଙ୍କରେଜରେ ଅପେକ୍ଷା କରିଥିବା ଏକ ପଣ୍ୟବାହୀ ଜାହାଜରେ ମଙ୍ଗଳବାର ସକାଳେ ଜଣେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ହେଲେ ଜାହାଜର ମୁଖ୍ୟ ଯନ୍ତ୍ରୀ ମିଲିୟାକୁଭ ସର୍ଜେ (୫୨)। ଏମ୍ଭି...
ଆବେଦନକୁ ବର୍ଷେ ବିତିଲା, ଚାଷୀଙ୍କୁ ମିଳୁନି କ୍ଷତିପୂରଣ
କୁଜଙ୍ଗ,୨ା୧(ଡି.ଏନ୍.ଏ.): କୁଜଙ୍ଗ ବ୍ଲକରେ ରାଜସ୍ବ ଓ କୃଷି ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ବହୁ ଚାଷୀ କ୍ଷୟକ୍ଷତି ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ୨୦୨୧ରେ ବାତ୍ୟା ଜୱାଦ୍ ଓ ପ୍ରବଳ ବର୍ଷା ଯୋଗୁ ଧାନ ଫସଲ ସମ୍ପୂର୍ଣ୍ଣ ଉଜୁଡିଯାଇଥିଲା। ଫଳରେ...
ନାଉଗାଁ ବ୍ଲକରେ ବସୁଧା ଯୋଜନା ଦିଗହରା
ନାଉଗାଁ,୨ା୧ (ସ୍ବ.ପ୍ର.):ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ପ୍ରତି ଘରକୁ ବସୁଧା ଯୋଜନା ମାଧ୍ୟମରେ ପାଇପ ସଂଯୋଗ କରାଯାଇ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରାଯାଉଛି। ଏହି ଯୋଜନା ନାଉଗଁା ବ୍ଲକରେ କାର୍ଯ୍ୟକାରୀ କରାଯାଉଥିବା ବେଳେ ଏହା ଦିଗହରା...
ବଟ ନଦୀରେ ପୁଣି ମାଛ ମଡ଼କ
ପାରାଦୀପ,୧ା୧(ସ୍ବ.ପ୍ର.): ପାରାଦୀପର ବାଲିଝରା ସଂଲଗ୍ନ ବଟନଦୀରେ ଶନିବାର ପୁଣି ମାଛ ମଡ଼କ ହୋଇଛି। ଏହି ନଦୀରେ ପ୍ରଚୁର ପରିମାଣର ମାଛ ମରି ଭାସୁଥିବାରୁ ଚତୁଃପାଶର୍ବରେ ଥିବା ବସ୍ତି ଓ କଲୋନିରେ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି ବୋଲି ସ୍ଥାନୀୟ ବାସିନ୍ଦା ଅନନ୍ତ...