ପାରାଦୀପରେ ଗ୍ୟାସ୍ ନିର୍ଗତ ନେଇ ଚର୍ଚ୍ଚା
ପାରାଦୀପ,୯।୭(ସ୍ବ.ପ୍ର.): ପାରାଦୀପ ବନ୍ଦର ସହରରେ ଚାରି ଦିନ ହେଲା ରସାୟନ ଗ୍ୟାସ୍ ନିର୍ଗତ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏପରି କି ବୁଧବାର ଅଠରବାଙ୍କି ଅଞ୍ଚଳର ଜଣେ ବ୍ୟକ୍ତି ଆମୋନିଆ ଗ୍ୟାସ ପ୍ରଭାବରେ ଅସୁସ୍ଥ ହୋଇଛନ୍ତି ବୋଲି ଗଣମାଧ୍ୟମରେ...
ସ୍ବାମୀଙ୍କ ମୃତ୍ୟୁକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ତ୍ରୀ
ଜଗତ୍ସିଂହପୁର ଅଫିସ,୨ା୭: ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ଏହାକୁ ସହି ନ ପାରି ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଏରସମା...
ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି
ଜଗତସିଂହପୁର ଅଫିସ,୨୧ା୬: ଜଗତ୍ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକ ଅଞ୍ଚଳରୁ ସର୍ବାଧିକ ୧୭ ଜଣ...
ଜଗତ୍ସିଂହପୁର ଜିଲାରେ ବଢ଼ି ଚାଲିଛି କରୋନା ପଜିଟିଭ୍ଙ୍କ ସଂଖ୍ୟା: ପୁଣି ୧୧ ଚିହ୍ନଟ
ଜଗତ୍ସିଂହପୁର ଅଫିସ,୧୪।୬: ଜଗତ୍ସିଂହପୁର ଜିଲାରେ ରବିବାର ପୁଣି ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଛି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ବିରିଡ଼ିର ୭, ରଘୁନାଥପୁର ୨...
ଜଗତସିଂହପୁରରେ ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ: ୧୪୩ରେ ପହଞ୍ଚିଲା ମୋଟ ସଂକ୍ରମିତ ସଂଖ୍ୟା
ଜଗତ୍ସିଂହପୁର ଅଫିସ, ୧୩ା୬: ଜଗତ୍ସିଂହପୁର ଜିଲାରେ ଶନିବାର ପୁଣି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକ ଅଞ୍ଚଳର ୭, ନାଉଗାଁ ୧ ଓ ପାରାଦୀପ ପୌର ପରିଷଦ ଅଞ୍ଚଳର ଜଣେ ରହିଛନ୍ତି...
ଜଗତ୍ସିଂହପୁର ଜିଲାରେ ରଜ କଟକଣା: ସର୍ବସାଧାରଣ ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବା ମନା
ଜଗତ୍ସିଂହପୁର ଅଫିସ, ୧୩ା୬: ଓଡ଼ିଶାର ଗଣ ପର୍ବ ରଜ। ରଜରେ ସହରରୁ ଗାଁ ସବୁଠି ଚଳଚଞ୍ଚଳ। ମାତ୍ର ଚଳିତବର୍ଷ କରୋନା ସଂକ୍ରମଣ ଓ କଟକଣା ଏକପ୍ରକାର ରଜକୁ ଫିକା କରିଦେଇଛି । ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ରଜ ୩...
ସମୁଦ୍ରରୁ ମାଛଧରି ଫେରିବା ବେଳେ ବୁଡ଼ିଗଲା ଡଙ୍ଗା: ୨ ମତ୍ସଜୀବୀଙ୍କ ମୃତ୍ୟୁ, ଜଣେ ଗୁରୁତର
ପାରାଦୀପ,୧୨।୬(ସ୍ବ:ପ୍ର:): ସମୁଦ୍ରରୁ ମାଛଧରି ଫେରିବା ବେଳେ ମହାନଦୀ ମୂହାଣରେ ଡଙ୍ଗା ବୁଡି ୨ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବିଜୟଚାନ୍ଦପୁର ବାସିନ୍ଦା ବିଭୁଭୂଷଣ ମାଇତି(୪୯), ଓ ଗୁରୁଚାନ୍ଦ...
ଟ୍ରକ୍ ଧକ୍କାରେ ସିଆର୍ସିସିଙ୍କ ମୃତ୍ୟୁ : ଜଗତ୍ସିଂହପୁର-ମାଛଗଁା ରାସ୍ତାରେ ୧ ଘଣ୍ଟା ଯାତାୟାତ ଠପ୍
ବାଲିକୁଦା,୧୧ା୬(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ କନ୍ଦରପୁର-ନୂଆଗଁା ରାସ୍ତାର ଗୋପାଳପୁର ଛକଠାରୁ ୧୦୦ ମିଟର ଦୂରରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ପଥର ବୋଝେଇ ଟ୍ରକ୍ ବାଇକ୍ ଚାଳକଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ...
ଗୋଟିଏ ଦିନରେ ଜଗତସିଂହପୁରରେ ୩୩ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଲା
ଜଗତସିଂହପୁର ଅଫିସ,୧୦ା୬: ବୁଧବାର ଜଗତସିଂହପୁର ଜିଲାରେ ସର୍ବାଧିକ ୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଛି। ତେବେ ଏଥିମଧ୍ୟରୁ ୬୮ଜଣ ସୁସ୍ଥ ହୋଇଥିବା ବେଳେ ଅବଶିଷ୍ଟ ୬୨ଜଣ...
ଟ୍ରକ୍ ଧକ୍କାରେ ମହିଳା ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ
ତିର୍ତ୍ତୋଲ, ୯।୬(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ମଣିଜଙ୍ଗା-ଏରସମା ରାସ୍ତାର କୋତପୁର ନିକଟରେ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଇବ୍ରିସିଂ ପଞ୍ଚାୟତ ବଡ଼ମଠ ଗ୍ରାମର ହାରୁନ ଶାହାଙ୍କ...
ଆଶାକର୍ମୀଙ୍କ ପୁଅକୁ ପିଟିଲେ ସରପଞ୍ଚ
ଏରସମା,୭ା୬(ସ୍ବ.ପ୍ର.): ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସରପଞ୍ଚ ଜଣେ ଆଶାକର୍ମୀଙ୍କ ପୁଅକୁ ପିଟିଥିବା ଶନିବାର ରାତିରେ ଏରସମା ଥାନାରେ ଅଭିଯୋଗ ହୋଇଥିଲା। ରବିବାର ଏରସମା ବିଡିଓ କୈଳସ ଚନ୍ଦ୍ର ବେହେରା, ଥାନା ଆଇଆଇସି ପ୍ରଶାନ୍ତ କୁମାର ମାଝି ଏବଂ...
‘ଅମ୍ଫନ୍’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍.ଏ.)/ଜଗତ୍ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ...
Archives


